ଜାତୀୟ

ବିନୟଙ୍କ ଆବେଦନ ଖାରଜ ପରେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କଲେ ଅକ୍ଷୟ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅକ୍ଷୟ ଠାକୁର ଏବେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଛନ୍ତି। ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିନୟ ଶର୍ମାଙ୍କ କ୍ଷମା ଆବେଦନ ଖାରଜ କରିବା ପରେ ଏବେ ଅକ୍ଷୟ ରାଷ୍ଟ୍ରପତିଙ୍କ...

ଗାଁ-ଗରିବ ଚାଷୀ-ରୋଜଗାରକୁ ବଜେଟରେ ଗୁରୁତ୍ୱ

ନୂଆଦିଲ୍ଲୀ,୧।୨: ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଗାଁ-ଗରିବ ଚାଷୀ-ରୋଜଗାରକୁ ଗୁରୁତ୍ୱ ଦିଆଯାଇଛି। ୨୦୩୦ ସୁଦ୍ଧାରେ ଦେଶରେ ଯୁବବର୍ଗଙ୍କ ସଂଖ୍ୟା ଅନ୍ୟ ବର୍ଗଙ୍କ ତୁଳନାରେ ଅଧିକ ରହିବ। ସେମାନଙ୍କୁ ଆବଶ୍ୟକ ନିଯୁକ୍ତି ଯୋଗାଇବା ପାଇଁ...

ପୁଲଓ୍ବାମା ଭଳି ଆକ୍ରମଣ ଯୋଜନାରେ ଥିଲେ ଆତଙ୍କବାଦୀ: ଜବତ ଅସ୍ତ୍ରଶସ୍ତ୍ର ଉଡାଇ ପାରିଥାଆନ୍ତା ବୁଲେଟ୍‌ ପ୍ରୁଫ୍‌ ଗାଡ଼ି

ଶ୍ରୀନଗର,୧।୨: ଜମ୍ମୁର ଗନରୋଟା ଅଞ୍ଚଳରେ ଜୈଶ-ଇ-ମହମ୍ମଦର ମୃତ ୩ ଆତଙ୍କବାଦୀ ବଡ ଧରଣର ଆକ୍ରମଣ ଯୋଜନାରେ ଥିବା ଜଣାପଡିଛି। ଏଥିପାଇଁ ସେମାନେ ନଗରୋଟା ହାଇଓ୍ବେର ସ୍ଥାନେ ସ୍ଥାନେ ଆଇଇଡି ଲଗାଇଥିଲେ। ଏବେ ଜାଣିବାକୁ ମିଳିଛି କି ଜବତ ହୋଇଥିବା ଆଇଇଡି...

ଚାଷୀଙ୍କ ପାଇଁ ୧୬ସୂତ୍ରୀ ଯୋଜନା: ୨୦୨୨ ସୁଦ୍ଧା ଆୟ ହେବ ୨ ଗୁଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଚାଷୀଙ୍କ ପାଇଁ ୧୬ ସୂତ୍ରୀ ଯୋଜନା ଲାଗୁ କରିବାକୁ ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ୨ ଗୁଣା କରିବା ଲକ୍ଷ୍ୟ...

ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହେଲା ବିନୟଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଖାରଜ କରି ଦେଇଛନ୍ତି। ଏବେ ଏହି ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଶୁକ୍ରବାର...

ଫେରିଯିବେ ଜହ୍ଲାଦ ପବନ!

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଶନିବାର ଫାଶୀ ଦେବାର ତାରିଖ ନିର୍ଦ୍ଧାରଣ କରାଯାଇଥିଲା। ହେଲେ କେତେକ ନ୍ୟାୟିକ ବ୍ୟବସ୍ଥା ଯୋଗୁ ଏବେ ଏହାକୁ ସ୍ଥଗିତ ରଖାଯାଇଛି। ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ତିହାର ଜେଲରେ...

ଚାଇନାରୁ ଫେରିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୧।୨: ଚାଇନାର ଉହାନରୁ ଫେରିଥିବା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଶନିବାର ସକାଳେ ନୂଆଦିଲ୍ଲୀରେ ପହଞ୍ଚିଛି। ଏଥିରେ ୩୨୪ ଭାରତୀୟ ଚାଇନାରୁ ସ୍ବଦେଶ ଫେରିଛନ୍ତି। ଏମାନଙ୍କ ଭିତରେ ୩ ଶିଶୁ ଓ ୧୧ ଛାତ୍ର ରହିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ...

ବଦଳିବ ବହିର୍ବ୍ୟାପାର ମନ୍ତ୍ରଣାଳୟ ଢାଞ୍ଚା

ନୂଆଦିଲ୍ଲୀ,୧ା୨(ଆଇଏଏନ୍‌ଏସ୍‌): ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ)ର ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ଏଥିରେ ଢାଞ୍ଚାଗତ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ ଏମ୍‌ଇଏର ବିକେନ୍ଦ୍ରୀକରଣ କରାଯିବ। କନ୍‌ସୁଲାର ସେବାଗୁଡ଼ିକରେ ଭିନ୍ନ ଭିନ୍ନ...

ଭାରତରେ ‘କରୋନା’ ଛନକା

ନୂଆଦିଲ୍ଲୀ, ୧ା୨(ପି.ଟି.): ଭାରତରେ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ୬ ସନ୍ଦିଗ୍ଧଙ୍କୁ ଚିକିତ୍ସା ଲାଗି ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେରଳରେ ୧୦୫୩ ଜଣ ବ୍ୟକ୍ତିଙ୍କୁ ଅବ୍‌ଜରଭେଶନରେ ରଖାଯାଇଛି। ଦିଲ୍ଲୀର ରାମ୍‌ ମନୋହର ଲୋହିଆ ହସ୍ପିଟାଲର...

ଦିଲ୍ଲୀବାସୀଙ୍କୁ ବିଶୁଦ୍ଧ ଜଳ, ଛାତ୍ରୀଙ୍କୁ ଇ-ସ୍କୁଟର

ନୂଆଦିଲ୍ଲୀ, ୧ା୨(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନ ଆଉ ୮ ଦିନ ବାକି ଥିବାବେଳେ ଭାଜପା ପକ୍ଷରୁ ଶୁକ୍ରବାର ଲୋଭନୀୟ ପ୍ରତିଶ୍ରୁତି ଦିଆଯାଇଛି। ନିର୍ବାଚନୀ ଇସ୍ତାହାରରେ ଭାଜପା ପ୍ରତ୍ୟେକ ଦିଲ୍ଲୀବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଓ ଉଚ୍ଚ ମାଧ୍ୟମିକ ଶିକ୍ଷାରେ ପଢ଼ୁଥିବା...

ଅଘୋଷିତ ଡ୍ରୋନ୍‌ ଉଡ଼ାଇଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧ା୨: ଦେଶର ୨୦,୦୦୦ରୁ ଊର୍ଦ୍ଧ୍ୱ ଡ୍ରୋନ୍‌ ବ୍ୟବହାରକାରୀ ସରକାରଙ୍କ ନିକଟରେ ପଞ୍ଜୀକୃତ ହୋଇଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ପୋର୍ଟାଲରେ ପ୍ରାୟ ୧୫ ଦିନ ଧରି ଚାଲିଥିବା ଏହି ପଞ୍ଜୀକରଣ କାର୍ଯ୍ୟ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଏଣିକି ଓ୍ବାନ୍‌...

ବିରୋଧୀଙ୍କୁ ମୁକାବିଲା କର

ନୂଆଦିଲ୍ଲୀ,୧ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ତାଙ୍କ ସରକାର ରକ୍ଷାତ୍ମକ ଅନୁଭବ କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏ ବୈଠକରେ କହିଛନ୍ତି। ପାର୍ଲାମେଣ୍ଟରେ ସିଏଏକୁ ଦୃଢ଼ ସମର୍ଥନ କରିବା ଲାଗି ସେ ଏନ୍‌ଡିଏ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri