ଜାତୀୟ

ମୁମ୍ବାଇ କାରଖାନରେ ନିଆଁ

ମୁମ୍ବାଇ,୨୭।୧୨: ମହାରାଷ୍ଟ୍ର ମୁମ୍ବାଇର ଘଟକୋପାରରେ ଥିବା ଏକ କାରଖାନାରେ ଶୁକ୍ରବାର କୌଣସି କାରଣରୁ ନିଆଁ ଲାଗି ଯାଇଛି। ଏହାକୁ ଆୟତ୍ତ କରିବାକୁ ଘଟଣାସ୍ଥଳରେ ୧୫ଟି ଦମକଳ ପହଞ୍ଚିଥିବା ବେଳେ ଏଥିରେ ଏପର୍ଯ୍ୟନ୍ତ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ନିଆଁ...

କ୍ଷମା ମାଗିଲେ ଫରହା

ମୁମ୍ବାଇ,୨୭।୧୨: ଟେଲିଭିଜନ ଶୋ’ ମାଧ୍ୟମରେ ଏକ ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ନିର୍ଦ୍ଦେଶିକା ତଥା ପ୍ରଯୋଜିକା ଫରହା ଖାଁ ଶୁକ୍ରବାର ଏଥିପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ସବୁ ଧର୍ମକୁ ସମ୍ମାନ କରନ୍ତି ବୋଲି କହିବା ସହ...

ରବିବାର ଶପଥ ନେଇପାରନ୍ତି ହେମନ୍ତ

ରାଞ୍ଚି,୨୭।୧୨: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌), କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ମେଣ୍ଟକୁ ବହୁମତ ମିଳିଛି। ବହୁମତ ମିଳିବା ପରେ ସରକାର ଗଠନ ନେଇ ୩ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜେଏମ୍‌ଏମ୍‌ର ମୁଖ୍ୟ ହେମନ୍ତ ସୋରେନ୍‌...

ବଡ଼ ଘର ବଡ଼ ଗୁମର କଥା: ପଦାରେ ପଡ଼ିଲା ଶାଶୁ-ବୋହୂ କଳି

ପାଟନା,୨୭।୧୨: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଘରର କଳି ପୁଣି ପଦାକୁ ଆସିଛି। ଲାଲୁଙ୍କ ବଡ଼ ପୁଅ ତେଜପ୍ରତାପ ଯାଦବ ଓ ତାଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ବିବାହ ବିଚ୍ଛେଦ ମାମଲାରେ ଏବେ...

ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତୀୟ ସେନା: ୪ ପାକ୍‌ ସେନା ନିହତ

ପୁଞ୍ଛ,୨୭।୧୨: ଭାରତ ନିୟନ୍ତ୍ରଣ ରେଖା(ଏଲଓସି)ରେ ପାକିସ୍ତାନ ପକ୍ଷରୁ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ଏନେଇ ଭାରତୀୟ ସେନା ପକ୍ଷରୁ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଛି। ଏଥିରେ ପାକିସ୍ତାନର ୩ଜଣ ସେନା ନିହତ ହୋଇଥିବା ଜଣାପଡ଼ିଛି। ଗୁରୁବାର ରାତିରେ ପୁଞ୍ଛର ରାଜୌରୀ...

ସିଏଏକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଶିମ୍‌ଲା,୨୭।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିବା ବେଳେ ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଗଲାଣି। ବିରୋଧୀ କଂଗ୍ରେସ ଏବେ ଏହାକୁ ନେଇ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛି। ଆଉ...

ସିଏଏକୁ ନେଇ ଜାମା ମସ୍‌ଜିଦ୍‌ ବାହାରେ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୭।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଶୁକ୍ରବାର ନମାଜ ପାଠ ପରେ ଦିଲ୍ଲୀ ଜାମା ମସ୍‌ଜିଦ୍‌ ବାହାରେ ପ୍ରଦର୍ଶନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ ପରିସ୍ଥିତିକୁ ଦେଖି ଏଠାରେ ପୋଲିସ ପକ୍ଷରୁ ବ୍ୟାରିକେଡ କରାଯିବା ସହ ବ୍ୟାପକ ପୋଲିସ ଫୋର୍ସ...

ଲକ୍ଷ୍ନୌରେ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳନ କରିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୨ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଶୁକ୍ରବାର ଯିବାର କାର୍ଯ୍ୟକ୍ରମ ରହିଛି। ଲକ୍ଷ୍ନୌରେ ସେ ଶୁକ୍ରବାର ପହଞ୍ଚିବା ସହ ସେଠାରେ ଶନିବାର କଂଗ୍ରେସର ୧୩୫ ତମ ପ୍ରତିଷ୍ଠା ଦିବସ ପାଇଁ ଆୟୋଜିତ...

୫ ମାସ ପରେ କାର୍‌ଗିଲ୍‌ରେ ମିଳିଲା ମୋବାଇଲ ଇଣ୍ଟରନେଟ୍‌ ସୁବିଧା

ଲଦାଖ,୨୭।୧୨: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠାରୁ ସେଠାରେ ଅନେକ ସ୍ଥାନରେ ମୋବାଇଲ ଇଣ୍ଟରନେଟ୍‌ ସେବାକୁ ବନ୍ଦ ରଖାଯାଇଥିଲା। ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ବେଳେ ଇତିମଧ୍ୟରେ ପ୍ରାୟ୧୪୫ ଦିନ ବିତି ଯାଇଥିଲେ...

ଆଦିବାସୀ ନୃତ୍ୟରେ ସାମିଲ ହେଲେ ରାହୁଲ

ରାୟପୁର,୨୭।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଭିନ୍ନ ରୂପ ଦେଖିବାକୁ ମିଳିଛି। ରାହୁଲ ଏଥର ଆଦିବାସୀଙ୍କ ସହ ମିଶି ପାରମ୍ପରିକ ନୃତ୍ୟ କରୁଥିବା ଦେଖାଯାଇଛି। ଶୁକ୍ରବାର ରାହୁଲ ଛତିଶଗଡ଼ ଗସ୍ତରେ ଥିବା ବେଳେ ସେଠାରେ ରାଷ୍ଟ୍ରୀୟ ଆଦିବାସୀ ନୃତ୍ୟ...

ଲଣ୍ଡନ, ପ୍ୟାରିସ୍‌ ଭଳି ସଫାସୁତରା ହେବ ଦିଲ୍ଲୀ: କେଜରିଓ୍ବାଲ

ନୂଆଦିଲ୍ଲୀ, ୨୭।୧୨: ଆଗାମୀ ୫ ବର୍ଷ ମଧ୍ୟରେ ଲଣ୍ଡନ, ଟୋକିଓ ଏବଂ ପ୍ୟାରିସ୍‌ ଭଳି ରାଜଧାନୀ ଦିଲ୍ଲୀକୁ ସଫାସୁତରା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ୍‌ କେଜରିଓ୍ବାଲ କହିଛନ୍ତି। ଆଗାମୀ ବିଧାନସଭା ନିର୍ବାଚନକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଦୁଇ ସପ୍ତାହ ମଧ୍ୟରେ...

ବିଦାୟ ନେଲା କାର୍‌ଗିଲ ଯୁଦ୍ଧର ‘ହିରୋ’ ମିଗ୍‌-୨୭ ବିମାନ

ଯୋଧପୁର, ୨୭।୧୨: କାର୍‌ଗିଲ ଯୁଦ୍ଧର ହିରୋ ଲଢୁଆ ବିମାନ ମିଗ୍‌-୨୭କୁ ଶୁକ୍ରବାର ଭାରତୀୟ ବାୟୁସେନାରୁ ବିଦାୟ ଦିଆଯାଇଛି। ଏହି ଲଢୁଆ ବିମାନଟି ଦୀର୍ଘ ୩ ଦଶନ୍ଧି ଧରି ଭାରତୀୟ ବାୟୁସେନାର ଶକ୍ତି ପାଲଟିଥିଲା। ଭାରତୀୟ ବାୟୁସେନାର ‘ବାହାଦୁର’ ନାମରେ ପରିଚିତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri