ଜାତୀୟ

ଛୋଟା ରାଜନଙ୍କୁ ହତ୍ୟା ଲାଗି ଯୋଜନା: ତିହାର ଜେଲ୍‌ରେ ସୁରକ୍ଷା ବଢ଼ିଲା

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ଅଣ୍ଡରଓ୍ବାଲର୍‌ଡ ଡନ୍‌ ତଥା ଡି-କମ୍ପାନୀ ସଦସ୍ୟ ଛୋଟା ସକିଲ ତାଙ୍କର ବିରୋଧୀ ଛୋଟା ରାଜନଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିବା ଜଣାପଡିବା ପରେ ତିହାର ଜେଲ୍‌ରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ସକିଲ ତାଙ୍କ ବସ୍‌ ଦାଉଦ୍‌...

ଶୀତର କୁହୁଡ଼ି ତାଜମହଲକୁ ଦେଲା ଲୁଚାଇ

ଆଗ୍ରା,୩୦।୧୨: ରାଜଧାନୀ ଦିଲ୍ଲୀ ସହିତ ଉତ୍ତର ଭାରତର କେତେକ ରାଜ୍ୟରେ ଶୀତ ଲହରି ଜାରି ରହିଛି। ଏହି ଶୀତ ଶହ ଶହ ବର୍ଷର ରେକର୍ଡ ଭାଙ୍ଗିଥିବା ବେଳେ ତା’ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ସୋମବାର ସକାଳେ ଘନ...

ଗୁଜରାଟ କେମିକାଲ ଷ୍ଟୋରେଜ୍‌ ଟ୍ୟାଙ୍କରରେ ବିସ୍ଫୋରଣ

ଗାନ୍ଧୀନଗର, ୩୦।୧୨: ଗୁଜରାଟରେ ଏକ କେମିକାଲ ଷ୍ଟୋରେଜ୍‌ ଟ୍ୟାଙ୍କର ଗୋଦାମରେ ସୋମବାର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ କାଣ୍ଡଲା ବନ୍ଦର ଓ ଇଣ୍ଡିଆନ ଅଏଲ୍‌ ରିଫାଇନେରି ପାଖରେ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକ ନିଖୋଜ ଥିବା ନେଇ...

୩୭ ବର୍ଷ ପରେ ନାଗାଲାଣ୍ଡରେ ବରଫପାତ

କୋହିମା, ୩୦।୧୨:ଉତ୍ତର ଭାରତରେ ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନେକ ସ୍ଥାନରେ ପାରଦ ୩ ଡିଗ୍ରୀ ତଳକୁ ଖସିଛି। ଲୋକେ ଘରୁ ବାହାରିବା ଅସମ୍ଭବ ହୋଇପଡିଛି। ପ୍ରବଳ ଥଣ୍ଡା ଯୋଗୁ ଅନେକ ସ୍ଥାନରେ ବରଫପାତ ହୋଇଛି। ଦୀର୍ଘ...

ପାଣ୍ଠି ହେର୍‌ଫେର୍‌ ଅଭିଯୋଗ: ଅଷ୍ଟ୍ରିଆରେ ଅବସ୍ଥାପିତ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିଲେ ଭାରତ ସରକାର

ନୂଆଦିଲ୍ଲୀ,୩୦।୧୨: ପାଣ୍ଠି ହେର୍‌ଫେର୍‌ ଅଭିଯୋଗ ଆସିବା ପରେ ଭାରତ ସରକାର ଅଷ୍ଟ୍ରିଆରେ ଅବସ୍ଥାପିତ ଥିବା ରାଷ୍ଟ୍ରଦୂତ ରେନୁପାଲଙ୍କୁ ଫେରାଇ ଆଣିଛନ୍ତିି। ରେନୁଙ୍କ କାର୍ଯ୍ୟକାଳ ପୂରଣ ହେବାର ଏକ ମାସ ପୂର୍ବରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ୧୯୮୮ ବ୍ୟାଚ୍‌ ଏହି...

ଯୋଗୀ ସରକାରଙ୍କ ଶାସନରେ ପୋଲିସ ହୋଇଉଠିଛି ପ୍ରତିଶୋଧ ପରାୟଣ: ପ୍ରିୟଙ୍କା

ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଡ଼ା ସମାଲୋଚନା କରିଛନ୍ତି। ଯୋଗୀ ସରକାରଙ୍କ ଶାସନରେ ପୋଲିସ ପ୍ରତିଶୋଧ ପରାୟଣ ହୋଇଉଠିଛି ବୋଲି ସେ ଅଭିଯୋଗ କରିଛନ୍ତି। ସୋମବାର ଲକ୍ଷ୍ନୌରେ ଆୟୋଜିତ ଏକ...

ଏକାଠି ହୁଅ ଭାଜପାକୁ ଏକଘରିଆ କର: ମମତା ବାନାର୍ଜୀ

କୋଲକାତା,୩୦।୧୨: ଏକାଠି ହୋଇ ଭାଜପାକୁ ଏକଘରିଆ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଏକ ରାଲିରେ ସମବେତ ଲୋକଙ୍କୁ ଆହ୍ବାନ ଜଣାଇଛନ୍ତି। ସିଏଏକୁ ବିରୋଧ କରି ଏହି ରାଲି କରାଯାଇଥିଲା। ଭାରତ ମାତା ଆମ ସମସ୍ତଙ୍କର। ଆମେ ଯେଉଁଠି...

୨ ବର୍ଷରେ ଜଙ୍ଗଲ ବଢ଼ିଛି ୫ ହଜାର ୧୮୮ ବର୍ଗ କିମି

ନୂଆଦିଲ୍ଲୀ,୩୦।୧୨: ଗତ ୨ ବର୍ଷ ମଧ୍ୟରେ ଦେଶର ଜଙ୍ଗଲ ୫ ହଜାର ୧୮୮କିମି ବଢ଼ିଛି। ସୋମବାର ଇଣ୍ଡିଆ ଷ୍ଟେଟ୍‌ ଅଫ୍‌ ଫରେଷ୍ଟ୍‌ ରିପୋର୍ଟ-୨୦୧୯ ପ୍ରକାଶିତ କରି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ଏହା ସୂଚନା ଦେଇଛନ୍ତି। ସେଥିମଧ୍ୟରେ ୩ ହଜାର ୯୭୬ର...

ଉତ୍ତର ଭାରତରେ ଘନ କୁହୁଡି ଯୋଗୁ ବିଳମ୍ବରେ ଉଡିଲା ୫ ଶହ ବିମାନ

ନୂଆଦିଲ୍ଲୀ,୩୦।୧୨: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ଶହ ଶହ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ। ତା’ ସାଙ୍ଗକୁ ଘନ କୁହୁଡି ସାଧାରଣ ଜୀବନଯାତ୍ରାରେ ବ୍ୟଘାତ ସୃଷ୍ଟି କରିଛି। ସୋମବାର ସକାଳେ କୁହୁଡି ଯୋଗୁ...

ବିପିନ୍‌ ରାଓ୍ବତ ପ୍ରଥମ ସିଡିଏସ୍‌

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତଙ୍କ ନାମ ଘୋଷଣା କରାଯାଇଛି। ରାଓ୍ବତ ଡିସେମ୍ବର ୩୧ରେ ଅବସର ନେବେ। କ୍ୟାବିନେଟ୍‌ କମିଟି ପକ୍ଷରୁ ତାଙ୍କ ସିଡିଏସ୍‌...

ଫୁଟଫାଥ୍‌ରେ ଜୀବନ ବିତାଉଥିବା ହକି ଖେଳାଳିଙ୍କୁ ସହାୟତାର ହାତ ବଢ଼ାଇଲେ ରିଜିଜୁ,ଅମିତାଭ

ନୂଆଦିଲ୍ଲୀ,୩୦।୧୨: କେବେ ଭାରତୀୟ ଟିମ୍‌ ପାଇଁ ହକି ଖେଳୁଥିବା ଏହି ଖେଳାଳିଙ୍କ ଜୀବନ ଏବେ ବିତୁଛି ରାସ୍ତାକଡ଼ରେ। ଥଣ୍ଡା କାକରରେ ଦିଲ୍ଲୀର ଫୁଟପାଥରେ ଏହି ପୂର୍ବତନ ଖେଳାଳି ନିଜର ଜୀବନ କାଟୁଛନ୍ତି। ସୋସିଆଲ ମିଡିଆରେ ତାଙ୍କର କାହାଣୀ ସାମ୍ନାକୁ ଆସିବା...

ବିବାହରେ କନ୍ୟାଙ୍କୁ ଏକ ତୋଳା ସୁନା ଉପହାର ଦେବେ ଆସାମ ସରକାର: ଜାନୁଆରୀ ୧ରୁ ଯୋଜନା ହେବ ଲାଗୁ

ଗୁଆହାଟୀ,୩୦।୧୨: ଆସାମରେ ୧ ଜାନୁୟାରୀଠାରୁ ସରକାର ଏକ ନୂଆ ଯୋଜନା ଲାଗୁ କରିବାକୁ ଯାଉଛନ୍ତି। ଏହି ଯୋଜନା ଅନ୍ତର୍ଗତ ବିବାହରେ ସରକାର ପ୍ରତି କନ୍ୟାଙ୍କୁ ଏକ ତୋଳା ବା ୧୦ ଗ୍ରାମ୍‌ ସୁନା ଉପହାର ଦେବେ। ଏଥିପାଇଁ କନ୍ୟା ୧୦ମ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri