ଜାତୀୟ

ନିର୍ମାଣ ହେବ ପାରିକରଙ୍କ ବାୟୋପିକ୍‌

ମୁମ୍ବାଇ,୧୪।୧୨: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ଥିବା ସ୍ବର୍ଗତଃ ମନୋହର ପାରିକରଙ୍କ ଜୀବନିକୁ ନେଇ ଖୁବ୍‌ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ। ଏଥିପାଇଁ ପାରିକରଙ୍କ ପୁଅ ଉତ୍ପଳ ପାରିକର ମଞ୍ଜୁରୀ ଦେବା ସହ ଏକ ଏଗ୍ରିମେଣ୍ଟ ସାଇନ୍‌...

ନବବଧୂଙ୍କ ପିଆଜ ଚିନ୍ତା ଦୂର କଲେ ସମ୍ପର୍କୀୟ

ଝାନ୍ସି,୧୪।୧୨: ସାରା ଦେଶରେ ବର୍ଦ୍ଧିତ ପିଆଜ ଦରକୁ ନେଇ ବଜାରରେ ନିଆଁ ଲାଗିଛି। ଲୋକଙ୍କ ପାଇଁ ପିଆଜ ଏତେ ମୂଲ୍ୟବାନ ହୋଇଯାଇଛି ଯେ, ଏବେ ଏହାକୁ ଲୋକେ ଉପହାର ଭାବେ ଭେଟି ଦେଉଛନ୍ତି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି...

୧୫ ବର୍ଷର ପ୍ରତୀକ୍ଷା ପରେ ସେନାକୁ ମିଳିବ ଆସଲ୍ଟ ରାଇଫଲ୍‌: ଖର୍ଚ୍ଚ ହେବ ୬୩୮ କୋଟି

ନୂଆଦିଲ୍ଲୀ,୧୪।୧୨: ଭାରତୀୟ ସେନାକୁ ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ୨୦୨୦ ଫେବୃୟାରୀରେ ଆମେରିକାରେ ନିର୍ମିତ ଆସଲ୍ଟ ରାଇଫଲ୍‌ ମିଳିବ। ପ୍ରଥମ ପର୍ଯ୍ୟାୟରେ ଆମେରିକା କମ୍ପାନୀ ଏସ୍‌ଆଇଜି ସାଉୟେର ୧୦ ହଜାର ଆସଲ୍ଟ ଏସ୍‌ଆଇଜି-୭୧୬ ରାଇଫଲ ଯୋଗାଇ ଦେବ। ଭାରତକୁ...

ଗୋଟିଏ ପିଆଜର ଦାମ୍‌ ୬୦ଟଙ୍କା: କିଣିବାକୁ ଗ୍ରାହକ ଆଗ୍ରହୀ

ସିରସା,୧୪।୧୨: ଦେଶର ବିଭିନ୍ନ ରାଜ୍ୟରେ ଏବେ ପିଆଜ ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଏହାର ବର୍ଦ୍ଧିତ ମୂଲ୍ୟ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏବେ କିନ୍ତୁ ହରିୟାଣାର ସିରସାରେ ବିକ୍ରି ହେଉଥିବା ଏକ ନିଆରା ପିଆଜ ସମସ୍ତଙ୍କ...

ଉତ୍ତର ପୂର୍ବ ଭାରତରେ ହିଂସାକୁ ଦେଖି ଆମେରିକା, ଫ୍ରାନ୍ସ , ବ୍ରିଟେନ ଜାରି କଲେ ଆଡଭାଇଜରୀ

ନୂଆଦିଲ୍ଲୀ,୧୪।୧୨: ନାଗରିକତା ସଂଶୋଧନ ନିୟମ(ସିଏଏ) ହେବା ପରେ ଉତ୍ତର ପୂର୍ବ ରାଜ୍ୟରେ ଦେଖାଦେଇଥିବା ହିଂସା ପରିସ୍ଥିତି ସାମାନ୍ୟ ହେବାରେ ଲାଗିଛି। ସରକାର ଗୁଆହାଟୀରେ ଲଗାଇଥିବା କର୍ଫ୍ୟୁକୁ କୋହଳ ମଧ୍ୟ କରି ଦେଇଛନ୍ତି। ଶନିବାର ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ କର୍ଫ୍ୟୁରେ...

ପ୍ରଥମ ସାମୁଦ୍ରିକ କବରଖାନା

କୋଝିକୋଡ: ସମୁଦ୍ରର ଅଥଳ ଜଳରାଶିଠାରୁ ଆରମ୍ଭ କରି ଏଭେରଷ୍ଟ, ଆମାଜନର ଘଞ୍ଚ ଜଙ୍ଗଲରୁ ସାହାରାର ବିସ୍ତୀର୍ଣ୍ଣ ମରୁପ୍ରାନ୍ତ ଯାଏ ସବୁଠି ମନୁଷ୍ୟକୃତ ଆବର୍ଜନାର ପାହାଡ଼। ଜାଣତ କିମ୍ବା ଅଜାଣତରେ ପ୍ରାକୃତିକ ପରିବେଶରେ ଏପରି ହସ୍ତକ୍ଷେପ ଏବେ ମଣିଷ ଜାତି ପାଇଁ...

କ୍ୟାନ୍‌ସର ଦୂରକରେ ଚା

ନୂଆଦିଲ୍ଲୀ: ଶୀତଦିନେ ଚା’ର ମଜା ନିଆରା। ଏମିତିକି ଭାରତରେ ଲୋକମାନେ କପେ ଚା’କୁ ଅନେକ ଗୁଡ଼ିଏ ସମସ୍ୟାର ସମାଧାନ ବୋଲି ଭାବନ୍ତି। ଥକାପଣ ମେଣ୍ଟାଇବା, ଥଣ୍ଡା ଆଦି ସମସ୍ୟା ଦୂରେଇବା ଏପରିକି ଅନେକେ ମୁଣ୍ଡବିନ୍ଧା ହେଲେ ପ୍ରଥମେ ଚା ପିଇବାକୁ...

ସଞ୍ଜୟ ଗାନ୍ଧୀଙ୍କ ୭୩ ତମ ଜୟନ୍ତୀ: ବିଜ୍ଞାପନରୁ ମାନେକା ଗାନ୍ଧୀଙ୍କୁ ଭଲ ପାଇ ବସିଥିଲେ

ନୂଆଦିଲ୍ଲୀ,୧୪।୧୨: ସଞ୍ଜୟ ଗାନ୍ଧୀଙ୍କ ୭୩ ତମ ଜୟନ୍ତୀ ଶନିବାର ପାଳିତ ହେଉଛି। ଏନେଇ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କ ସମେତ ବହୁ ରାଜନେତା ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୧୪ରେ ସଞ୍ଜୟଙ୍କ ଜନ୍ମ ଦିଲ୍ଲୀରେ ହୋଇଥିଲା।...

‘ଭାରତ ବଚାଓ’ ରାଲି ପାଇଁ ପ୍ରସ୍ତୁତ ରାମଲିଳା ମଇଦାନ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସର ‘ଭାରତ ବଚାଓ’ ରାଲି ପାଇଁ ନୂଆଦିଲ୍ଲୀର ରାମଲିଳା ମଇଦାନରେ ସମସ୍ତ ପ୍ରସ୍ତୁତି ସରିଛି। ସେଠାରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ର ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବଡ...

ରାମ ମନ୍ଦିର ନିର୍ମାଣ ପାଇଁ ପ୍ରତି ପରିବାରରୁ ୧୧ଟଙ୍କା ମାଗିଲେ ଯୋଗୀ

ରାଞ୍ଚି,୧୪।୧୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବୟାନ ଏବେ ବିବାଦ ମଧ୍ୟକୁ ଚାଲିଯାଇଛି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ପାଇଁ ଯାଇଥିବା ଯୋଗୀ ଆଦିତ୍ୟନାଥ ବାଗୋଦରରେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ ପ୍ରତି ପରିବାରଙ୍କଠାରୁ ରାମ...

ସୋମବାର ଝାଡ଼ଖଣ୍ଡରେ ଚତୁର୍ଥ ପର୍ଯ୍ୟାୟ ମତଦାନ: ୧୫ ଆସନରେ ୨୨୧ ପ୍ରାର୍ଥୀ

ରାଞ୍ଚି, ୧୪।୧୨: ସୋମବାର ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ୧୫ଟି ଆସନ ଲାଗି ମତଦାନ କରାଯିବ। ନିର୍ବାଚନ ମଇଦାନରେ ୨୧୧ ଜଣ ପ୍ରାର୍ଥୀଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ...

ଥରିଲା ମହାରାଷ୍ଟ୍ର

ପାଲଘର,୧୪।୧୨: ମହାରାଷ୍ଟ୍ରରେ ଶନିବାର ସକାଳେ ଏକ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୮ ସକାଳ ପ୍ରାୟ ୫ଟା ୨୨ରେ ଏହି ଭୂକମ୍ପ ହୋଇଛି। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୩ଟି ମୃଦୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri