ଜାତୀୟ

ରାଜନୀତିରେ ସରକାରଙ୍କ ଫୋକସ୍‌, ବିଗୁଡୁଛି ଅର୍ଥ ବ୍ୟବସ୍ଥା: ରଘୁରାମ ରାଜନ

ନୂଆଦିଲ୍ଲୀ,୨୯।୨: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି ବର୍ତ୍ତମାନ ସରକାର ରାଜନୀତି ଉପରେ ଫୋକସ କରୁଛନ୍ତି। ଏହାସହ ସାମାଜିକ ଏଜେଣ୍ଡାକୁ ପୂରଣ କରିବାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଫଳରେ ଦେଶର ଅର୍ଥନୀତି ବିଗିଡିବାରେ ଲାଗିଛି। ଯଦି ସରକାର...

ପରମବୀର ହେଲେ ମୁମ୍ବାଇର ନୂଆ ପୋଲିସ କମିଶନର

ମୁମ୍ବାଇ,୨୯।୨: ମହାରାଷ୍ଟ୍ରର ଆଣ୍ଟି କରପଶନ୍‌ ବ୍ୟୁରୋ (ଏସିବି)ର ମୁଖ୍ୟ ପରମବୀର ସିଂହଙ୍କୁ ମହାରାଷ୍ଟ୍ର ସରକାର ମୁମ୍ବାଇର ନୂଆ ପୋଲିସ କମିଶନର ଭାବେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନର ପୋଲିସ କମିଶନର ସଞ୍ଜୟ ବାର୍ଭେଙ୍କ ସ୍ଥାନ ନେବେ ପରମବୀର। ୧୯୮୮ ବ୍ୟାଚ୍‌ର ଆଇପିଏସ୍‌...

ସମସ୍ତଙ୍କୁ ମିଳିବ ନ୍ୟାୟ: ମୋଦି

ନୂଆଦିଲ୍ଲୀ,୨୯।୨: ଦେଶରେ ଭାଜପା ସରକାର ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ଆଧାରରେ ଶାସନ ଜାରି ରଖିଛି। ଏହା ଅନ୍ତର୍ଗତ ସମାଜର ସମସ୍ତ ଜନସାଧାରଣଙ୍କୁ ନ୍ୟାୟ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଉତ୍ତରପ୍ରଦେଶ ପ୍ରୟାଗରାଜରେ ଏକ...

ଗୋଏୟାର ବିମାନରେ ପାରା: ୩୦ ମିନିଟ୍‌ ବିଳମ୍ବରେ ଉଡ଼ାଣ ଆରମ୍ଭ

ନୂଆଦିଲ୍ଲୀ,୨୯।୨: ଗୋଏୟାର ବିମାନରେ ଏକ ପାରା ପଶିଯିବାରୁ ଉଡ଼ାଣରେ ୩୦ ମିନିଟ୍‌ ବିଳମ୍ବ ଘଟିଛି। ଅହମଦାବାଦରୁ ଜୟପୁର ଉଡ଼ାଣ କରୁଥିବା ଗୋଏୟାରର ଜି-୮୭୦୨ ବିମାନ ଭିତରେ ପାରା ଉଡ଼ି ବୁଲୁଥିବା ଯାତ୍ରୀମାନେ ଦେଖିବାକୁ ପାଇଥିଲେ। ପାରା ବିାମନ ଭିତରେ ଥିବା...

ଏସିପି ବଖାଣିଲେ ଦିଲ୍ଲୀ ହିଂସାର ଲୋମଟାଙ୍କୁରା କାହାଣୀ

ନୂଆଦିଲ୍ଲୀ, ୨୯।୨: ଗତ କିଛି ଦିନ ହେଲା ଦେଶର ରାଜଧାନୀ ଅଶାନ୍ତି ରହିଥିବା ବେଳେ ୫ଦିନ ପରେ ଦିଲ୍ଲୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମଳିଛି। ସାମ୍ପ୍ରଦାୟିକ ହିଂସାରେ ପ୍ରାୟ ୪୩ ଜଣଙ୍କର ଜୀବନ ଯାଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି।...

ରାଜଧର୍ମ ରାଜନୀତି: ଅଟଳଙ୍କ କଥା ଶୁଣି ନ ଥିବା ମୋଦି ଆମକୁ କାହିଁକି ମାନିବେ କହିଲେ ଶିବଲ

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହୋଇଥିବା ଭିଡ଼ହିଂସା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ଘେରିବାରେ ଲାଗିଛନ୍ତି। ମୋଦିଙ୍କ ରାଜଧର୍ମ ନେଇ ଏବେ ରାଜନୀତି ଜାରି ରହିଛି। ୨୦୦୨ରେ ଗୁଜରାଟ ଦଙ୍ଗା ସମୟରେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ମୋଦିଙ୍କୁ...

ଦିଲ୍ଲୀ ଦଙ୍ଗା: ହ୍ବାଟସ୍‌ ଆପ୍‌ ଉପରେ କଡା ନଜର

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ପରେ ଏବେ ସ୍ଥିତି ସାମାନ୍ୟ ହେବାରେ ଲାଗିଛି। ଏହାପରେ ବି କିଛି ସ୍ଥାନରେ ଚାପା ଉତ୍ତେଜନା ଲାଗି ରହିଛି। ଏବେସୁଦ୍ଧା ଏହି ଦଙ୍ଗାରେ ୪୩ ଜଣଙ୍କ ମୃତ୍ୟୁ ହୋଇଥିବା...

ସିଏଏ ହିଂସା: ଶିଲଂରେ କର୍ଫ୍ୟୁ, ୬ ଜିଲାରେ ଇଣ୍ଟରନେଟ୍‌ ସେବା ବନ୍ଦ

ଶିଲଂ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ କେତେକ ସ୍ଥାନରେ ସମର୍ଥନ ମଧ୍ୟ କରାଯାଉଛି। ଶନିବାର ମେଘାଳୟରେ ଏହାକୁ ନେଇ ନୂଆ ଘଟଣା ସାମ୍ନାକୁ ଆସିଛି। ଏଠାରେ ସିଏଏକୁ ନେଇ ଖାସି...

ଭିଡ଼ ହିଂସାରେ ଜଳିଗଲା ନିରୀହ ଜୀବନ: ୪୩ ମୃତଦେହ ମଧ୍ୟରୁ ୩୦ ଚିହ୍ନଟ

ନୂଆଦିଲ୍ଲୀ,୨୯।୨: ଦିଲ୍ଲୀରେ ଘଟିଥିବା ଭିଡ ହିଂସାରେ ବହୁ ନିରୀହ ଜୀବନ  ଜଳି ଯାଇଛି। ସେମାନେ ସିଏଏର ସମର୍ଥକ ଅବା ବିରୋଧି ନ ଥିଲେ। କିମ୍ବା ଦଙ୍ଗାରେ ବି ନ ଥିଲେ ସାମିଲ। ପୋଡ଼ାଜଳା ବି କରୁ ନ ଥିଲେ। ସିଏଏ...

ପ୍ରୟାଗରାଜରେ ପୁଣି ହେବ ଓ୍ବାର୍ଲଡ ରେକର୍ଡ

ଲକ୍ଷ୍ନୌ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବାଗତ କରିଛନ୍ତି। ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ...

ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ

ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍‌ ଇନ୍‌ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର ସାହବଗଞ୍ଜ୍‌ ବାସିନ୍ଦା ଲାଲ୍‌ ମୋହିତ ଗୋଏଙ୍କା। ମୋହିତଙ୍କ ଏହି ସଫଳତା ନେଇ ପିତା...

ମୋ ସହ ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି: ଆଜମ

ରାମପୁର,୨୯।୨: ଭୁଲ ତଥ୍ୟ ଦେଇଥିବା ମାମଲାରେ ଉତ୍ତର ପ୍ରଦେଶର ସୀତାପୁର ଜେଲରେ ବନ୍ଦଥିବା ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାର ଉପରେ ବଡ ଅଭିଯୋଗ ଆଣିଛନ୍ତି। ପୂର୍ବତନ କ୍ୟାବିନେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri