ଜାତୀୟ

ଓ୍ବାଇକରଙ୍କ ଶପଥକୁ ବନ୍ଦ କରାଯାଉ

ମୁମ୍ବାଇ,୧୮ା୬: ମୁମ୍ବାଇ ନର୍ଥ ଓ୍ବେଷ୍ଟ ଆସନରୁ ଶିବସେନା (ଶିନ୍ଦେ) ଟିକେଟରେ ନିର୍ବାଚନ ଲଢ଼ି ମାତ୍ର ୪୮ ଭୋଟ ବ୍ୟବଧାନରେ ଜିତିଥିବା ରବୀନ୍ଦ୍ର ଓ୍ବାଇକର ଭୋଟଗଣତିରେ ଜାଲିଆତି କରିଥିବା ଅଭିଯୋଗ ହୋଇଛି। ଜୁନ୍‌ ୪ରେ ଗୋରେଗାଓଁସ୍ଥିତ ଭୋଟ ଗଣତି କେନ୍ଦ୍ରରେ ରବୀନ୍ଦ୍ରଙ୍କ ଶାଳକ...

ରେଳ ମନ୍ତ୍ରଣାଳୟର ଅବ୍ୟବସ୍ଥାକୁ ଦାୟୀ କଲେ ବିରୋଧୀ

ନୂଆଦିଳ୍ଲୀ,୧୮ା୬: ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାକୁ ନେଇ କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ କେନ୍ଦ୍ର ସରକାର ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଟାର୍ଗେଟ କରିଛନ୍ତି। ରେଳ ମନ୍ତ୍ରଣାଳୟର ଅତ୍ୟନ୍ତ କୁପରିଚାଳନା କାରଣରୁ ପଶ୍ଚିମବଙ୍ଗରେ ଟ୍ରେନ୍‌ ଦୁର୍ଘଟଣା ଘଟି ଏତେସଂଖ୍ୟାରେ ଲୋକଙ୍କ ଜୀବନ ଗଲା।...

ହୋଇଗଲା ଫାଇନାଲ! ଓଡ଼ିଶାର ଏହି ନେତାଙ୍କୁ ମିଳିପାରେ ଲୋକ ସଭାର ବାଚସ୍ପତି ପଦ

ନୂଆଦିଲ୍ଲୀ,୧୭।୬: ଲୋକ ସଭାରେ ବାଚସ୍ପତି କିଏ ହେବେ, ତା’କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ସୂଚନାନୁଯାୟୀ, ବାଚସ୍ପତି ଦୌଡରେ ସବୁଠାରୁ ଆଗରେ ଅଛନ୍ତି ଓଡ଼ିଶାର କଟକରୁ ଜିତିଥିବା ଭର୍ତ୍ତୃହରି ମହାତବ...

ପାଠ୍ୟପୁସ୍ତକରେ ଉଭୟ ଭାରତ ଓ ଇଣ୍ଡିଆ ଶବ୍ଦ ବ୍ୟବହାର କରାଯିବ: ଏନ୍‌ସିଇଆର୍‌ଟି

ନୂଆଦିଲ୍ଲୀ,୧୭।୬: ଜାତୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ପାଠ୍ୟପୁସ୍ତକଗୁଡ଼ିକରେ ଦେଶର ନାଁ ଉଭୟ ଭାରତ ଏବଂ ଇଣ୍ଡିଆ ବ୍ୟବହାର କରାଯିବ। ଏନ୍‌ସିଇଆର୍‌ଟି ଅଧ୍ୟକ୍ଷ ଦୀନେଶ ପ୍ରସାଦ ସାକ୍‌ଲାନି ଏକ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେବା ଅବସରରେ ଏହି ସୂଚନା ଦେଇଛନ୍ତି।...

ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ ଏମ୍‌ପି ରହିବେ। ଏଥିସହିତ ଖାର୍ଗେ ଆଉ ଏକ ବଡ଼ ଘୋଷଣା କରି କହିଛନ୍ତି,...

୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ

ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି ଚାଲି ଯାଉଥିବା ୬ ଜଣ ଲୋକଙ୍କ ଉପରେ ଏକ ଡମ୍ଫର ଚଢ଼ି ଯାଇଛି...

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର ବିଶ୍ୱରେ ପରମାଣୁ ବୋମା ଉପରେ ନଜର ରଖୁଥିବା ଏକ ସଂସ୍ଥା SIPRI, ସାରା...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର ଗୁରୁତ଼୍ବପୂର୍ଣ୍ଣ ଆନ୍ତର୍ଜାତିକ ଇନ୍ଦିରା ଗାନ୍ଧୀ ବିମାନ ବନ୍ଦରରେ ବିଜୁଳି ଚାଲିଯିବାରୁ ଯାତ୍ରୀମାନେ ପ୍ରବଳ...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ ହୋଇ ଅନ୍ୟ ଟ୍ରାକ୍‌ ଉପରେ ପଡ଼ିରହିଛି । ତେଣୁ ଏହି ରୁଟ୍‌ ଦେଇ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା। ଏହି ଘଟଣା ଜୁନ ୯ରେ ଘଟିଥିଲା ଏହି ଘଟଣା ସାମ୍ନାକୁ ଆସିବା ପରେ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି କରିବା ସହିତ ୪ ରାଜ୍ୟ ପାଇଁ ପ୍ରଭାରୀ,ସହପ୍ରଭାରୀ ନିଯୁକ୍ତ କରିଛି। ଏହି କ୍ରମରେ...

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା ସମୟରେ ମଣିପୁର ସୁରକ୍ଷା ସ୍ଥିତି ସମ଼୍ବନ୍ଧରେ ସମୀକ୍ଷା କରିବା ପାଇଁ ଏକ ଉଚ୍ଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri