ଜାତୀୟ

ନିମନ୍ତ୍ରଣ ପତ୍ରରେ ‘ସିଏଏ’କୁ ସମର୍ଥନ ଜଣାଇଲେ ବର

ନରସିଂପୁର,୧୮।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ କେତେକ ସ୍ଥାନରେ ଏହାକୁ ସମର୍ଥନ ମଧ୍ୟ କରାଯାଉଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ ଏହାକୁ ନେଇ ଚର୍ଚ୍ଚା ବି ଜୋର ଧରିଛି।...

ଇନ୍ଦିରା ଜୟସିଂ ମୋତେ ଉପଦେଶ ଦେବାକୁ କିଏ: ଆଶା ଦେବୀ

ନୂଆଦିଲ୍ଲୀ,୧୮।୧: ନିର୍ଭୟାଙ୍କ ମା’ ଆଶା ଦେବୀ ବରିଷ୍ଠ ଆଇନଜୀବି ଇନ୍ଦିରା ଜୟସିଂଙ୍କ ଉପଦେଶକୁ ନେଇ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ଆଶା ଦେବୀ କହିଛନ୍ତି ଇନ୍ଦିରା ମୋତେ ଉପଦେଶ ଦେବାକୁ କିଏ? ସାରା ଦେଶ ବଳାତ୍କାରୀଙ୍କୁ ଫାଶୀ ଖୁଣ୍ଟରେ ଝୁଲିବାକୁ ଚାହୁଁଥିବା...

ବିବାଦରେ ‘ବିଫ୍‌ ଫ୍ରାଏ’ ଟୁଇଟ୍‌

ଥିରୁଭାନନ୍ତପୁରମ୍‌,୧୮ା୧ (ପି.ଟି.): ମକର ସଂକ୍ରାନ୍ତି ଦିନ କେରଳ ପର୍ଯ୍ୟଟନ ବିଭାଗ ‘ବିଫ୍‌ ଫ୍ରାଏ’ ଟୁଇଟ୍‌ କରି ବିବାଦ ଘେରକୁ ଆସିଛି। ଏହାକୁ ନେଇ ବିବଦା ଉଠିବା ପରେ କାହାର ଧର୍ମୀୟ ଭାବନାକୁ ଆଘାତ ଦେବା ଉଦ୍ଦେଶ୍ୟ ନ ଥିଲା ବୋଲି...

ପାକ୍‌ ଉଚ୍ଚାୟୁକ୍ତଙ୍କୁ ସମନ

ନୂଆଦିଲ୍ଲୀ,୧୮ା୧(ଆଇଏଏନ୍‌ଏସ୍‌): ପାକିସ୍ତାନର ୩ ହିନ୍ଦୁ ଝିଅଙ୍କୁ ଅପହରଣ ମାମଲାରେ ନୂଆଦିଲ୍ଲୀରେ ଅବସ୍ଥାପିତ ପାକିସ୍ତାନ ଉଚ୍ଚାୟୁକ୍ତଙ୍କୁ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ସମନ୍‌ ଜାରି କରାଯାଇଛି। ସିନ୍ଧ୍‌ ପ୍ରଦେଶସ୍ଥିତ ଉମାର ଗ୍ରାମର ବାସିନ୍ଦା ଶାନ୍ତି ମେଘଓ୍ବାଡ଼ ଓ ସର୍ମୀ ମେଘଓ୍ବାଡ଼ଙ୍କୁ ଗତ...

୨୦ରେ ନଡ୍ଡା ହେବେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୮ା୧ (ପି.ଟି.): ଭାଜପା ଜାତୀୟ ଅଧ୍ୟକ୍ଷ ପଦ ଲାଗି ଜାନୁୟାରୀ ୨୦ରେ ନାମାଙ୍କନପତ୍ର ଦାଖଲ କରାଯିବ ଏବଂ ଆବଶ୍ୟକ ପଡ଼ିଲେ ତା ପରଦିନ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଦଳ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଭାଜପାର କାର୍ଯ୍ୟକାରୀ ସଭାପତି...

ସୌରଭ ଜେଇଇ ମେନ୍‌ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ,୧୮ା୧ (ପି.ଟି.): ଜାତୀୟ ପରୀକ୍ଷଣ ସଂସ୍ଥା (ଏନ୍‌ଟିଏ) ପକ୍ଷରୁ ଶୁକ୍ରବାର ରାତିରେ ଜେଇଇ ମେନ୍‌ ପରୀକ୍ଷା ୨୦୨୦ର ଫଳ ଘୋଷଣା କରାଯାଇଛି। ୯ ଜଣ ପ୍ରାର୍ଥୀ ୧୦୦ ପ୍ରତିଶତ ନମ୍ବର ରଖିଛନ୍ତି। ଏହି ପରୀକ୍ଷାରେ ସୌରଭ ସୌମ୍ୟକାନ୍ତ ଦାସ ୯୯.୯୯%...

ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି କାମାଥ, ଦାସଗୁପ୍ତା

ନୂଆଦିଲ୍ଲୀ,୧୮ା୧(ଆଇଏଏନ୍‌ଏସ୍‌): ବ୍ରିକ୍ସ ବ୍ୟାଙ୍କ ଅଧ୍ୟକ୍ଷ କେ.ଭି. କାମାଥ ଏବଂ ଭାଜପାର ରାଜ୍ୟ ସଭା ସଦସ୍ୟ ସ୍ବପନ ଦାସଗୁପ୍ତାଙ୍କୁ ଖୁବ୍‌ଶୀଘ୍ର କେନ୍ଦ୍ର କ୍ୟାବିନେଟରେ ସାମିଲ କରାଯାଇପାରେ। ଏହି ଦୁଇ ଟେକ୍ନୋକ୍ରାଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବ ବୋଲି...

୨୦୨୫ ସୁଦ୍ଧା ଭାରତକୁ ମିଳିବ ଏସ୍‌-୪୦୦ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ, ୧୮ା୧ (ପି.ଟି.): ଭାରତ ପାଇଁ ଏସ୍‌-୪୦୦ କ୍ଷେପଣାସ୍ତ୍ର ସିଷ୍ଟମ୍‌ ନିର୍ମାଣ ଆରମ୍ଭ କରିଛି ରୁଷିଆ। ୨୦୨୫ ସୁଦ୍ଧା ଏହା ଭାରତକୁ ମିଳିଯିବ ବୋଲି ରୁଷିଆ ମିଶନର ଉପମୁଖ୍ୟ ରୋମାନ ବାବୁସ୍କିନ୍‌ କହିଛନ୍ତି। ସେହିପରି ଭାରତ ପାଇଁ ବହୁମୁଖି ହାଲୁକା...

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଯିବ ପଞ୍ଜାବ

ଚଣ୍ଡିଗଡ଼,୧୭ା୧(ପି.ଟି.)-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପଞ୍ଜାବ ବିଧାନସଭାରେ ଶୁକ୍ରବାର ସଂକଳ୍ପ ଗୃହୀତ ହୋଇଛି। ଏଭଳି ସଂକଳ୍ପ ଗୃହୀତ କରାଇବାରେ କେରଳ ପରେ ପଞ୍ଜାବ ଦ୍ୱିତୀୟ ରାଜ୍ୟ। ବିଧାନସଭାରେ ୩ ଘଣ୍ଟାର ବିତର୍କ ପରେ ସିଏଏ ବିରୋଧରେ ସଂକଳ୍ପନାମା ଧ୍ୱନିମତରେ...

ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି କାମାଥ, ଦାସଗୁପ୍ତା

ନୂଆଦିଲ୍ଲୀ,୧୭ା୧(ଆଇଏଏନ୍‌ଏସ୍‌)- ବ୍ରିକ୍ସ ବ୍ୟାଙ୍କ ଅଧ୍ୟକ୍ଷ କେ.ଭି. କାମାଥ ଏବଂ ଭାଜପାର ରାଜ୍ୟ ସଭା ସଦସ୍ୟ ସ୍ବପନ ଦାସଗୁପ୍ତାଙ୍କୁ ଖୁବ୍‌ଶୀଘ୍ର କେନ୍ଦ୍ର କ୍ୟାବିନେଟରେ ସାମିଲ କରାଯାଇପାରେ। ଏହି ଦୁଇ ଟେକ୍ନୋକ୍ରାଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବ ବୋଲି...

ବଳାତ୍କାରୀଙ୍କୁ ୬ ମାସ ମଧ୍ୟରେ ମିଳିବ ଦଣ୍ଡ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ଏଣିକି ଏମିତି ସିଷ୍ଟମ ତିଆରି କରାଯିବ ଯେଉଁଥିରେ ବଳାତ୍କାରୀଙ୍କୁ ୬ ମାସ ମଧ୍ୟରେ ଦଣ୍ଡ ମିଳିବ ବୋଲି ଶୁକ୍ରବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ସୂଚନାଯୋଗ୍ୟ, ନିର୍ଭୟା ଗଣବଳାତ୍କାର ମାମଲାରେ ତାଙ୍କ ମା’ ଆଶା ଦେବୀ ଦିଲ୍ଲୀ...

ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କଲେ ପଓ୍ବନ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ଦୋଷୀ ପଓ୍ବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ(ଏସ୍‌ଏଲ୍‌ପି) ଦାଖଲ କରିଛନ୍ତି। ସେଥିରେ ସେ ଦର୍ଶାଇଛନ୍ତି କି ଘଟଣା ସମୟରେ ଅର୍ଥାତ୍‌ ୨୦୧୨ ମସିହାରେ ସେ ଜଣେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri