ଲକ୍ଷ୍ନୌ/ନୂଆଦିଲ୍ଲୀ,୨୬ା୧୨: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରାଯିବା ଘଟଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିନ୍ଦା କରିଛନ୍ତି। ବିକ୍ଷୋଭକାରୀ ଠିକ୍ କରିଛନ୍ତି, ନା ଭୁଲ୍ ତାହାର ଆତ୍ମସମୀକ୍ଷା କରିବା ଆବଶ୍ୟକ। ସର୍ବସାଧାରଣ ସମ୍ପତ୍ତିର...
ନୂଆଦିଲ୍ଲୀ,୨୬।୧୨: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେଠାରୁ ପ୍ରାୟ ସବୁ ରାଜନୈତିକ ଦଳ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଯୋଜନା ପ୍ରସ୍ତୁତ କଲେଣି। ଏବେ ସାରା ଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନୈରାଶ୍ୟଜନକ ପ୍ରଦର୍ଶନ ସହ କଂଗ୍ରେସ...
ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଗୁରୁବାର ଦୃଶ୍ୟମାନ ହୋଇଛି। ଏହି ଖଣ୍ଡଗ୍ରାସ ସୂର୍ଯ୍ୟୋପରାଗ ଦେଶର ବିଭିନ୍ନ ଭାଗରେ ଦେଖିବାକୁ ମିଳିଛି। ବିଭିନ୍ନ ପ୍ଲାନେଟୋରିୟମରେ ଏହି ବିରଳ ଦୃଶ୍ୟ ଦେଖିବାକୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। କାରଣ ଏହାକୁ ଖାଲି...
Page 4,145 of 4,761« First«...102030...4,1434,1444,1454,1464,147...4,1504,1604,170...»Last »
Archives
Model This Week
ପିଲାଙ୍କ ଧରିତ୍ରୀ