ଜାତୀୟ

ହସ୍ତକ୍ଷେପ ଲାଗି ମନାକଲା କେନ୍ଦ୍ର

ନୂଆଦିଲ୍ଲୀ/ହାଇଦ୍ରାବାଦ, ୫ା୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀ ଭାଇଜାଗ୍‌କୁ କାର୍ଯ୍ୟକାରୀ ରାଜଧାନୀ, ଅମରାବତୀକୁ ବ୍ୟବସ୍ଥାପକ ରାଜଧାନୀ ଓ କୁର୍ନୁଲ୍‌କୁ ନ୍ୟାୟିକ ରାଜଧାନୀ କରିବା ଯୋଜନାରେ ଅଛନ୍ତି। ରାଜ୍ୟରେ ଏଭଳି ୩ ରାଜଧାନୀ କରିବାକୁ ସେ ଚାହୁଁଥିବାବେଳେ ଟିଡିପି ଏହାକୁ ବିରୋଧ...

କପିଲ ଗୁଜ୍ଜର ଏଏପି ସଦସ୍ୟ

ନୂଆଦିଲ୍ଲୀ, ୫ା୨: ଦିଲ୍ଲୀର ଶାହିନ୍‌ବାଗରେ ଗତ ସପ୍ତାହରେ ହୋଇଥିବା ସିଏଏ ବିରୋଧୀ ବିକ୍ଷୋଭ ବେଳେ ଗୁଳି ଫୁଟାଇ ଗିରଫ ହୋଇଥିବା ୨୩ ବର୍ଷୀୟ କପିଲ ଗୁଜ୍ଜର ଏଏପି ସଦସ୍ୟ ବୋଲି ପୋଲିସ କହିଛି। କ୍ରାଇମ୍‌ ବ୍ରାଞ୍ଚର ବରିଷ୍ଠ ଅଧିକାରୀ ରାଜେଶ୍‌...

ହାଇକୋର୍ଟ ଗଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୫ା୨(ପି.ଟି.): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀମାନଙ୍କୁ ତୁରନ୍ତ ଫାଶୀ ଦେବା ପାଇଁ କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ରବିବାର ଏହା ଉପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ତେବେ ୪...

ନିଯୁକ୍ତି ଦେବାକୁ ଚାହୁଁନାହାନ୍ତି ମୋଦି, କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍‌ରିଓ୍ବାଲ ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଚାହୁଁନାହାନ୍ତି। ସମାଜରେ ଘୃଣା ବିସ୍ତାର କରିବା ହେଉଛି ଉଭୟ ଭାଜପା ଏବଂ ଏଏପିର ଲକ୍ଷ୍ୟ, ଯାହାକୁ ସଫଳ ହେବାକୁ ଦିଆଯିବ ନାହିଁ...

‘ଏବେ ଓଓ୍ବାଇସି ପଢ଼ିବେ ହନୁମାନ ଚାଳିଶା’

ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍‌ରିଓ୍ବାଲ ଏବେ ହନୁମାନ ଚାଳିଶା ପାଠ କରିବା ଆରମ୍ଭ କରିଦେଇଛନ୍ତି। ଆଗକୁ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ମଧ୍ୟ ହନୁମାନ ଚାଳିଶା ପାଠ କରିବେ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଟାକ୍ଷ କରିଛନ୍ତି।...

ଦିଲ୍ଲୀ ଲଢ଼େଇ ଘମାଘୋଟ

ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୪ ଦିନ ବାକି ଥିବାବେଳେ ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଏବଂ ଭାଜପା ମୁହାଁମୁହିଁ ହୋଇଛନ୍ତି। ସରକାର ସପକ୍ଷରେ ହାଓ୍ବା ବୋହୁଛି ବୋଲି ଦାବି କରୁଥିବା ଏଏପି ପକ୍ଷରୁ ମଙ୍ଗଳବାର...

କରୋନା: ୨୪ ଘଣ୍ଟାରେ ୭୫ ମୃତ

ବେଜିଂ/ନୂଆଦିଲ୍ଲୀ,୫-୨: ସାରା ବିଶ୍ୱକୁ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ଏହା ବ୍ୟାପି ୨୫ ଦେଶକୁ କବଳିତ କଲାଣି। ଏଥିସହ ଚାଇନାରେ କେବଳ ୪୨୬ ଜଣଙ୍କ ମୃତ୍ୟୁ ଘଟିସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଭାଇରସରେ...

ସ୍କୁଲରେ ସିଏଏ ବିରୋଧୀ ନାଟକ: ୬୦ ଛାତ୍ରଙ୍କୁ ୪ ଘଣ୍ଟା ଜେରା

ବେଙ୍ଗାଲୁରୁ, ୫-୨:କର୍ନାଟକର ବିଦାରସ୍ଥିତ ଏକ ସ୍କୁଲରେ ସିଏଏ ବିରୋଧୀ ନାଟକ ପରିବେଷଣ କରାଯିବା ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ସ୍କୁଲରେ ପାଠ ପଢ଼ୁଥିବା ପିଲାମାନେ ଏହି ନାଟକରେ ଅଭିନୟ କରିଥିବାବେଳେ ପୋଲିସ ସେମାନଙ୍କୁ ଜେରା କରିବା ଆରମ୍ଭ...

ଦିଲ୍ଲୀରେ ପ୍ରଚାର ମଇଦାନକୁ ଓହ୍ଲାଇବେ ଭାଜପାର ୩୭୦ ଏମ୍‌ପି !

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୪ ଦିନ ବାକି ରହିଛି। ଏବେ ସବୁ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ...

ଦ୍ୱିତୀୟ ଦିନ ନିର୍ବାଚନ ପ୍ରଚାରରେ ମୋଦି

ନୁଆଦିଲ୍ଲୀ,୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୁଣିଥରେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଦ୍ୱାରକାରେ ସେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ କହିଛନ୍ତି ଭୋଟିଂର ୪ ଦିନ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା)କୁ...

ସିଏଏ, ଏନ୍‌ଆର୍‌ସିକୁ ନେଇ ପୁଣି ଗର୍ଜିଲେ ଦିଦି

ନଏଡା,୪।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ନଏଡାରେ ଅନୁଷ୍ଠିତ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପୁଣିଥରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆସାମରେ...

ହଂକଂରେ ଥିବା ପୁଅ ପାଇଁ ମାସ୍କ ପଠାଇ ପାରୁ ନାହାନ୍ତି ବାପା

ନଏଡା,୪।୨: ଚାଇନାରେ ଏବେ କରୋନାଭାଇରସ ମହାମାରୀର ରୂପ ନେଇଥିବା ବେଳେ ଏହାକୁ ଦେଖି ସାରା ବିଶ୍ୱ ଚିନ୍ତାରେ ପଡିଯାଇଛି। ଉତ୍ତରପ୍ରଦେଶ ନଏଡା ମେଡିକାଲ ଆସୋସିଏଶନର ଅଧ୍ୟକ୍ଷ ଥିବା ଅନୁପ ଖାନ୍ନା ଏବେ ତାଙ୍କ ଅସହାୟତା କଥା ପ୍ରକାଶ କରିଛନ୍ତି। ହଂକଂରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri