ଜାତୀୟ

ଚଳିତ ଦଶନ୍ଧିର ସବୁଠାରୁ ଦେବାଳିଆ ବଜେଟ: ଅଖିଳେଶ

ନୂଆଦିଲ୍ଲୀ,୧।୨: ଦ୍ୱିତୀୟ ଥର ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଲୋକ ସଭାରେ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା ଏବେ ଦେଖିବାକୁ ମିଳିଛି। ନିର୍ମଳା ସୀତାରାମନ କଶ୍ମୀର କବିତା ପଢି ଓ ମୋଦି...

ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ

ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର ୩୯,୩୯୦ସ୍ତରରେ ବନ୍ଦ ହୋଇଛି। ସେହିପରି ନିଫ୍ଟିରେ ୨୦୦ ଅଙ୍କ ହ୍ରାସ ପାଇଛି। ନିଫ୍ଟି...

ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ ପ୍ରତିରକ୍ଷା ପାଇଁ ୧ଲକ୍ଷ ୧୦ ହଜାର ୭୩୪ କୋଟି ଟଙ୍କା ଅନୁମୋଦନ କରାଯାଇଛି।...

ପ୍ରେମ ଆଗରେ ହାର ମାନିଲା କରୋନା ଭୁତାଣୁ: ପ୍ରେମିକଙ୍କୁ ବିବାହ ପାଇଁ ଭାରତରେ ପହଞ୍ଚିଲେ ଚାଇନା ଯୁବତୀ

ମନ୍ଦସୌର,୧।୨: କରୋନା ଭୁତାଣୁ ନେଇ ପୃଥିବୀ ସାରା ଆତଙ୍କ ଖେଳି ଯାଇଛି। ତେବେ ପ୍ରେମ ଆଗରେ ଏହି ଭୁତାଣୁ ହାର୍‌ ମାନିଛି। ଚାଇନାର ଜଣେ ଯୁବତୀ ନିଜ ପ୍ରେମିକଙ୍କୁ ବିବାହ କରିବା ଲାଗି ଆସି ଭାରତର ମଧ୍ୟପ୍ରଦେଶର ମନ୍ଦସୌରରେ ପହଞ୍ଚିଛନ୍ତି।...

ପ୍ରଧାନମନ୍ତ୍ରୀ-ଅର୍ଥମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଯୋଗୀ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷର ବଜେଟ ପାଇଁ ସେ ଏହି ଶୁଭେଚ୍ଛା ଜଣାଇଛନ୍ତି। ଏହି ବଜେଟ ଉନ୍ନତି ମୂଳକ ଓ କୃଷକଙ୍କୁ...

ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍‌ର ବଜେଟ ଭାଷଣ ପଢ଼ି ଏହି ରେକର୍ଡ କରିଛନ୍ତି। ଗତ ୭୩ ବର୍ଷ ମଧ୍ୟରେ ସଂସଦରେ ୯୧...

ବଜାରକୁ ଆସିଲା ହାପୁସ ଆମ୍ବ, ଗୋଟିକର ଦାମ ୧୭୦ଟଙ୍କା

ମୁମ୍ବାଇ,୧।୨: କୋଙ୍କଣର ବିଶ୍ୱ ପ୍ରସିଦ୍ଧ ହାପୁସ ଆମ୍ବ ଏବେ ବଜାରକୁ ଆସିବା ଆରମ୍ଭ କରିଛି। ନିକଟରେ ଏହାର ଏକ ନିଲାମି କରାଯାଇଥିବା ସୂଚନା ମିଳିଛି। ଏହାର ୫ ଡଜନ ଆମ୍ବ ଥିବା ଏକ ପେଟିକୁ ୧୦ ହଜାର ଟଙ୍କାରେ ବିକ୍ରି...

କମିଲା ଆୟକର: ୫ରୁ ୭.୫ ଲକ୍ଷ ରୋଜଗାର ଉପରେ ଟିକସ ୧୦%

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ସରକାର ଆୟକର କମାଇ ଦେଇଛନ୍ତିି। ଏଣିକି ୫ ଲକ୍ଷରୁ ୭.୫ ଲକ୍ଷ ଆୟକରୁ ଥିବା ବ୍ୟକ୍ତି ବିଶେଷଙ୍କୁ ୧୦% ଟିକସ ଦେବାକୁ ପଡ଼ିବ। ପୂର୍ବରୁ ଏହା ୨୦% ଥିଲା। ତେବେ ୫ ଲକ୍ଷ ପର୍ଯ୍ୟନ୍ତ...

ବ୍ୟାଙ୍କ ବୁଡିଗଲେ ବି ମିଳିବ ୫ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ବ୍ୟାଙ୍କ ଜମାକୁ ନେଇ ସରକାର ବଡ ଘୋଷଣା କରିଛନ୍ତି। ବ୍ୟାଙ୍କ ବୁଡିଗଲେ ବି ଗ୍ରାହକଙ୍କର ୫ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ସୁରକ୍ଷିତ ରହିବ ବୋଲି ଏଥର ବଜେଟରେ ଘୋଷଣା କରାଯାଇଛି। ବ୍ୟାଙ୍କରେ ଟଙ୍କା ଜମା କରୁଥିବା...

ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ କେନ୍ଦ୍ରୀୟ ବଜେଟରେ ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ କ୍ଷେତ୍ରରେ...

ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ବ୍ୟୟ ବରାଦ

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଶିକ୍ଷା ବିକାଶ ଅନ୍ତର୍ଗତ ରାଷ୍ଟ୍ରୀୟ ପୋଲିସ ବିଶ୍ୱ...

ଜି-୨୦ ସମ୍ମିଳନୀ ପାଇଁ ବଜେଟରେ ଶହେ କୋଟିର ପ୍ରସ୍ତାବ

ନୂଆଦିଲ୍ଲୀ,୧।୨: କିଛିଦିନ ହେବ ଦେଶ ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଚଳିତ ବର୍ଷର ବଜେଟ ଉପରେ। କୃଷକ, ମଧ୍ୟବିତ୍ତ, ଟ୍ୟାକ୍ସ ପେୟର ସମସ୍ତଙ୍କ ନଜର ଶନିବାର ଉପସ୍ଥାପିତ ହେଉଥିବା ବଜେଟ ଉପରେ। ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri