ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବୁଧବାର ୨୩ଟି ଭାଷାରେ ଘୋଷଣା କରାଯାଇଛି। ୭ଟି କବିତା ସଂଗ୍ରହ, ୪ ଉପନ୍ୟାସ, ୬ କାହାଣୀ ସଂଗ୍ରହ, ୩ ନିବନ୍ଧ ସଂଗ୍ରହ, ଆତ୍ମକଥା ଏବଂ ଜୀବନୀକୁ ନେଇ ଏହି ସମ୍ମାନ ଦିଆଯାଇଥିବା ଜଣାପଡ଼ିଛି।...
ନୂଆଦିଲ୍ଲୀ, ୧୮।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଅଭିଯୁକ୍ତଙ୍କ ମଧ୍ୟରୁ ଅକ୍ଷୟ ସିଂଙ୍କ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ ହେବା ପରେ ସମସ୍ତଙ୍କ ନଜର ପଟିଆଲା ହାଉସ କୋର୍ଟ ଉପରେ ରହିଥିଲା। କିନ୍ତୁ ବୁଧବାର କୋର୍ଟ ଦୋଷୀଙ୍କ ଡେଥ୍ ୱାରେଣ୍ଟ...
କୋଲକାତା,୧୮।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ବୁଧବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହାଓଡାରେ ଏକ ରାଲିର ଆୟୋଜନ କରାଯାଇଥିଲା। ରାଲିକୁ ମମତା ସମ୍ବୋଧିତ କରି କହିଛନ୍ତି, ଭାଜପା ଦେଶରେ...
Page 4,162 of 4,761« First«...102030...4,1604,1614,1624,1634,164...4,1704,1804,190...»Last »
Archives
Model This Week
ପିଲାଙ୍କ ଧରିତ୍ରୀ