ଜାତୀୟ

ନିଟ୍‌ ପେପର୍‌ ଲିକ୍‌ରେ ରାଜନେତାଙ୍କ ହାତ! ଆସିଲା ସାଂଘାତିକ ଅଭିଯୋଗ

ପାଟନା,୨୦।୬: ନିଟ୍‌ ପେପର୍‌ ଲିକ୍‌ର ମାଷ୍ଟରମାଇଣ୍ଡ ଅମିତ ଆନନ୍ଦ ପୋଲିସ ହେପାଜତରେ ଅଛନ୍ତି। ପୋଲିସ ନିକଟରେ ନିଜର ଅପରାଧ ସ୍ବୀକାର କରିବାବେଳେ ପରୀକ୍ଷର ଗୋଟିଏ ଦିନ ପୂର୍ବରୁ କାଗଜପତ୍ର ଲିକ ହୋଇଥିବା ସେ କହିଛନ୍ତି। ଏହା ବ୍ୟତୀତ ସେ ଅନ୍ୟାନ୍ୟ...

ନିଟ ଅନିୟମିତତା: ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର, ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୨୦।୬: ନିଟ ଏବଂ ୟୁଜିସି-ନେଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ ଦେଶ ଉଠୁଛି ପଡୁଛି। ଏହାକୁ ନେଇ ଗୁରୁବାର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରିଛନ୍ତି ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI। ନୂଆଦିଲ୍ଲୀ ସ୍ଥିତ ବାସଭବନ ଆଗରେ...

ଏମିତି ଲୋକଙ୍କୁ ମିଳିବନି ରାଶନ! ମୋଦିଙ୍କୁ ଅପିଲ୍‌ କଲେ ଭାଜପା ନେତା

ମୁମ୍ବାଇ,୨୦।୬: ମହାରାଷ୍ଟ୍ରରେ ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ଫଳାଫଳ ପରେ ଭାଜପା ମନ୍ଥନ ଆରମ୍ଭ କରିଛି। ମହାରାଷ୍ଟ୍ର ଭାଜପାର ଉତ୍ତର ଭାରତୀୟ ମୋର୍ଚ୍ଚା ଉପାଧ୍ୟକ୍ଷ ଅର୍ଜୁନ ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। କେବଳ ଭୋଟ ଦେଇଥିବା...

ରାଜଭବନ ପୋଲିସ ସହ ମୁଁ ଅସୁରକ୍ଷିତ, ଚାଞ୍ଚଲ୍ୟକର ଅଭିଯୋଗ ଆଣିଲେ ରାଜ୍ୟପାଳ

କୋଲକାତା,୨୦।୬: ପଶ୍ଚିମବଙ୍ଗର ରାଜ୍ୟପାଳ ସି.ଭି. ବୋଷ ନିକଟରେ ରାଜଭବନ ପରିସର ଖାଲି କରିବାକୁ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେବାର କିଛି ଦିନ ପରେ ଏକ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ତେବେ ରାଜ୍ୟପାଳ ଭବନରେ ଏବେ ବି ପୋଲିସ ନିୟୋଜିତ ଥିବା...

ନାଟକରେ ଭଗବାନ ରାମ-ସୀତାଙ୍କ ଅପମାନ କରିଥିଲେ ଆଇଆଇଟି ବମ୍ବେର ଛାତ୍ର, ନିଆଗଲା ବଡ଼ କାର୍ଯ୍ୟାନୁଷ୍ଠାନ

ବମ୍ବେ,୨୦।୬: ଆଇଆଇଟି ବମ୍ବେର ଓପନ ଏୟାର ଥିଏଟରରେ ନାଟକ ସମୟରେ ଭଗବାନ ରାମ ଏବଂ ଦେବୀ ସୀତାଙ୍କ ଅପମାନ କରାଯାଇଥିବା ମାମଲା ସାମ୍ନାକୁ ଆସିଛି। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଛାତ୍ରମାନଙ୍କ ଉପରେ ୧.୨ ଲକ୍ଷ ଟଙ୍କାର ଜରିମାନା ଲଗାଯାଇଛି।...

ନୀତୀଶ ସରକାରଙ୍କୁ ପାଟନା ହାଇକୋର୍ଟଙ୍କ ଝଟ୍‌କା

ପାଟନା,୨୦ା୬: ପାଟନା ହାଇକୋର୍ଟ ନୀତୀଶ ସରକାରଙ୍କୁ ଏକ ଝଟ୍‌କା ଦେଇଛନ୍ତି। ଇବିସି, ଏସ୍‌ସି, ଏବଂ ଏସ୍‌ଟି ପାଇଁ ୬୫% ସଂରକ୍ଷଣକୁ ରଦ୍ଦ କରିଦିଆଯାଇଛି। ପାଟନା ହାଇକୋର୍ଟ ବିହାର ସଂରକ୍ଷଣ ସମ୍ବନ୍ଧୀୟ ଆଇନକୁ ବାତିଲ କରିଛନ୍ତି। ବିହାର ସରକାର ପଛୁଆ ବର୍ଗ,...

ପାକିସ୍ତାନକୁ ପାନେ ଦେବାକୁ ଡୋଭାଲଙ୍କ ‘ପିଓକେ ମିଶନ’ ଆରମ୍ଭ

ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀ ମୋଦି ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଅଜିତ ଡୋଭାଲ ପୁଣି ଥରେ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଭାବରେ ନିଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ପାକିସ୍ତାନରେ ଏହି ପ୍ରସଙ୍ଗରେ ଆଲୋଚନା ତୀବ୍ର ହୋଇଛି।...

ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କଲେ ସରକାର

ରାଞ୍ଚି,୨୦।୬: ଝାଡଖଣ୍ଡର ସୋରେନ ସରକାର ରାଜ୍ୟରେ ଜାତିଭିତ୍ତିସର୍ଭେ କରିବେ। ବୁଧବାର ସିଏମ ଚମ୍ପାଇ ସୋରେନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଝାଡଖଣ୍ଡର କାର୍ଯ୍ୟନିର୍ବାହୀ ନିୟମରେ ସଂଶୋଧନ କରି ଜାତି ସର୍ବେକ୍ଷଣର ଦାୟିତ୍ୱ କର୍ମଚାରୀ ଏବଂ...

ରାହୁଲଙ୍କୁ ତେଜସ୍ବୀ ଲଞ୍ଚରେ ଦେବେ ରୋହି ଝୋଳ, ବାର୍ଥ ଡେ’ ରେ ହୋଇଗଲା ଡିଲ୍‌ ପକ୍କା

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜର ୫୪ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସବୁଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ତେବେ ତାଙ୍କ ଜନ୍ମଦିନ ଉପଲକ୍ଷେ ଆରଜେଡି ନେତା ସ ପୂର୍ବ ଡେପୁଟି ସିଏମ ତେଜସ୍ବୀ ଯାଦବ...

ପୁଣି ବଢିଲା ଭାଜପାର ମୁଣ୍ଡବିନ୍ଧା: ବିରୋଧୀଙ୍କୁ ବୁଝାଇବାକୁ ବାଧ୍ୟ

ନୂଆଦିଲ୍ଲୀ,୨୦।୬: ଲୋକ ସଭା ବାଚସ୍ପତି ପ୍ରସଙ୍ଗରେ ଏନଡିଏ ଧ୍‌ମଧ୍ୟରେ ଭାଜପା ପ୍ରାୟ ଏକ ସହମତି ହାସଲ କରିଛି। ଭାଜପା ପ୍ରାର୍ଥୀ ସହଯୋଗୀମାନଙ୍କଠାରୁ ସମ୍ପୂର୍ଣ୍ଣ ସମର୍ଥନ ପାଇଛନ୍ତି। ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପ୍ରସଙ୍ଗରେ ବିରୋଧୀଙ୍କ ସହ ସହମତି...

୩୩୦୦ କୋଟି ଟଙ୍କାର ଉପହାର ଦେବେ ମୋଦି

ନୂଆଦିଲ୍ଲୀ,୨୦।୬: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ଯୋଗ ଦିବସରେ ପ୍ରଥମ ଗସ୍ତରେ ଜମ୍ମୁ କଶ୍ମୀରକୁ ୩୩୦୦ କୋଟି ଟଙ୍କା ଉପହାର ଦେବେ। ଏହା ସହିତ ସରକାରୀ ସେବା ପାଇଁ ୨୦୦୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି...

ନିଟ୍‌ ଅନିୟମିତତା ମାମଲା: ପେପର୍‌ ଲିକ୍‌ ହୋଇଥିବା ମାନିଲେ ପରିକ୍ଷାର୍ଥୀ

ନୂଆଦିଲ୍ଲୀ,୨୦।୬: ନିଟ୍‌ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ୍‌ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପ୍ରଶ୍ନପତ୍ର ଲିକ୍‌ ନେଇ ବଡ଼ ଖୁଲାସା କରିଛନ୍ତି। ସେ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ସ୍ବୀକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri