ଜାତୀୟ

ତୁଷାର ଝଡ଼: ୩ ଯବାନ ଶହୀଦ୍‌; ୫ ସାଧାରଣ ଲୋକଙ୍କ ମୃତ୍ୟୁ

ଶ୍ରୀନଗର,୧୪।୧: ଉତ୍ତର କଶ୍ମୀରରେ ଦୀର୍ଘ ୪୮ ଘଣ୍ଟା ଧରି ଜାରି ରହିଥିବା ତୁଷାର ଝଡ଼ରେ ସାଧାରଣ ଜୀବନ ଯାତ୍ରା ଠପ୍‌ ହୋଇ ଯାଇଛି। ତୁଷାର ଝଡ଼ ଯୋଗୁ ହୋଇଥିବା ହିମ ସ୍ଖଳନରେ ୩ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ଏଥିରେ...

ଦିଲ୍ଲୀରେ ସିଲିଣ୍ଡର ବ୍ଲାଷ୍ଟ: ୪ଆହତ

ନୂଆଦିଲ୍ଲୀ,୧୪।୧: ଗତ କିଛି ଦିନରୁ ଦିଲ୍ଲୀରେ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସୁଛି। ଇତିମଧ୍ୟରେ ପଶ୍ଚିମ ଦିଲ୍ଲୀର ଉତ୍ତମ ନଗର ଅଞ୍ଚଳର ଏକ ଘରେ ସିଲିଣ୍ଡର ବ୍ଲାଷ୍ଟ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ୪ଜଣ ଆହତଙ୍କ...

ପରଲୋକରେ ରାଜକପୁରଙ୍କ ସୁପୁତ୍ରୀ ଋତୁ ନନ୍ଦା

ମୁମ୍ବାଇ,୧୪।୧: ରାଜକପୁରଙ୍କ ସୁପୁତ୍ରୀ ଋତୁ ନନ୍ଦାଙ୍କର ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିଲେ। ଭାଇ ଋଷି କପୁର, ରଣଧୀର କପୁର ଏବଂ ରାଜୀବ କପୁର...

ଦୀପିକାଙ୍କୁ ଦରକାର ମୋ ଭଳି ପରାମର୍ଶଦାତା: ବାବା ରାମଦେବ

ମୁମ୍ବାଇ,୧୪।୧: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ହୋଇଥିବା ହିଂସା ପରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ସେଠାକୁ ଗସ୍ତ କରିଥିଲେ। ସେଠାରେ ସେ ବିରୋଧ ପ୍ରଦର୍ଶନକାରୀ ଛାତ୍ରଙ୍କ ସମେତ ଆହତ ଛାତ୍ରଙ୍କୁ ମଧ୍ୟ ଭେଟିଥିଲେ। ଏହାପରେ ଦୀପିକାଙ୍କ ଗସ୍ତକୁ ନେଇ...

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଗଲେ କେରଳ ସରକାର

ଥିରୁଭାନନ୍ତପୁରମ୍‌,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ କେରଳ ରେକର୍ଡ ଉପରେ ରେକର୍ଡ ସୃଷ୍ଟି କରିଛି। ପୂର୍ବରୁ ରାଜ୍ୟରେ ସିଏଏ ଲାଗୁ ନ କରିବା ପାଇଁ ଏକ ପ୍ରସ୍ତାବକୁ ବିଧାନସଭାରେ ପାସ୍‌ କରିସାରିଛି। ଏବେ ଏହା ବିରୋଧରେ କେରଳ ସରକାର ସୁପ୍ରିମକୋର୍ଟ...

ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଅନୁଚ୍ଛେଦ-୩୭୦ ନେଇ ଭୟଭୀତ ଥିଲେ ଆତଙ୍କବାଦୀ: ଦିଲ୍ଲୀ-ପଞ୍ଜାବରେ ଆକ୍ରମଣ ପାଇଁ ଦାବିନ୍ଦରଙ୍କ ସହିତ ରଚିଥିଲେ ଷଡ଼ଯନ୍ତ୍ର

ଶ୍ରୀନଗର,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ରଖିବା ଥିବା ଅଭିଯୋଗରେ ଗିରଫ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ନେଇ ଗୋଟିଏ ପରେ ଗୋଟିଏ ଗୁପ୍ତ ତଥ୍ୟର ପର୍ଦ୍ଦାଫାଶ୍‌ ହେବାରେ ଲାଗିଛି। ଭାରତୀୟ ସେନା ପକ୍ଷରୁ ପାକିସ୍ତାନରେ କରାଯାଇଥିବା ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ...

ଉତ୍ତର ପ୍ରଦେଶରେ ଜିଏସ୍‌ଟି ଫ୍ରି ହେଲା ‘ତାନାଜୀ’

ଲକ୍ଷ୍ନୌ,୧୪।୧: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଲିଉଡ୍‌ ନାୟକ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’କୁ ରାଜ୍ୟରେ ଜିଏସ୍‌ଟି ଫ୍ରି ଘୋଷଣା କରିଛନ୍ତି। ନିକଟରେ କଂଗ୍ରେସ ଶାସିତ କିଛି ରାଜ୍ୟ ବଲିଉଡ୍‌ ନାୟିକା ଦୀପିକା...

ମୁଜଫରପୁର ଶେଲ୍‌ଟର ହୋମ୍‌ ମାମଲା: ୨୦ ଜାନୁୟାରୀକୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ମୁଜଫରପୁର ଶେଲ୍‌ଟର ହୋମ୍‌ ବଳାତ୍କାର ମାମଲାର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୦ ତାରିଖରେ ଏହି ମାମଲାର ଶୁଣାଣି କରିବାକୁ କୋର୍ଟ କହିଛନ୍ତି। ନିକଟରେ ଏହି ମାମଲାର ଶୁଣାଣି ତାରିଖକୁ ଘୁଞ୍ଚାଇ ୧୪...

ଭାଜପା ଏମ୍‌ପି ପ୍ରଜ୍ଞା ଠାକୁରଙ୍କୁ ଧମକପୂର୍ଣ୍ଣ ଚିଠି

ଭୋପାଳ,୧୪।୧: ମଧ୍ୟପ୍ରଦେଶ ଭୋପାଳର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କୁ ଏକ ଧମକପୂର୍ଣ୍ଣ ଚିଠି ମିଳିଥିବା ଜଣାପଡିଛି। ଏହା ଉର୍ଦ୍ଦୁରେ ଲେଖାଯାଇଥିବା ବେଳେ ଏଥିରେ କିଛି କେମିକାଲ ପାଉଡ଼ର ଥିବା ପ୍ରଜ୍ଞା ପ୍ରକାଶ କରିଛନ୍ତି। ଏହାକୁ ପାଇବା...

ନିର୍ଭୟା ମାମଲା: ଦୋଷୀଙ୍କ କ୍ୟୁରେଟିଭ ପିଟିସନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି ମଙ୍ଗଳବାର ଦିନ ପ୍ରାୟ ୨ଟା ୩୦ ମିନିଟ୍‌ରେ କରାଯିବ। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି...

ଶ୍ରେଣୀ ବର୍ଜନ କଲେ ଜେଏନ୍‌ୟୁ ଶିକ୍ଷକ, ଛାତ୍ର

ନୂଆଦିଲ୍ଲୀ,୧୪ା୧(ପି.ଟି.)-ଜେଏନ୍‌ୟୁରେ ସୋମବାରଠାରୁ ପାଠପଢ଼ା ଆରମ୍ଭ ହେବାକୁ ଥିବାବେଳେ ଛାତ୍ରୀଛାତ୍ର ଓ ଶିକ୍ଷକମାନେ ମିଳିତ ଭାବେ ଏହାକୁ ବର୍ଜନ କରିଛନ୍ତି। ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରୀଛାତ୍ର ଶ୍ରେଣୀ ବର୍ଜନ କରିବା ଲାଗି ନିଷ୍ପତ୍ତି ନେଇଥିଲେ। ସମୟ ସାରଣୀ ପ୍ରସ୍ତୁତ ପାଇଁ କୁଳପତି...

ରତନ ଟାଟାଙ୍କ ବିରୋଧରେ ମାମଲା ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୪ା୧(ପି.ଟି.): ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା ଓ ଅନ୍ୟମାନଙ୍କ ବିରୋଧରେ ବମ୍ବେ ଡାଇଙ୍ଗ୍‌ ଅଧ୍ୟକ୍ଷ ନୁସ୍‌ଲି ଓ୍ବାଡିଆ ଦାଏର କରିଥିବା ସମସ୍ତ ମାନହାନି ମାମଲା ସୋମବାର ପ୍ରତ୍ୟାହାର କରିନେଇଛନ୍ତି। ଓ୍ବାଡିଆଙ୍କ ମର୍ଯ୍ୟାଦା ହାନି କରିବାର କୌଣସି ଉଦ୍ଦେଶ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri