ଜାତୀୟ

ଶାହାଙ୍କ ଉପରେ ବର୍ଷିଲେ ମମତା: ଦେଶରେ ନିଆଁ ଲଗାଅନି

କୋଲକାତା,୧୯।୧୨: ପଶ୍ଚିବବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାଗରିକତ୍ୱ ଆଇନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିଛନ୍ତି। ଶାହା ସିଏଏକୁ ନେଇ ଦେଶରେ ସୃଷ୍ଟି ହୋଇଥିବା ସ୍ଥିତି ସୁଧାରିବା ବଦଳରେ ନିଆଁକୁ ଲିଭାନ୍ତୁ। ଯଦି ଆଧାର ନାଗରିକତ୍ୱର ପ୍ରମାଣ ନୁହେଁ...

ସିଏଏର ବୈଧତା ପରଖିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୧୨,(ପି.ଟି./ଆଇଏଏନ୍‌ଏସ୍‌): ଦେଶବ୍ୟାପୀ ହିଂସାମତ୍କ ବିକ୍ଷୋଭର କାରଣ ପାଲଟିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ବୁଧବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତେବେ ଏହି ନବପ୍ରଣୀତ ଆଇନର ସାମ୍ବିଧାନିକ ବୈଧତା ଯାଞ୍ଚ କରିବା ଲାଗି ଅଦାଲତ ରାଜି...

ବାମପନ୍ଥୀଙ୍କ ଆନ୍ଦୋଳନ ଆଜି

ନୂଆଦିଲ୍ଲୀ,୧୯।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ବିରୋଧ କରି ବାମପନ୍ଥୀ ଦଳଗୁଡ଼ିକ ଗୁରୁବାର ଦେଶବ୍ୟାପୀ ବିକ୍ଷୋଭ କରିବେ। ସିପିଆଇ, ସିପିଆଇ(ଏମ୍‌ଏଲ୍‌) ଲିବରେଶନ୍‌, ଏଆଇବିଏଫ୍‌ ଏବଂ ଆର୍‌ଏସ୍‌ପି ଏହି ଆନ୍ଦୋଳନରେ ସାମିଲ ହେବେ। ସିପିଆଇଏମ୍‌...

ଦେଶକୁ ନୁହେଁ, ଆଇନକୁ ବିରୋଧ

ନୂଆଦିଲ୍ଲୀ,୧୯।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭ ଥମିବାର ନଁା ନେଉନାହିଁ। ଦିଲ୍ଲୀ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍‌ଆଇୟୁ) ଛାତ୍ରୀଛାତ୍ର ବୁଧବାର କ୍ୟାମ୍ପସ୍‌ର ଗେଟ୍‌ ନମ୍ବର ୭ ବାହାରେ ବିକ୍ଷୋଭ...

ଦେଶର ସ୍ଥିତିକୁ ନେଇ ଚିନ୍ତିତ: ପଦ୍ମଶ୍ରୀ ଫେରାଇବେ ଉର୍ଦ୍ଦୁ ଲେଖକ ମୁଜ୍‌ତବା ହୁସେନ

ହାଇଦ୍ରାବାଦ,୧୯।୧୨: ପ୍ରଖ୍ୟାତ ଉର୍ଦ୍ଦୁ ଲେଖକ, ବ୍ୟଙ୍ଗକାର ତଥା ସିତାର ବାଦକ ମୁଜ୍‌ତବା ହୁସେନ ତାଙ୍କୁ ମିଳିଥିବା ପଦ୍ମଶ୍ରୀ ପୁରସ୍କାର ସରକାରଙ୍କୁ ଫେରାଇଦେବେ। ନୂଆ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ସେ ଏହି ନିଷ୍ପତ୍ତି ନେଇଥିବା ହାଇଦ୍ରାବାଦରେ ଆୟୋଜିତ...

ସିଏଏ ନିଆଁରେ ଓଡ଼ିଆ ଯୁବକ

ନୂଆଦିଲ୍ଲୀ,୧୯।୧୨: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ଉଗ୍ରରୂପ ଧାରଣ କରିଛି। ଉତ୍ତର-ପୂର୍ବରେ ଆରମ୍ଭ ହୋଇଥିବା ଆନ୍ଦୋଳନର ନିଆଁ ପଶ୍ଚିମବଙ୍ଗ ଦେଇ ରାଜଧାନୀ ଦିଲ୍ଲୀକୁ ବ୍ୟାପିଥିବାବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ ଏହାର ଶିକାର ହୋଇଛନ୍ତି ଜଣେ...

ସାଇରସ ମିସ୍ତ୍ରି ପୁଣି ହେବେ ଟାଟା ଗ୍ରୁପ୍‌ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୮।୧୨: ନ୍ୟାଶନାଲ କମ୍ପାନୀ ଲ’ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ସାଇରସ ମିସ୍ତ୍ରିଙ୍କୁ ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ପୁଣି ଅବସ୍ଥାପିତ କରାଯାଇଛି। ଏଥିସହ ବର୍ତ୍ତମାନ ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରଶେଖରନ୍‌ଙ୍କ ନିଯୁକ୍ତିକୁ ବେଆଇନ ବୋଲି ଏନ୍‌ସିଏଲ୍‌ଏଟିି...

ଥରୁରଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବୁଧବାର ୨୩ଟି ଭାଷାରେ ଘୋଷଣା କରାଯାଇଛି। ୭ଟି କବିତା ସଂଗ୍ରହ, ୪ ଉପନ୍ୟାସ, ୬ କାହାଣୀ ସଂଗ୍ରହ, ୩ ନିବନ୍ଧ ସଂଗ୍ରହ, ଆତ୍ମକଥା ଏବଂ ଜୀବନୀକୁ ନେଇ ଏହି ସମ୍ମାନ ଦିଆଯାଇଥିବା ଜଣାପଡ଼ିଛି।...

ଅଭିଯୁକ୍ତଙ୍କୁ ସମୟ ମିଳିବାରୁ କୋର୍ଟରେ କାନ୍ଦିପକାଇଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ, ୧୮।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଅଭିଯୁକ୍ତଙ୍କ ମଧ୍ୟରୁ ଅକ୍ଷୟ ସିଂଙ୍କ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ ହେବା ପରେ ସମସ୍ତଙ୍କ ନଜର ପଟିଆଲା ହାଉସ କୋର୍ଟ ଉପରେ ରହିଥିଲା। କିନ୍ତୁ ବୁଧବାର କୋର୍ଟ ଦୋଷୀଙ୍କ ଡେଥ୍‌ ୱାରେଣ୍ଟ...

‘ସବ୍‌କା ସାଥ୍‌-ସବ୍‌କା ବିକାଶ’ ଏବେ ପାଲଟିଛି ‘ସବ୍‌କା ସର୍ବନାଶ’: ମମତା

କୋଲକାତା,୧୮।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ବୁଧବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହାଓଡାରେ ଏକ ରାଲିର ଆୟୋଜନ କରାଯାଇଥିଲା। ରାଲିକୁ ମମତା ସମ୍ବୋଧିତ କରି କହିଛନ୍ତି, ଭାଜପା ଦେଶରେ...

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର୍‌: ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା ଅଭିଯୋଗ; ପୋଲିସ ପକ୍ଷରୁ ସୂଚନା

ହାଇଦ୍ରାବାଦ୍‌,୧୮।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାରେ ସ୍ଥାନୀୟ ପୋଲିସ ପକ୍ଷରୁ ବିସ୍ଫୋରକ ବୟାନ ଦିଆଯାଇଛି। ଏନ୍‌କାଉଣ୍ଟର ହୋଇଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା କରିଥିବା ଅଭିଯୋଗ ରହିଥିବା ପୋଲିସ କହିଛି।...

ଏଡ଼ିସି ବ୍ୟାଙ୍କ ମାନହାନି ମାମଲା: ରଣଦୀପ୍‌ ସୁରଜଓ୍ବାଲାଙ୍କୁ ଜାମିନ୍‌

ନୂଆଦିଲ୍ଲୀ,୧୮।୧୨:ଏଡ଼ିସି ବ୍ୟାଙ୍କ ମାନହାନି ମାମଲାରେ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁରଜଓ୍ବାଲାଙ୍କ ଜାମିନ୍‌ ବୁଧବାର ମଞ୍ଜୁର ହୋଇଛି। ୧୫ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ମେଟ୍ରୋପଲିଟନ୍‌ କୋର୍ଟ ଏହା ମଞ୍ଜୁର କରିଛନ୍ତି। ଗୁଜରାଟ କଂଗ୍ରେସ ପ୍ରବକ୍ତା ମନିଷ ଦୋଷି ତାଙ୍କର ଜମାନତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri