ଜାତୀୟ

ଭାରତ ସରକାର କାହାକୁ ଦିଅନ୍ତି ଅଧିକ ଦରମା? ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନା ରାଜ୍ୟପାଳ, ମୋଦିଙ୍କୁ ମିଳେ…

ଜାଣନ୍ତି କି ଭାରତ ସରକାର କେଉଁ ବ୍ୟକ୍ତିଙ୍କୁ ସର୍ବାଧିକ ଦରମା ପ୍ରଦାନ କରନ୍ତି? ସେ କେଉଁ ପଦବୀରେ ରହିଥାନ୍ତି ଏବଂ କେତେ ଟଙ୍କା ଦରମା ପାଆନ୍ତି। ସରକାରଙ୍କଠାରୁ ଦରମା ନେବା ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ପଞ୍ଚମ ସ୍ଥାନରେ ଅଛନ୍ତି। ପ୍ରଧାନ ବିଚାରପତି,...

‘ହେଲୋ ଫର୍ମ ମେଲୋଦି ଟିମ୍‌’ ଭାଇରାଲ ହେଉଛି ମେଲୋନିଙ୍କ ସହ ମୋଦିଙ୍କ ଭିଡିଓ

ନୂଆଦିଲ୍ଲୀ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଶେଷ ହୋଇଛି। ହେଲେ ସମ୍ମିଳନୀର କିଛି ଏପରି ଦୃଶ୍ୟକୁ କେହି ନଜରଅନ୍ଦାଜ କରିପାରି ନାହାନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ଆୟୋଜିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମେଲୋନିଙ୍କ...

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି 

ପାଟନା,୧୫।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ସକାଳେ ତାଙ୍କ ହାତରେ ଯନ୍ତ୍ରଣା ହୋଇଥିଲା। ପରେ ଏହା ଅତ୍ୟଧିକ ହେବା ପରେ ତାଙ୍କୁ ପାଟନାର ମେଦାନ୍ତା...

ବଦ୍ରିନାଥ ଯାଉଥିବା ବେଳେ ଅଳକାନନ୍ଦା ନଦୀକୁ ଖସିଲା ଟାଭେଲର୍‌; ୧୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ, ୮ ଗୁରୁତର

ଡେରାଡୁନ,୧୫।୬: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଗୁରୁତର ଆହତ ହୋଇଛନ୍ତି। ସୂଚନାନୁଯାୟୀ,ତେବେ ଦୁର୍ଘଟଣା ସମୟରେ...

କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଆଗୁଆ ଟଙ୍କା ଉଠାଣ ସୁବିଧା ବନ୍ଦ କଲା EPFO !

ନୂଆଦିଲ୍ଲୀ,୧୫।୬: ସମଗ୍ର ଦେଶରେ କରୋନା ମହାମାରୀ ସମୟରେ ଦିଆଯାଇଥିବା କୋଭିଡ୍‌ ଅଗ୍ରୀମ ଟଙ୍କା ଉଠାଇବା ସୁବିଧାକୁ ବର୍ତ୍ତମାନ ବନ୍ଦ କରିଛି ଇପିଏଫ୍‌ଓ। ଦେଶରେ ଏବେ କରୋନା ପ୍ରଭାବ ନ ଥିବାରୁ ଏହି ସୁବିଧା ବନ୍ଦ କରି ଦିଆଯାଇଛି । ତେବେ...

ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର, ଜଣେ ଯବାନ ସହିଦ

ମାଲକାନଗିରି,୧୫।୬( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି ।...

ଓ୍ବାୟନାଡରୁ ନିର୍ବାଚନ ଲଢିବେ କି ପ୍ରିୟଙ୍କା? ଇସାରାରେ ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୧୫।୬: ଲୋକ ସଭା ନିର୍ବାଚନରେ କଂଗ୍ରେସ ନିଜର ଆସନ ବୃଦ୍ଧି କରିଛି। ଏଥର ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କେରଳର ଉଭୟ ୱାୟନାଡ ଲୋକ ସଭା ଆସନ ଏବଂ ଉତ୍ତରପ୍ରଦେଶର ରାଏବରେଲିରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ସେ...

ୟୁଟ୍ୟୁବର ଏହି ଥମ୍ବନେଲରେ ହେବ ଖୁବ ରୋଜଗାର, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧୫।୬: ୟୁଟ୍ୟୁବର୍ସ ଏହାର କ୍ରିଏଟରଙ୍କୁ ଧ୍ୟାନରେ ରଖି ୟୁଟ୍ୟୁବ ‘ଥମ୍ବନେଲ ଟେଷ୍ଟ ଆଣ୍ଡ କମ୍ପେୟାର’ ନାମକ ଏକ ନୂତନ ଉପକରଣ ବାହାର କରିଛି। ୟୁଟ୍ୟୁବ ବ୍ୟବହାରକାରୀଙ୍କ ପାଇଁ ଅନେକ ନୂତନ ଅପଡେଟ ଆଣିସାରିଛ। ଥମ୍ବନେଲ ଟେଷ୍ଟ ଆଣ୍ଡ କମ୍ପେୟାର ଏକ...

କାହିଁକି ବିହାର ଯିବାକୁ ତରବର ହେଉଛନ୍ତି ମୋଦି, ନିଆଯାଇପାରେ କି ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଲାଭ ଲଶ୍କରଙ୍କ ସହ ଜୁନ ୧୯ରେ ରାଜଗିର ଆନ୍ତର୍ଜାତୀୟ ନାଲନ୍ଦା ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦେବେ। ସୂଚନାନୁସାରେ, ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ ଭାବେ ନିର୍ମିତ କ୍ୟାମ୍ପସର ଉଦଘାଟନୀ ସମାରୋହରେ ମୋଦି ପହଞ୍ଚିବାର ସମ୍ଭାବନା ରହିଛି।...

ଯେ କୌଣସି ମୁହୂର୍ତ୍ତରେ ଭାଙ୍ଗିଯିବ ଏନଡିଏ ସରକାର, ଖାର୍ଗେଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୧୫।୬: ଲୋକ ସଭା ନିର୍ବାଚନର ଫଳାଫଳ ପରେ କଂଗ୍ରେସର ମନୋବଳ ଅଧିକ ଶକ୍ତିଶାଳୀ ହୋଇଛି। ଯଦିଓ ଏନଡିଏ ମିଳିତ ମଞ୍ଚ ସରକାର ଗଠନ କରିଛି, I.N.D.I. ମିଳିତ ମଞ୍ଚ ୨୩୪ ଟି ଆସନ ଜିତିବାରେ ସଫଳ ହୋଇଛି। ନୀତୀଶ କୁମାରଙ୍କ...

ପିତା ୟେଦୁରପ୍ପାଙ୍କ ଉପରେ ଲାଗିଥିବା ଯୌନ ଉତ୍ପୀଡ଼ନ ଅଭିଯୋଗକୁ ନେଇ ପ୍ରଥମ ପ୍ରତିକ୍ରିୟା ଦେଲେ ପୁଅ

ବେଙ୍ଗାଲୁରୁ,୧୫।୬: ପୋକସୋ ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁୟୁରପ୍ପାଙ୍କୁ ଗିରଫ କରିବାରେ ସିଆଇଡି ରୋକିବାରୁ କର୍ନାଟକ ହାଇକୋର୍ଟ ପ୍ରତିକ୍ରିୟା ପ୍ରକାଶ କରି ତାଙ୍କ ପୁଅ ବିଓ୍ବାଇ ବିଜୟେନ୍ଦ୍ର ଶୁକ୍ରବାର କହିଛନ୍ତି ଯେ ନ୍ୟାୟ ମନ୍ଦିରରେ ସତ୍ୟର ଜୟ ହେବ। POCSO...

ହାଇ ସ୍ପିଡ ରେଲ ପରିଯୋଜନାକୁ ନେଇ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ/ଆପୁଲିଆ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ ଜି -୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କୁ ଭେଟିଥିଲେ। ଏହି ଦୁଇ ନେତା ଭାରତରେ ପାଞ୍ଚ ଟ୍ରିଲିୟନ ୟେନ ବିନିଯୋଗରେ ମୁମ୍ବାଇ-ଅହମ୍ମଦାବାଦ ହାଇ ସ୍ପିଡ ରେଳ ପ୍ରକଳ୍ପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri