ଜାତୀୟ

ଟିକେଟ୍‌ ବଣ୍ଟାକୁ ନେଇ ଭାଜପା କାର୍ଯ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ଏବେ ସବୁ ଦଳର ଆଶାୟୀ ପ୍ରାର୍ଥୀଙ୍କ ସଂଖ୍ୟା ବଢିଚାଲିଛି। ନିକଟରେ ଟିକେଟ୍‌ ବଣ୍ଟାକୁ ନେଇ କଂଗ୍ରେସ ସୋନିଆ ଗାନ୍ଧୀଙ୍କ ଘର ସାମ୍ନାରେ ବିରୋଧ ପ୍ରଦର୍ଶନ କରିଥିବା ବେଳେ ରବିବାର ଭାରତୀୟ ଜନତା...

ଶିରିଡି ବନ୍ଦ: ସୋମବାର ବୈଠକ ଡାକିଲେ ଉଦ୍ଧବ

ମୁମ୍ବାଇ,୧୯।୧: ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଦେଇଥିବା ବୟାନକୁ ବିରୋଧ କରି ରବିବାର ଶିରିଡି ବନ୍ଦ ପାଳନ କରାଯାଇଥିଲା। ଶିରିଡି ରାସ୍ତାରେ ନା ଚାଲିଥିବା ଗାଡି ମଟର ନା ଖୋଲା ଥିଲା ଦୋକାନ ବଜାର। ବନ୍ଦ...

ଜମ୍ମୁ-କଶ୍ମୀରରେ ଖରାପ ଫିଲ୍ମ ଦେଖିବା ପାଇଁ ବ୍ୟବହୃତ ହେଉଛି ଇଣ୍ଟରନେଟ୍‌: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୯।୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଥିଲା। ଏହା ଦ୍ୱାରା ସ୍ଥାନୀୟ ଅର୍ଥ ବ୍ୟବସ୍ଥା ଉପରେ କୌଣସି ପ୍ରଭାବ ପଡ଼ି ନ ଥିବା ନୀତି ଆୟୋଗ ସଦସ୍ୟ ଭିି.କେ. ସାରସ୍ବତ କହିଛନ୍ତି। ଏଠାରେ ଇଣ୍ଟରନେଟ୍‌ର...

ଦେଶର ଅର୍ଥ ବ୍ୟବସ୍ଥାକୁ ଖରାପ କରିବା ପାଇଁ ମଧ୍ୟ ବୁଦ୍ଧି ଆବଶ୍ୟକ: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୧୯।୧: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା ଜାରି ରହିଛି। ତେବେ ଭାଜପା ସଦସ୍ୟ ସୁବ୍ରମଣ୍ୟମ୍‌ ସ୍ବାମୀ ଦେଶରେ ଲାଗି ରହିଥିବା ଆର୍ଥିକ ମାନ୍ଦାବସ୍ଥା ନେଇ ସରକାରଙ୍କୁ ବ୍ୟଙ୍ଗ କରିଛନ୍ତି।...

୬ ବର୍ଷରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ: ଅର୍ଥମନ୍ତ୍ରୀ

ଚେନ୍ନାଇ,୧୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଚେନ୍ନାଇରେ ଏକ ସଭାରେ ଯୋଗଦେଇ ସେ କହିଛନ୍ତି ଯେ, ଗତ ୬ ବର୍ଷ ମଧ୍ୟରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପିର ‘କେଜରିଓ୍ବାଲ ଗ୍ୟାରେଣ୍ଟି କାର୍ଡ’

ନୂଆଦଲ୍ଲୀ,୧୯।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁଦଳ ପ୍ରସ୍ତୁତ ହେଉଛନ୍ତି। ଏଠାରେ ଶାସକ ଆମ ଆଦମୀ ପାର୍ଟି(ଏଏପି), ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଡା...

ସୂର୍ଯ୍ୟପରାଗ ଦେଖି ୧୫ ଶିଶୁଙ୍କ ଆଖି ଖରାପ

ଜୟପୁର,୧୯।୧: ଚଷମା ବିନା ଅଥବା ଅନ୍ୟ କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ ନ କରି ଖାଲି ଆଖିରେ ସୂର୍ଯ୍ୟ ପରାଗ ଦେଖିଥିବା ରାଜସ୍ଥାନର ପ୍ରାୟ ୧୫ଜଣ ଶିଶୁଙ୍କ ଆଖି ୭୦ ପ୍ରତିଶତ ଖରାପ ହୋଇଥିବା ସୂଚନା ମିଳିଛି। ଗତ ଡିସେମ୍ବର...

ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ଏନ୍‌ସିଆର୍‌ରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚିଛି ଆଇଏସ୍‌ଆଇ: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୯।୧: ଆଗକୁ ଗଣତନ୍ତ୍ର ଦିବସ। ଏହା ପୂର୍ବରୁ ଦିଲ୍ଲୀ ଏନ୍‌ସିଆର୍‌ରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଅଲ-ବଦ୍ର ଆତଙ୍କବାଦୀ ସଂଗଠନ ସହାୟତାରେ ଏଭଳି ଆକ୍ରମଣ କରିବା ଲାଗି ଆଇଏସ୍‌ଆଇ...

୮ ବର୍ଷରେ ୪୪ ଦୋଷୀଙ୍କ ୩୨ ରାଜକ୍ଷମା ଖାରଜ: ୩ଙ୍କୁ ଦିଆଯାଇଛି ଫାଶୀ

ନୂଆଦିଲ୍ଲୀ,୧୯।୧: ନିର୍ଭୟା ଦୋଷୀଙ୍କୁ ଫାଶୀ କେବେ ଦିଆଯିବ ସେ ନେଇ ସମ୍ପ୍ରତି ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ନିର୍ଭୟା ଦୋଷୀଙ୍କ ମଧ୍ୟରୁ ମୁକେଶ ସିଂଙ୍କ ରାଜକ୍ଷମା ଖାରଜ ହୋଇଛି। ତେବେ ଇତିମଧ୍ୟରେ ପଓ୍ବନ ଗୁପ୍ତା ମାମଲା ଦାଏର ସମୟରେ ସେ...

ଜଳ-ଜୀବନ-ସବୁଜିମା ସଚେତନତା: ତିଆରି ହେଲା ୧୬ ହଜାର ୪ଶହ ୪୩ କିମି ମାନବ ଶୃଙ୍ଖଳ

ପାଟନା,୧୯।୧: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସରକାରଙ୍କ ପକ୍ଷରୁ ରବିବାର ଏକ ନିଆରା କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ଜଳ-ଜୀବନ-ସବୁଜିମା ସମ୍ପର୍କିତ ସଚେତନତା, ମଦ୍ୟପାନ ତଥା ବାଲ୍ୟ ବିବାହକୁ ବିରୋଧ କରି ରାଜ୍ୟବ୍ୟାପି ୧୬ ହଜାର ୪ଶହ ୪୩ କିମି ମାନବ...

ମୁମ୍ବାଇ ମାରାଥନରେ ଭାଗ ନେଇଥିବା ପ୍ରତିଯୋଗୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ମୁମ୍ବାଇ,୧୯।୧: ରବିବାର ସକାଳେ ଡ୍ରିମ୍‌ ରନ୍‌ ମୁମ୍ବାଇ ମାରାଥନ ଆରମ୍ଭ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ପ୍ରତିଯୋଗୀ ଭାଗ ନେଇଥିଲେ। ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହର ସହ ଏଥିରେ ଦୌଡୁଥିବା ଦେଖାଯାଇଥିଲା। ଏହି ସମୟରେ ୬୪ ବର୍ଷୀୟ ଜଗାନନ ମାଲଜାଲକରଙ୍କ...

ର଼୍ୟାମ୍ପ୍‌ରେ ଚାଲିବେ କୁକୁର: ୪୦ ଦେଶୀ-ବିଦେଶୀ ପ୍ରଜାତି ହେବେ ସାମିଲ୍‌

ଜୟପୁର,୧୯।୧: ମଣିଷ ର଼୍ୟାମ୍ପ୍‌ରେ ଚାଲିବା ଜଣା ଅଛି ତେବେ କୁକୁର ଏପରି କରିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ରାଜସ୍ଥାନ ଜୟପୁରରେ ଏଭଳି ଏକ ନିଆରା ଶୋ ଆୟୋଜିତ ହେବାକୁ ଯାଉଛି। ସ୍ଥାନୀୟ ଦଶହରା ପଡ଼ିଆରେ ରାଜସ୍ଥାନ କେନଲ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri