ଜାତୀୟ

ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀରେ ଗୁଳିକାଣ୍ଡ

ନୂଆଦିଲ୍ଲୀ,୨ା୨: ଦିଲ୍ଲୀର ଶାହିନ୍‌ବାଗ୍‌ଠାରେ ସିଏଏକୁ ବିରୋଧ କରି ବିକ୍ଷୋଭ ଚାଲିଥିବାବେଳେ ଶନିବାର ଗୁଳିକାଣ୍ଡ ଘଟିଛି। ଗୁଳି ଫୁଟାଇଥିବା ଯୁବକଙ୍କୁ ପୋଲିସ ଗିରଫ କରିଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଅଭିଯୁକ୍ତ ଜଣକ କପିଲ ଗୁଜ୍ଜର(୨୫) ବୋଲି ଚିହ୍ନଟ...

ନିର୍ମଳା କଲେ ନିରାଶ

ନୂଆଦିଲ୍ଲୀ,୨ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତିି। ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ନରେନ୍ଦ୍ର ମୋଦି ସରକାରଙ୍କ ଏହା ହେଉଛି ଦ୍ୱିତୀୟ ବଜେଟ। ୩୦ ଲକ୍ଷ ୪୨...

ଆଜି ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୨: ବହୁଚର୍ଚ୍ଚିତ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା(୨୬)ଙ୍କ ମର୍ସି ପିଟିଶନ ରଦ୍ଦ ହୋଇଯାଇଛି। ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରିବା ଲାଗି ବିନୟ କରିଥିବା ଆବେଦନକୁ ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିଦେଇଛନ୍ତି। ସହ...

ବଜେଟ: କାହାକୁ ଫାଇଦା, କାହାର କ୍ଷତି

ନୂଆଦିଲ୍ଲୀ,୨ା୨: ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଥିଲେ, ଲୋକଙ୍କ ଆୟ ବଢ଼ାଇବା, ସେମାନଙ୍କ କ୍ରୟଶକ୍ତି ବଢ଼ାଇବା ଏବଂ ଆର୍ଥିକ ମୂଳଦୁଆକୁ ମଜଭୂତ କରିବା ଓ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା ଉପରେ ଜୋର ଦିଆଯାଇଛି। ଏହି ବଜେଟରୁ ପରିବହନ...

ପିଏମ୍‌ କିଷାନରେ ୨୭.୫% ହ୍ରାସ

ନୂଆଦିଲ୍ଲୀ,୧ା୨: ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନା ଲାଗି ପୂର୍ବରୁ ୭୫,୦୦୦ କୋଟି ଟଙ୍କା ବ୍ୟୟବରାଦର ଲକ୍ଷ୍ୟ ରଖାଯାଇଥଲା। ତେବେ ପଶ୍ଚିମବଙ୍ଗ ସମେତ କେତେକ ରାଜ୍ୟରେ ପରିଚାଳନାଗତ ଅସୁବିଧା ଯୋଗୁ ଏଥିରେ ୨୭.୫%...

୧୫ ଲକ୍ଷ କୋଟିର କୃଷି ଋଣ

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି।...

ସ୍ବାସ୍ଥ୍ୟସେବା ଲାଗି ୬୯ ହଜାର କୋଟି

ନୂଆଦିଲ୍ଲୀ, ୧ା୨: କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ସ୍ବାସ୍ଥ୍ୟସେବାର ବିକାଶ ଲାଗି ମୋଟ ୬୯ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗି ବଜେଟରେ ୬,୪୦୦ କୋଟି ଟଙ୍କା ରହିଛି। ଏଥିରେ...

ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: ଲୋକ ସଭାରେ ଶନିବାର ଉପସ୍ଥାପନ ହୋଇଥିବା ବଜେଟ ଉପରେ ସମସ୍ତଙ୍କ ନଜର। ବିଶେଷ କରି କେଉଁ ଜିନିଷ ଶସ୍ତା ଓ କେଉଁ ଜିନିଷ ମହଙ୍ଗା ହୋଇଛି ତା’ ଉପରେ ରହିଛି ସାଧାରଣ ଜନତାଙ୍କ ନଜର। ମହଙ୍ଗା ତାଲିକାକୁ ଆସିଛି...

ବଜେଟ ଭାଷଣରେ ସର୍ବାଧିକ ଥର ‘ଟ୍ୟାକ୍ସ’ ଶବ୍ଦର ଉଚ୍ଚାରଣ କରିଛନ୍ତି ଅର୍ଥମନ୍ତ୍ରୀ: ‘ରୋଜଗାର’ ଶବ୍ଦ କହିଛନ୍ତି ମାତ୍ର ୭ଥର

ନୂଆଦିଲ୍ଲୀ,୧।୨: ଲମ୍ବା ଅବଧିର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଏଥର ରେକର୍ଡ କରିଛନ୍ତି। ଏଥର ସେ ୨ ଘଣ୍ଟା ୪୧ ମିନିଟର ଭାଷଣ ଦେଇଛନ୍ତି। ଏହି ସମୟ ମଧ୍ୟରେ ସେ ‘ଟ୍ୟାକ୍ସ’ ଶବ୍ଦର ଉଚ୍ଚାରଣ ସର୍ବାଧିକ...

ନିର୍ଭୟା ମାମଲା: କୋର୍ଟରେ ଦାଖଲ ହେଲା ଷ୍ଟାଟସ ରିପୋର୍ଟ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାର ଷ୍ଟାଟସ ରିପୋର୍ଟ ଶନିବାର ଜିହାର ଜେଲ ପ୍ରଶାସନ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଛି। ଏହି ମାମଲାର ଦୋଷୀ ବିନୟଙ୍କ କ୍ଷମା ଆବେଦନ ଖାରଜ ହୋଇଯିବା ଓ ଅକ୍ଷୟ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିବାକୁ...

ଚଳିତ ଦଶନ୍ଧିର ସବୁଠାରୁ ଦେବାଳିଆ ବଜେଟ: ଅଖିଳେଶ

ନୂଆଦିଲ୍ଲୀ,୧।୨: ଦ୍ୱିତୀୟ ଥର ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଲୋକ ସଭାରେ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା ଏବେ ଦେଖିବାକୁ ମିଳିଛି। ନିର୍ମଳା ସୀତାରାମନ କଶ୍ମୀର କବିତା ପଢି ଓ ମୋଦି...

ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ

ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର ୩୯,୩୯୦ସ୍ତରରେ ବନ୍ଦ ହୋଇଛି। ସେହିପରି ନିଫ୍ଟିରେ ୨୦୦ ଅଙ୍କ ହ୍ରାସ ପାଇଛି। ନିଫ୍ଟି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri