ଜାତୀୟ

ଟୁଥ୍‌ପିକ୍‌ରେ ଜାତୀୟ ପତାକା ତିଆରି କଲେ ଶିକ୍ଷକ

ଅମୃତସର,୨୩।୧: ପଞ୍ଜାବ ଅମୃତସରର ସରକାରୀ ଶିକ୍ଷକ ବଲଜିନ୍ଦର ସିଂ ଟୁଥ୍‌ପିକ୍‌ ବ୍ୟବହାର କରି ଜାତୀୟ ପତାକା ତିଆରି କରିଥିବା କହିଛନ୍ତି। ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ଏହାକୁ ତିଆରି କରିଥିବା କୁହନ୍ତି। ଏଥିପାଇଁ ସେ ୭୧,୦୦୦ଟି ଟୁଥ୍‌ପିକ୍‌ ବ୍ୟବହାର କରିଛନ୍ତି।...

କୁକୁର ମୃତ୍ୟୁରେ ୧୩ ଦିନ କ୍ରିୟାକର୍ମ କଲେ ମାଲିକ

ମୁଜାଫର୍‌ନଗର(ଉତ୍ତର ପ୍ରଦେଶ): ସେ କେବଳ ଏକ ପାଳିତ କୁକୁର ନ ଥିଲା, ଆମ ପରିବାର ସଦସ୍ୟ ଥିଲା। ତେଣୁ ପରିବାରର ଜଣେ ସଦସ୍ୟଙ୍କ ପାଇଁ ଯାହା କରିଥାନ୍ତୁ, ତାହା କାଳୁ(ପାଳିତ କୁକୁର)ପାଇଁ କରିଛୁ। ଉତ୍ତର ପ୍ରଦେଶର ମୁଜାଫର୍‌ନଗର ଅଞ୍ଚଳର ଡା....

ପୂର୍ବତନ କ୍ରିକେଟର୍‌ ମହମ୍ମଦ ଆଜାରୁଦ୍ଦିନ ବିରୋଧରେ ମାମଲା

ପୁଣେ,୨୩।୧: ପୂର୍ବତନ କ୍ରିକେଟର ମହମ୍ମଦ ଆଜାରୁଦ୍ଦିନଙ୍କ ସମେତ ୩ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି। ୨୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଏକ ଟ୍ରାଭେଲ ଏଜେନ୍ସି ସେମାନଙ୍କ ନାଁରେ ଔରଙ୍ଗାବାଦ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏବେ ଏହି...

ପବନ ବର୍ମାଙ୍କ ଉପରେ ବର୍ଷିଲେ ନୀତୀଶ

ପାଟନା,୨୩।୧: ବିହାର ମୁଖ୍ୟମନ୍ତ୍ରୀ ତଥା ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ଅଧ୍ୟକ୍ଷ ନୀତୀଶ କୁମାର ପାର୍ଟି ନେତା ପବନ ବର୍ମାଙ୍କ ଉପରେ ବର୍ଷିଛନ୍ତି। ପବନଙ୍କ ଚିଠିର ଉତ୍ତରରେ ନୀତୀଶ କଡା ଜବାବ ଦେଇଛନ୍ତି। ଗୁରୁବାର ସେ କହିଛନ୍ତି ପବନ ଯେଉଁ ଦଳରେ...

ନିର୍ଭୟା ମାମଲାର ଦୋଷୀଙ୍କୁ ପଚରା ଗଲା ଶେଷ ଇଚ୍ଛା!

ନୂଆଦିଲ୍ଲୀ,୨୩।୧: ନିର୍ଭୟା ଗଣ ବଳାତ୍କାରର ୪ ଦୋଷୀଙ୍କୁ ଫାଶୀ ଦେବାର ସମୟ ପାଖେଇ ଆସୁଥିବା ବେଳେ ଏହାକୁ ନେଇ ବିଭିନ୍ନ ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଜଣାପଡିଛି। ଏମାନଙ୍କ ଶେଷ ଇଚ୍ଛା ସମ୍ପର୍କରେ ଜେଲ ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇ...

୧୫ ଲକ୍ଷ ଟଙ୍କା କାର୍‌ରେ ଆସି ୧୫୦ ଟଙ୍କାର ଫୁଲ କୁଣ୍ଡ ଚୋରି କଲେ ବ୍ୟକ୍ତି

ଲକ୍ଷ୍ନୌ,୨୩।୧: ଉତ୍ତର ପ୍ରଦେଶ ନୋଏଡାର ସେକ୍ଟର ୪୧ରେ ଏକ ଆଶ୍ଚର୍ଯ୍ୟ କଲାଭଳି ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ୧୫ ଲକ୍ଷ ଟଙ୍କାର ଏକ କାର୍‌ ଚଲାଇ ଆସିବା ପରେ ପ୍ରାୟ ୧୫୦ଟଙ୍କାର ୨ଟି ଫୁଲକୁଣ୍ଡ ଚୋରି କରିବାର ଦୃଶ୍ୟ...

ବାଲ ଠାକରେଙ୍କୁ ମନେପକାଇଲେ ଫଡନବିସ

ମୁମ୍ବାଇ,୨୩।୧: ଶିବସେନାର ପ୍ରତିଷ୍ଠାତା ବାଲ ଠାକରେଙ୍କ ୯୪ତମ ଜନ୍ମ ଜୟନ୍ତିରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଟୁଟଇ୍‌ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ତାଙ୍କ ଟୁଇଟରରେ ଲେଖିଛନ୍ତି, ବାଲ ସାହେବ କଠୋର ସତ, ହେଲେ ତାଙ୍କର...

ନିର୍ଭୟା ବଳାତ୍କାରୀଙ୍କ ସହ ୪ ଦିନ ଜେଲରେ ରୁହନ୍ତୁ ଇନ୍ଦିରା ଜୟସିଂ: କଙ୍ଗନା

ମୁମ୍ବାଇ,୨୩।୧: ବଲିଉଡ୍‌ର ‘ପଙ୍ଗା’ ଅଭିନେତ୍ରୀ କଙ୍ଗନା ରାନାଓ୍ବତ କିଛି କା କିଛି ବିବାଦୀୟ ବୟାନ ଦେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। ଏଥର ସେ ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଉପରେ ସେମିତି ଏକ ବିବାଦୀୟ ବୟାନ ଦେଇଛନ୍ତି।...

ଇମ୍ଫାଲରେ ଆଇଇଡି ବିସ୍ଫୋରଣ

ଇମ୍ଫାଲ,୨୩।୧: ମଣିପୁରର ରାଜଧାନୀ ଇମ୍ଫାଲର ନାଗମପାଲ ରିମ୍ସ ରୋଡରେ ଗୁରୁବାର ସକାଳେ ଏକ ଆଇଇଡି ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ଖବରପାଇ ସୁରକ୍ଷା କର୍ମୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।...

ଦେଶ ସ୍ବାଧୀନତା ପାଇଁ ଏଭଳି ପଦବୀ ଛାଡିଥିଲେ ନେତାଜୀ

ସାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ ଓଡ଼ିଶାର କଟକ ସହରଠାରେ ଜନ୍ମ ନେଇଥିଲେ। ତାଙ୍କ ପିତା ଥିଲେ ଜଣେ ଆଇନଜୀବୀ। ଚଉଦ ଭାଇଭଉଣୀଙ୍କ ମଧ୍ୟରୁ ସେ ଥିଲେ ନବମ। ଅନ୍ୟ ଭଉଣୀଭାଇଙ୍କ...

ନେତାଜୀଙ୍କ ବୀରତ୍ୱକୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୨୩।୧: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ତାଙ୍କର ବୀରତ୍ୱ ଓ ଉପନିଷବାଦକୁ ଭାରତ ସବୁବେଳେ ମନେ ପକାଇବ ବୋଲି ମୋଦି ଟୁଇଟ୍‌ କରି କହିଛନ୍ତି।...

କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତାର ସ୍ଥାନ ନାହିଁ

ନୂଆଦିଲ୍ଲୀ,୨୩ା୧(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିବାବେଳେ ଏହାର ସମାଧାନ ଦିଗରେ ଭାରତ ଓ ପାକିସ୍ତାନକୁ ସହାୟତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରସ୍ତାବ ଦେଇଥିବାବେଳେ ନୂଆଦିଲ୍ଲୀ ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଛି। କଶ୍ମୀର ଭାରତ ଓ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri