ଜାତୀୟ

୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରୁ ମିଳିଲା ୧୪ ମୃତଦେହ

ନୂଆଦିଲ୍ଲୀ, ୧୯।୬: ରାଜଧାନୀ ଦିଲ୍ଲୀର ନୋଇଡ଼ା ଅଞ୍ଚଳରୁ ୧୪ଟି ମୃତଦେହ ମିଳିଛି । ସନ୍ଦିଗ୍ଧ ଅବସ୍ଥାରେ ବିଭିନ୍ନ ସ୍ଥାନରୁ ଏହି ମୃତଦେହଗୁଡ଼ିକ ମିଳିଛି । ଲୁ ଏବଂ ହିଟ୍‌ୱେଭ୍‌ କାରଣରୁ ଏମାନଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । କିନ୍ତୁ...

ସଂସଦରେ ଛୁଇଁଲେ ପାଦ, ଏବେ ମୋଦିଙ୍କ ଆଙ୍ଗୁଠିରେ କ’ଣ ଦେଖୁଛନ୍ତି ନୀତୀଶ… ଭିଡିଓ ଭାଇରାଲ

ନାଳନ୍ଦା,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଐତିହାସିକ ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ମନ ଭରି ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ଦେଖିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ତୃତୀୟ ଥର...

ବ୍ଲକ୍‌ ହେବ ୩୦ ହଜାରରୁ ଅଧିକ ମୋବାଇଲ ନମ଼୍ବର

ନୂଆଦିଲ୍ଲୀ, ୧୯।୬: ଅନ୍‌ଲାଇନ୍‌ ସହ ବିଭିନ୍ନ ଉପାୟରେ ଲୋକଙ୍କୁ ଠକିବାକୁ ଡିଜିଟାଲ୍‌ ଠକମାନେ ଲାଗିପଡ଼ିଛନ୍ତି । ପାର୍ସଲ ଠାରୁ ଆରମ୍ଭ କରି ବିଜୁଳି ବିଲ୍‌ ପର୍ଯ୍ୟନ୍ତ ସମସ୍ତ ଉପାୟ ପ୍ରୟୋଗ କରି ଲୋକଙ୍କୁ ଠକି ପଇସା ଲୁଟୁଛନ୍ତି । ବିଜୁଳି...

‘ଏକ କି ଦୁଇ ନୁହେଁ ୪ ସନ୍ତାନ ହେଲେ ଭଲ’, ଆରଏସଏସ ନେତାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୧୯।୬: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନ(ଆରଏସଏସ) ର ନେତାମାନେ ସେମାନଙ୍କ ବୟାନକୁ ନେଇ ଆଜିକାଲି ହେଡଲାଇନରେ ରହିଛନ୍ତି। ପୁଣି ଥରେ ଜଣେ ଆରଏସଏସ ନେତା ଏପରି ବୟାନ ଦେଇଛନ୍ତି, ଯାହା ଜାଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ଆରଏସଏସ ପ୍ରଚାରକ ସତୀଶ...

କେଜରିଓ୍ବାଲଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ ଶେଷ ହେଉନାହିଁ। ସଦ୍ୟତମ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ଭିଡିଓ...

ଆଇସକ୍ରିମ୍‌ରୁ ବାହାରିଥିବା କଟା ଆଙ୍ଗୁଠି କାହାର ଥିଲା? ମୁମ୍ବାଇ ପୋଲିସ କଲା ଖୁଲାସା

ମୁମ୍ବାଇ: ମହାରାଷ୍ଟ୍ରର ମୁମ୍ବାଇରେ ଜୁନ ୧୩ରେ ଆଇସ୍‌କ୍ରିମରୁ ମଣିଷର କଟା ଆଙ୍ଗୁଠି ବାହାରିବା ଘଟଣା ସାମ୍ନାକୁ ଆସିଥିଲା। ଏହା ଅନେକଙ୍କୁ ଚକିତ କରିଥିବା ବେଳେ ପୋଲିସ ଛାନଭିନ କରିଥିଲା। ଶେଷରେ ଏଭଳି ଦାୟିତ୍ୱହୀନତା କାହାର ତାହା ଜଣାପଡ଼ିଛି। ବାଲ୍‌କୋ କମ୍ପାନୀର...

ବିରୋଧୀଙ୍କୁ ଚକ୍‌ମା ଦେଲା ଟିଡିପି: ଫସରଫାଟିଲା ରଣନୀତି

ନୂଆଦିଲ୍ଲୀ,୧୯।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଆଶାବାଦୀ ଥିଲେ ଯେ ସରକାରଙ୍କ ସବୁଠୁ ବଡ ସହଯୋଗୀ ଟିଡିପି ବାଚସ୍ପତି ପଦବୀ ପାଇଁ ଦାବି କରିବେ। ବାଚସ୍ପତି ପଦ ପାଇଁ ନିର୍ବାଚନ ପ୍ରସଙ୍ଗରେ ଶାସକ ଏନଡିଏରେ ଅସନ୍ତୋଷର ସ୍ବର ଆଗକୁ ଆସିବାକୁ ବିରୋଧୀ...

ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି

ନୂଆଦିଲ୍ଲୀ, ୧୯।୬: ଅଯୋଧ୍ୟା ରାମ ମନ୍ଦିରର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି । ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ...

ଯେ କୌଣସି ସମୟରେ ଭାଙ୍ଗି ପାରେ ମୋଦି ସରକାର, ତାଙ୍କର ଅନେକ ନେତା ରହିଛନ୍ତି ଆମ ସମ୍ପପର୍କରେ: ରାହୁଲ

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ବିଦେଶୀ ଗଣମାଧ୍ୟମ ସହିତ କଥାବାର୍ତ୍ତା କରୁଥିବାବେଳେ ଏକ ଛୋଟ ଭୁଲ ଯୋଗୁଁ ମୋଦି ସରକାର ଭାଙ୍ଗିଯାଇ ପାରନ୍ତି ବୋଲି ଦାବି କରିଛନ୍ତି। ସେ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପାକୁ ଛୋଟ...

ପ୍ରବଳ ବର୍ଷା, ୨୬ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୯।୬: ଭାରତର କିଛି ରାଜ୍ୟରେ ହିଟ୍‌ୱେଭ୍‌ ଜାରି ରହିଥିବା ବେଳେ ଆଉ ଏକ ରାଜ୍ୟରେ ଲାଗି ରହିଥିବା ବର୍ଷା ସରକାରଙ୍କ ଚିନ୍ତା ବଢ଼ାଇଛି । ଆସାମରେ ମୁଶଳଧାରାରେ ବର୍ଷା ହେବା କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।...

ଏହିକଥା ପାଇଁ ପିଲାଦିନେ ମାଆଙ୍କୁ ବିରକ୍ତି କରାଉଥିଲେ ରାହୁଲ, ଜେଲ୍‌ରେ ଥାଇ ନେହେରୁ ଦେଇଥିଲେ ନାଁ, ଜାଣନ୍ତୁ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ….

ନୂଆଦିଲ୍ଲୀ,୧୯।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଦଳର ଏମପି ରାହୁଲ ଗାନ୍ଧୀଙ୍କ ଆଜି ଜନ୍ମଦିନ। ସେ ୫୪ ବର୍ଷ ବୟସରେ ପାଦ ଥାପିଛନ୍ତି। ୧୯୭୦ ଜୁନ ୧୯ରେ ରାଜୀବ ଗାନ୍ଧୀ ଓ ସୋନିଆଙ୍କ କୋଳକୁ ଆସିଥିଲେ ରାହୁଲ। ଏବେ ଜାତୀୟ...

କାର୍ଯ୍ୟକ୍ରମ ସୂଚୀ ବାହାରକୁ ଯାଇ ସିଗରା ଷ୍ଟାଡିୟମ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୧୯।୬: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସଂସଦ ନିର୍ବାଚନମଣ୍ଡଳୀ ବାରାଣାସୀ ଗସ୍ତରେ ଥିଲେ। କାଶୀ ବିଶ୍ୱନାଥ ମନ୍ଦିରରେ ପୂଜା କରିବା ପରେ ପ୍ରଧାନମନ୍ତ୍ରୀ ବନାରସ ରେଳ ଇଞ୍ଜିନ କାରଖାନା (BLW) ର ଗେଷ୍ଟ ହାଉସରେ ରାତ୍ରିଯାପନ କରିଥିଲେ। ଗେଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri