ଜାତୀୟ

ଗୁଳିକାଣ୍ଡକୁ ନେଇ ତେଜିଲା ରାଜନୀତି

ନୂଆଦିଲ୍ଲୀ,୩୧-୧(ପି.ଟି.):ଦିଲ୍ଲୀର ଜାମିଆ ନଗରରେ ଗୁରୁବାର ଘଟିଥିବା ଗୁଳିକାଣ୍ଡକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଘୁଞ୍ଚାଇବା ପାଇଁ ଏହା ଭାଜପାର ଏକ ଷଡ଼ଯନ୍ତ୍ର ବୋଲି ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସମାଲୋଚନା କରିଛି। କଂଗ୍ରେସ...

ୟୁପିରେ ୨୦ ପିଲା ବନ୍ଧକ: ଉଦ୍ଧାର ଲାଗି ପୋଲିସର ଉଦ୍ୟମ ଜାରି

ଫାରୁଖାବାଦ (ୟୁପି), ୩୧-୧(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଫାରୁଖାବାଦରେ ଜଣେ ଅପରାଧୀ ୨୦ ଜଣ ପିଲାଙ୍କୁ ନେଇ ବନ୍ଧକ ରଖିଥିବା ଜଣାପଡିଛି। ସେ ଜନ୍ମଦିନ ପାଳନ ପାଇଁ ପିଲାମାନଙ୍କୁ ଘରକୁ ଡାକି ବନ୍ଧକ ରଖିଥିଲେ। ଫାରୁଖାବାଦର ମହମ୍ମଦାବାଦ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଏହି...

ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ: ମୋଦି

ନୂଆଦିଲ୍ଲୀ,୩୧-୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଥିବାବେଳେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୦-୨୧ ବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ। ବଜେଟ ଉପସ୍ଥାପନର ଦିନକ ପୂର୍ବରୁ ଅର୍ଥାତ୍‌ ୩୧ ତାରିଖରେ ସରକାର ଚଳିତବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ...

ସିଏଏ ବିରୋଧୀ ଶୋଭାଯାତ୍ରାବେଳେ ରାମଭକ୍ତଙ୍କ ଉନ୍ମତ୍ତକାଣ୍ଡ: ବନ୍ଧୁକ ବୁଲାଇଲେ, ଗୁଳି ଚଳାଇଲେ

ନୂଆଦିଲ୍ଲୀ,୩୧-୧(ପି.ଟି.):କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଦିନକୁ ଦିନ ହିଂସା ବଢ଼ିବାରେ ଲାଗିଛି। ଏହିକ୍ରମରେ ଗୁରୁବାର ଦିଲ୍ଲୀର ଜାମିଆ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ବିକ୍ଷୋଭକାରୀମାନେ ଶୋଭାଯାତ୍ରା ପାଇଁ ବାହାରୁଥିବାବେଳେ ଜଣେ କିଶୋର ‘ଏଇ...

ଜାମିଆ ଗୁଳିକାଣ୍ଡ ଭଳି କାର୍ଯ୍ୟକୁ ସହ୍ୟ କରାଯିବନି : ଶାହ

ନୂଆଦିଲ୍ଲୀ,୩୦।୧: ଜାମିଆ ଗୁଳିକାଣ୍ଡ ଭଳି ଘଟଣାକୁ କେବେ ବି ସହ୍ୟ କରାଯିବନି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ଏସମ୍ପର୍କରେ ଶାହ ଟୁଇଟ୍‌ କରି ଜଣାଇଛନ୍ତି। ଗୁଳିକାଣ୍ଡ ଘଟଣା ସମ୍ପର୍କରେ ଦିଲ୍ଲୀ...

ଭାଜପାରେ ଫାଟ: ଏମ୍‌ପି-ମନ୍ତ୍ରୀଙ୍କ କଳିରୁ ପୋଲ ଉପର ଦେଇ ଯାତାୟାତ ବନ୍ଦ

କାନପୁର,୩୦।୧: ଉତ୍ତରପ୍ରଦେଶ ଭାଜପାରେ ଫାଟ ସୃଷ୍ଟି ହୋଇଛି। ଏମ୍‌ପି ସତ୍ୟଦେବ ପଚୌରି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟ୍‌ ମନ୍ତ୍ରୀ ସତିଶ ମହାନାଙ୍କ ମଧ୍ୟରେ ଲାଗି ରହିଥିବା କଳି ଯୋଗୁ ଏବେ କାନପୁରରେ ନିର୍ମିତ ହୋଇଥିବା ପୋଲ ଉପର ଦେଇ...

ବଜେଟ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ: ସମସ୍ତଙ୍କ ମତାମତ ଜରୁରୀ କହିଲେ ମୋଦି

ନୂଆଦିଲ୍ଲୀ,୩୦।୧: ଜାନୁୟାରୀ ୩୧ଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ସର୍ବଦଳୀୟ ବୈଠକ ଶେଷ ହୋଇଛି। ଦେଶର ଆର୍ଥିକ ସ୍ଥିତି ନେଇ ସମସ୍ତଙ୍କ ମତାମତ ଜରୁରୀ ବୋଲି ମୋଦି...

କେରଳରେ ଚିହ୍ନଟ ହେଲେ ପ୍ରଥମ କରୋନା ଭୂତାଣୁ ସଂକ୍ରମିତ

ନୂଆଦିଲ୍ଲୀ,୩୦।୧: କରୋନା ଭୂତାଣୁରେ ଆକ୍ରାନ୍ତ ଥିବା ପ୍ରଥମ ରୋଗୀ କେରଳର ବୋଲି ଚିହ୍ନଟ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡରେ ତାଙ୍କର ଚିକିତ୍ସା ଚାଲିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର...

ଫାଶୀ ପାଇଁ ବାକି ଗୋଟିଏ ଦିନ: ୩ ଦୋଷୀଙ୍କ ପାଖରେ ଏବେ ବି ରହିଛି ଲାଇଫ୍‌ ଲାଇନ୍‌

ନୂଆଦିଲ୍ଲୀ,୩୦।୧: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦିଆଯିବା ପାଇଁ ଆଉ ବାକି ରହିଛି ଗୋଟିଏ ଦିନ। ଫେବୃୟାରୀ ୧ରେ ଫାଶୀଦଣ୍ଡ ଲାଗିଁ ମୃତ୍ୟୁ ଓ୍ବାରେଣ୍ଟ୍‌ ଜାରି ହୋଇଛି। ୧୯୮୮ ଦିଲ୍ଲୀ ଜେଲ୍‌ ମାନୁଆଲ୍‌ ଅନୁସାରେ ଗୋଟିଏ ଆପରାଧୀକ ମାମଲାରେ...

ମହାତ୍ମାଙ୍କୁ ହତ୍ୟା କରିଥିଲେ ଜଣେ କଠୋର ପନ୍ଥୀ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୩୦।୧: ଅନ୍ୟକୁ ଭଲ ପାଇବାର ବାର୍ତ୍ତା ଦେଉଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଜଣେ କଠୋର ପନ୍ଥୀ ହତ୍ୟା କରିଥିଲେ। ତେବେ ମହାତ୍ମାଙ୍କ ଦ୍ୱାରା ପ୍ରଦର୍ଶିତ ମାର୍ଗ ଅନୁସରଣ କଲେ ଦେଶର ହିତ ସାଧନ ହୋଇପାରିବ। ମହାତ୍ମାଙ୍କ ପୁଣ୍ୟତିଥି...

ଅନୁରାଗ ୭୨, ପର୍‌ଭେଶ ୯୬ ଘଣ୍ଟା ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରଚାର

ନୂଆଦିଲ୍ଲୀ,୩୦।୧: ବିବାଦୀୟ ବୟାନକୁ ନେଇ ନିର୍ବାଚନ ପ୍ରଚାର କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ୭୨ ଘଣ୍ଟା ଓ ଭାଜପା ଏମ୍‌ପି ପର୍‌ଭେଶ ବର୍ମାଙ୍କୁ ୯୬ ଘଣ୍ଟା ପର୍ଯ୍ୟନ୍ତ ପ୍ରଚାର କରିପାରିବେ ନାହିଁ ବୋଲି...

ଭବିଷ୍ୟନିଧି ପାଣ୍ଠି ଠକେଇ: ୯ ଲକ୍ଷ କର୍ମଚାରୀଙ୍କ ନାମରେ ସରକାରଙ୍କୁ ୩୦୦ କୋଟି ଠକିଛନ୍ତି ୮୦ ହଜାର କମ୍ପାନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ଲୋକଙ୍କ ମଧ୍ୟରେ ନିଯୁକ୍ତି ସୁଯୋଗ ବଢ଼ାଇବା ପାଇଁ ତଥା ବେକାର ସମସ୍ୟା ଦୂର ଲାଗି ସରକାର ସଂଗଠିତ କ୍ଷେତ୍ର ସହ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏନେଇ ସରକାର ପ୍ରଧାନମନ୍ତ୍ରୀ ରୋଜଗାର ପ୍ରୋତ୍ସାହନ ଯୋଜନା ଆରମ୍ଭ କରିଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri