ଜାତୀୟ

କଂଗ୍ରେସକୁ ପୂରିଲା ୧୩୫ ବର୍ଷ: ଦେଶବ୍ୟାପି ‘ସମ୍ବିଧାନ ବଚାଓ, ଭାରତ ବଚାଓ’ ରାଲି

ନୂଆଦିଲ୍ଲୀ, ୨୮।୧୨: କଂଗ୍ରେସ ଶନିବାର ୧୩୫ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ କଂଗ୍ରେସ ପକ୍ଷରୁ ଜାତୀୟ ପତାକା ଉତ୍ତୋଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପୂର୍ବତନ...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ଭାଜପା

ନୂଆଦିଲ୍ଲୀ,୨୮।୧୨; ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଆଖି ଆଗରେ ରଖି ସବୁ ଦଳ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। କିଛିଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଦଳ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ତା’ର ସ୍ଲୋଗାନ...

ଥଣ୍ଡାରେ ଥରୁଛି ଦିଲ୍ଲୀ: ଭାଙ୍ଗିଲା ୧୧୮ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୧୨: ରାଜଧାନୀ ଦିଲ୍ଲୀରେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏଠାରେ ଶନିବାର ନ୍ୟୁନତମ ତାପମାତ୍ରା ୨.୪ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଛି। ଏହା ୧୧୮ ବର୍ଷର ରେକର୍ଡ ଭାଙ୍ଗିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯୦୧ ପରେ ଦିଲ୍ଲୀରେ ଏଭଳି...

ମାନବାଧିକାର ଆଇନ ପ୍ରତି ସଶସ୍ତ୍ର ବଳର ସମ୍ମାନ ଅଛି: ସେନାମୁଖ୍ୟ

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ଭାରତୀୟ ସଶସ୍ତ୍ର ବଳ ଅତ୍ୟନ୍ତ ଶୃଙ୍ଖଳିତ ଓ ମାନବାଧିକାର ଆଇନ ପ୍ରତି ଏହାର ଯଥେଷ୍ଟ ସମ୍ମାନ ରହିଥିବା ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ ଶୁକ୍ରବାର କହିଛନ୍ତି। ସେନା କେବଳ ଦେଶବାସୀଙ୍କ ମାନବାଧିକାରର ସୁରକ୍ଷାକୁ ସୁନିଶ୍ଚିତ କରେନାହିଁ, ବରଂ ଏହାକୁ...

ପ୍ରମୁଖ ସଚିବ ପଦରେ ରାଜୀବ କୁମାର

କୋଲକାତା,୨୮ା୧୨(ପି.ଟି.): କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ପଶ୍ଚିମବଙ୍ଗ ସରକାର ରାଜ୍ୟ ସୂଚନା ଓ ପ୍ରଯୁକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏହି ପଦରେ ଥିବା ଦେବାଶିଷ ସେନ୍‌ଙ୍କ ସ୍ଥାନରେ ରାଜୀବ କୁମାର ଅବସ୍ଥାପିତ ହେବେ।...

ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନକୁ ବିରୋଧ ଏବଂ ଭୀମ୍‌ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ମୁକ୍ତି ଦାବିକରି ଶୁକ୍ରବାର ଶତାଧିକ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଅଭିମୁଖେ ଯାଉଥିବାବେଳେ ସେମାନଙ୍କୁ ପୋଲିସ ଅଟକାଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଓ...

‘ଏନ୍‌ଆର୍‌ସି-ଏନ୍‌ପିଆର୍‌ ଗରିବଙ୍କ ଉପରେ ଟାକ୍ସ’

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକତ୍ୱ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ନେଇ ଶାସକ ଭାଜପା ଓ ବିରୋଧୀ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଥମିବାର ନାଁ ନେଉନାହିଁ। ଏହି ପ୍ରସଙ୍ଗରେ ଦୁଇଦଳ ପକ୍ଷରୁ...

ମୋଦିଙ୍କ ମିଛ ଧରାପକାଇଲେ ଗୋଗୋଇ

ଗୁଆହାଟୀ,୨୮ା୧୨: ଦେଶରେ ଅଟକ କେନ୍ଦ୍ର ନାହିଁ ବୋଲି ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବାବେଳେ ଏହାକୁ ନେଇ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ ପ୍ରଶ୍ନ ଉଠାଇଛନ୍ତି। ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରୁ ବେଆଇନ ଶରଣାର୍ଥୀମାନଙ୍କ ପାଇଁ ଅଟକ...

ମନମୋହନଙ୍କ ଅମଳରେ ପାକିସ୍ତାନରୁ ଅନୁପ୍ରବେଶ କରୁଥିଲେ: ଆଲିଆ, ମାଲିଆ, ଜମାଲିଆ

ଶିମ୍‌ଲା/ନୂଆଦିଲ୍ଲୀ,୨୮ା୧୨: ୧୦ ବର୍ଷ ଧରି କଂଗ୍ରେସ ସରକାର ଚାଲିଥିଲା। ସୋନିଆ ମନମୋହନଙ୍କ ସରକାର ବେଳେ ପାକିସ୍ତାନରୁ ଆଲିଆ, ମାଲିଆ ଓ ଜମାଲିଆମାନେ ରୀତିମତ ଆସି ଆମ ଯବାନଙ୍କ ମୁଣ୍ଡ କାଟି ନେଇଯାଉଥିଲେ। ଦେଶର ପ୍ରଧାନମନ୍ତ୍ରୀ ସେତେବେଳେ ପଦୁଟିଏ କହୁ ନ...

୧୨୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ରହିଛି ଆଧାର

ନୂଆଦିଲ୍ଲୀ,୨୭।୧୨: ସରକାରଙ୍କ ୟୁନିକ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ(ୟୁଆଇଡିଏଆଇ)ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି କି ଦେଶରେ ବର୍ତ୍ତମାନ ସୁଦ୍ଧା ୧୨୫କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଆଧାର କାର୍ଡ ରହିଛି। ଏହାର ଅର୍ଥ ବର୍ତ୍ତମାନ ସୁଦ୍ଧା ଭାରତରେ ୧.୨୫ ବିଲିୟନ ଘରେ...

ସବୁ ଘରକୁ ଏଲ୍‌ପିଜି ସଂଯୋଗରେ ପ୍ରଥମ ରାଜ୍ୟ ହିମାଚଳ ପ୍ରଦେଶ

ଶିମ୍‌ଲା,୨୭।୧୨: ହିମାଚଳ ପ୍ରଦେଶର ପ୍ରତି ଘରକୁ ମିଳିଲା ଏଲ୍‌ପିଜି କନେକଶନ। ଶୁକବ୍ରାର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏହି ଘୋଷଣା କରିବା ସହ ହିମାଚଳ ପ୍ରଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପ୍ରତି ଘରେ ଏଲ୍‌ପିଜି ସଂଯୋଗ ହେବାରେ ହିମାଚଳ ପ୍ରଦେଶ...

ବରଫ ଚାଦରରେ ଆଚ୍ଛାଦିତ ହେଲା ବଦ୍ରୀନାଥ

ଡେରାଡୁନ,୨୭।୧୨: ଉତ୍ତର ଭାରତରେ ଏବେ ପ୍ରବଳ ଶୀତ ଲହରୀ ଜାରି ରହିଛି। ଦିଲ୍ଲୀରେ ତାପମାତ୍ରା ୪.୨ ଡିଗ୍ରୀ ଥିବା ବେଳେ ଉତ୍ତର ଭାରତରେ ଏହା ମାଇନସ ଡିଗ୍ରୀରେ ପହଞ୍ଚିଛି। ଏହାର ପ୍ରଭାବ ଏବେ ଦେଖିବାକୁ ମିଳିଛି ଉତ୍ତରାଖଣ୍ଡରେ। ଏଠାରେ ଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri