ଜାତୀୟ

୨୪ ଘଣ୍ଟାରେ ପପୁ ଯାଦବଙ୍କୁ କରାଯିବ ହତ୍ୟା, ପାକିସ୍ତାନରୁ ଆସିଛି କଲ

ପାଟନା,୩୦।୧୧: ଏକଦା ଶକ୍ତିଶାଳୀ ଥିବା ବିହାର ଏମପି ପପୁ ଯାଦବଙ୍କୁ ଏବେ ହତ୍ୟା ଧମକ ଦିଆଯାଉଛି। ଏହି ଧମକପୂର୍ଣ୍ଣ ବାର୍ତ୍ତା ପୁର୍ନିଆ ଏମପି ପପୁ ଯାଦବଙ୍କ ହ୍ବାଟସ ଆପ ନମ୍ବରରେ ଆସିଛି। ବାର୍ତ୍ତାରେ ଏହା ଲେଖା ଅଛି, ‘୨୪ ଘଣ୍ଟା...

ଇଣ୍ଡିଆ ମେଣ୍ଟକୁ ବଡ ଝଟ୍‌କା ଦେଲା କଂଗ୍ରେସ

ନୂଆଦିଲ୍ଲୀ,୩୦।୧୧: ହରିୟାଣା ଏବଂ ମହାରାଷ୍ଟ୍ରରେ ପରାଜୟର ସମ୍ମୁଖୀନ ହେବା ପରେ କଂଗ୍ରେସ ପୁଣି ଥରେ ନିର୍ବାଚନ ମୋଡରେ ଅଛି। ୨୦୨୫ ଆରମ୍ଭରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ପାଇଁ ପ୍ରାୟ ତିନି ମାସ ବାକି ଅଛି। ଏହି...

ସାମ୍ନାକୁ ଆସିଲା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହର ତାରିଖ, ଏପଟେ ଅଡି ବସିଛନ୍ତି ଶିନ୍ଦେ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନରେ ମହାୟୁତି ସହଯୋଗୀ ଦଳ ଜିତିଛି। ରାଜ୍ୟରେ ସର୍ବାଧିକ ୧୩୨ ଟି ଆସନ ଜିତିଛି ଭାଜପା। ବିପୁଳ ବିଜୟ ସତ୍ତ୍ୱେ ମହାୟୁତି ଏପର୍ଯ୍ୟନ୍ତ ସରକାର ଗଠନ କରିପାରି ନାହାଁନ୍ତି। ବିଗତ ଅନେକ ବର୍ଷ ମଧ୍ୟରେ ମହାରାଷ୍ଟ୍ର...

ଆଜି ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଉଡ଼ିବନି ବିମାନ

ଚେନ୍ନାଇ,୩୦ା୧୧: ଶନିବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ବିମାନ ଉଡ଼ାଣ ବନ୍ଦ ନେଇ ଘୋଷଣା କରାଯାଇଛି। ବାତ୍ୟା ‘ଫେଙ୍ଗାଲ’ ପାଇଁ ଚେନ୍ନାଇରେ ବିମାନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି। ଅପରାହ୍ନରେ ତାମିଲନାଡୁ-ପୁଡୁଚେରୀ ଉପକୂଳରେ ଲ୍ୟାଣ୍ଡଫଲ୍‌ କରିବ ଫେଙ୍ଗାଲ। ଏହା କରାଇକାଲ ମହାବଳିପୂରମ...

ତୀବ୍ର ହେଉଛି ବାତ୍ୟା ‘ଫେଙ୍ଗାଲ’: ପ୍ରବଳ ବର୍ଷା ସାଙ୍ଗକୁ ବହିବ ପବନ, ଆଇଏମ୍‌ଡି ଡିଜି କହିଲେ…

ନୂଆଦିଲ୍ଲୀ,୩୦ା୧୧: ବଙ୍ଗୋପସାଗରରେ ସାଇକ୍ଲୋନ୍‌ ଫେଙ୍ଗାଲ ତୀବ୍ର ହେବାରେ ଲାଗିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଗୁଜବକୁ ବିଶ୍ୱାସ ନ କରି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି...

ଆଦାନୀଙ୍କ ଆରେଷ୍ଟ ଓ୍ବାରେଣ୍ଟକୁ ନେଇ ମୁହଁ ଖୋଲିଲେ ସରକାର

ନୂଆଦିଲ୍ଲୀ,୩୦।୧୧:ଲାଞ୍ଚ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଜାରି ଆରେଷ୍ଟ ଓ୍ବାରେଣ୍ଟ ସମ୍ପର୍କରେ ଆମେରିକୀୟ ଅଧିକାରୀଙ୍କ ପକ୍ଷରୁ ଭାରତକୁ କୌଣସି ଅନୁରୋଧ ଆସିନାହିଁ। ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରି କୁହାଯାଇଛି, ଆମେରିକାରେ ଶିଳ୍ପପତି ଗୌତମ...

ନିର୍ବାଚନ ଫଳାଫଳ ପରେ କେତେଦିନ ଭିତରେ ମୁଖ୍ୟମନ୍ତ୍ରୀ ଘୋଷଣା ହେବା ଜରୁରୀ? ନହେଲେ ରାଜ୍ୟପାଳ ନେଇପାରନ୍ତି ଏହି ବଡ଼ ଆକ୍ସନ…

ନୂଆଦିଲ୍ଲୀ,୩୦।୧୧: ନିକଟରେ ଦୁଇ ରାଜ୍ୟରେ ନିର୍ବାଚନ ଶେଷ ହୋଇଛି। ମହାରାଷ୍ଟ୍ରରେ ଭାଜପା ବିସ୍ମୟକର ବିଜୟ ହାସଲ କରିଥିବାବେଳେ ଝାଡଖଣ୍ଡରେ ଜେଏମଏମ ଝଡ ସୃଷ୍ଟି କରି ପୁର୍ନବାର କ୍ଷମତାକୁ ଫେରିଛି। ତେବେ ଝାଡଖଣ୍ଡରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଶପଥ ନେଇ ସାରିଥିବାବେଳେ...

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଖାଇଲେ ଖାଣ୍ଟି ଓଡ଼ିଆ ଖାଦ୍ୟ, ଜହ୍ନି ଆଳୁ ରାଇଠୁ ଆରମ୍ଭ କରି…

ଭୁବନେଶ୍ୱର,୩୦ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆୟୋଜିତ ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ ଯୋଗ ଦେଇଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ରହଣି ସମୟରେ ସେ ପୂରା ଖାଣ୍ଟି ଓଡ଼ିଆ ଖାଦ୍ୟ ଖାଇଛନ୍ତି। ଏନେଇ ରାଜ୍ୟ ଭାଜପା...

ମହରାଷ୍ଟ୍ର ରାଜନୀତିରେ ବଡ଼ ବିସ୍ଫୋରଣ: ଶିନ୍ଦେ-ଫଡନ୍‌ଭିସ୍‌ କି ଅଜିତ୍‌ ପାଓ୍ବାର ନୁହଁନ୍ତି, ଏହି ହେବେ ଆଗାମୀ ମୁଖ୍ୟମନ୍ତ୍ରୀ!

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବାର ଏକ ସପ୍ତାହ ବିତିଗଲାଣି । ହେଲେ ମୁଖ୍ୟମନ୍ତ୍ରୀଙ୍କ ନାମ ଏ ପର୍ଯ୍ୟନ୍ତ ଚୟନ ହୋଇନାହିଁ। ଭାଜପାର ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଶିବସେନାର ଏକନାଥ ଶିନ୍ଦେ ଏହି ଦୌଡ଼ର ମୁଖ୍ୟ ନାମ, କିନ୍ତୁ...

କଠୋର ହୁଅନ୍ତୁ ଖାର୍ଗେ, ଉପଦେଶ ଦେଲେ ରାହୁଲ

ନୂଆଦିଲ୍ଲୀ,୩୦।୧୧: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସର ଶୀର୍ଷ ନେତାମାନେ ବିଚାରବିମର୍ଶ କରିଛନ୍ତି। କଂଗ୍ରେସ କାର୍ଯ୍ୟକାରିଣୀ କମିଟିରେ ସଂଗଠନ ବିଷୟରେ ଆଲୋଚନା ହୋଇଥିଲା ଏବଂ ନିର୍ବାଚନ ଆୟୋଗର ଭୂମିକା ଉପରେ ପ୍ରଶ୍ନ ଉଠିଥିଲା। ଇଭିଏମ ସମେତ...

ଅଚାନକ ବଦଳିବ ପାଗ, ଭୟଙ୍କର ରୂପ ନେଉଛି ବାତ୍ୟା ‘ଫେଙ୍ଗଲ’, ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୩୦।୧୧: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗଲ ଏକ ଭୟଙ୍କର ରୂପ ନେଇଛି ଏବଂ ପୁଡୁଚେରୀ ନିକଟ ଉପକୂଳରେ ଏହି ବାତ୍ୟା ଧକ୍କା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଉପକୂଳବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିପାରେ ଏବଂ...

ପାକିସ୍ତାନ ପାଇଁ ଗୁପ୍ତଚରଗିରି: ଭାରତୀୟ ଯୁବକ ଗିରଫ

ନୂଆଦିଲ୍ଲୀ,୩୦ା୧୧: ଗୁପ୍ତଚରଗିରି ଅଭିଯୋଗରେ ଭାରତୀୟ ନାଗରିକ ଦିନେଶ ଗୋହିଲଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଗିରଫ କରିଛି। ଭାରତୀୟ ତଟସୁରକ୍ଷା ଏବଂ ସାମୁଦ୍ରିକ ସୀମା ଅଭିଯାନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପାକିସ୍ତାନକୁ ପଠାଯାଉଥିବା ନେଇ ଗୋଇନ୍ଦା ଖବର ପାଇବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri