ଜାତୀୟ

ଏନ୍‌ଏଚ୍‌ଆର୍‌ସିର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୧୨(ପି.ଟି.): ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ ଅଭିଯୁକ୍ତଙ୍କୁ ପୋଲିସ ଗୁଳିକରି ମାରିଦେବା ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ନିଜଆଡୁ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌କାଉଣ୍ଟର ଚିନ୍ତାର ବିଷୟ ଏବଂ...

ଲୋକ ସଭା ଦିନକ ପାଇଁ ମୁଲତବୀ

ନୂଆଦିଲ୍ଲୀ,୭ା୧୨(ପି.ଟି.): ଉନ୍ନାଓ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହୁଥିବାବେଳେ ଦୁଇ କଂଗ୍ରେସ ଏମ୍‌ପି ତାଙ୍କ ପ୍ରତି ଧମକପୂର୍ଣ୍ଣ ଆକ୍ଷେପ କରିବାରୁ ଭାଜପା ଓ ଅନ୍ୟ ଦଳର ସଦସ୍ୟମାନେ କ୍ଷମାମାଗିବା ପାଇଁ ଅଡିବସିବାରୁ ଗୃହ ଅଚଳ ହୋଇଥିଲା। ଫଳରେ ଗୃହରେ ଅଧ୍ୟକ୍ଷତା...

ଭାଜପା ସପକ୍ଷରେ ଏକ୍‌ଜିଟ ପୋଲ୍‌ ରିପୋର୍ଟ

ବେଙ୍ଗାଲୁରୁ, ୭ା୧୨: କର୍ନାଟକର ୧୫ ବିଧାନସଭା ଆସନ ଲାଗି ଗୁରୁବାର ଭୋଟଗ୍ରହଣ କରାଯାଇଥିବାବେଳେ ଏକ୍‌ଜିଟ ପୋଲ ସର୍ଭେ ରିପୋର୍ଟରେ ଫଳାଫଳ ଭାଜପା ସପକ୍ଷରେ ଯିବ ବୋଲି ମତ ଦେଇଛି। ସ୍ଥାନୀୟ କନ୍ନଡ ନ୍ୟୁଜ୍‌ ଚ୍ୟାନେଲ ପାଓ୍ବାର ଟିଭି ପକ୍ଷରୁ ଭାଜପାକୁ...

ବିଫଳତାରୁ ଧ୍ୟାନ ହଟାଇବାକୁ ଉଦ୍ୟମ

ନୂଆଦିଲ୍ଲୀ,୭ା୧୨(ପି.ଟି.): କୌଣସି ପରିସ୍ଥିତିରେ ବି ପୋଲିସ ଭିଡ଼ହିଂସାକାରୀ ଉତ୍ତ୍ୟକ୍ତ ଲୋକଙ୍କ ଭଳି କାର୍ଯ୍ୟ କରିପାରିବ ନାହିଁ ବୋଲି ଅଧିକାର କର୍ମୀମାନେ କହିଛନ୍ତି। ମହିଳାମାନଙ୍କ ଅଧିକାରକୁ ସୁରକ୍ଷା ଦେବାରେ ସରକାରଙ୍କ ବିଫଳତାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ଏନ୍‌କାଉଣ୍ଟର ଏକ ଉଦ୍ୟମ...

ପ୍ରଶ୍ନ ଘେରରେ ଏନ୍‌କାଉଣ୍ଟର

୨୦୧୨ ଡିସେମ୍ବର ୧୬ ନିର୍ଭୟା ଗଣବଳାତ୍କାର ଓ ହତ୍ୟାକାଣ୍ଡକୁ ୭ ବର୍ଷ ପୂରିବାକୁ ଯାଉଛି। ଏହି ମାମଲାର ଦୋଷୀମାନଙ୍କୁ ଫାଶୀଖୁଣ୍ଟ ଅପେକ୍ଷା କରିଥିବାବେଳେ ଗତ ୨୭ରେ ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ପୋଡ଼ିଦିଆଯାଇଛି। ୨୮ରେ...

ଆଖି ବୁଜିଲେ ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ,୭।୧୨: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଯାଇଛନ୍ତି ଉନ୍ନାଓର ଗଣବଳାତ୍କାର ପୀଡ଼ିତା। ୨୩ ବର୍ଷୀୟା ଯୁବତୀଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଥିବାରୁ ତାଙ୍କୁ ଗୁରୁବାର ରାତିରେ ଲକ୍ଷ୍ନୌରୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ଅଣାଯାଇଥିଲା। ସଫ୍‌ଦରଜଙ୍ଗ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

ମୋତେ ଘଟଣା ସ୍ଥଳକୁ ନେଇ ମାରି ଦିଆଯାଉ: ଅଭିଯୁକ୍ତଙ୍କ ସ୍ତ୍ରୀ

ହାଇଦ୍ରାବାଦ,୬।୧୨: ପୋଲିସ ଏନ୍‌କାଉଣ୍ଟରରେ ଶୁକ୍ରବାର ହାଇଦ୍ରାବାଦ ଗଣବଳାତ୍କାର ଘଟଣାର ଅଭିଯୁକ୍ତମାନଙ୍କ ମୃତ୍ୟୁ ହୋଇଛି। ଏବେ ଏହାକୁ ନେଇ ଜଣେ ଅଭିଯୁକ୍ତଙ୍କ ସ୍ତ୍ରୀ କହିଛନ୍ତି ଯେଉଁଠି ପୋଲିସ ମୋ ସ୍ବାମୀଙ୍କୁ ମାରିଛି ସେଇଠି ମୋତେ ବି ନେଇ ମାରି ଦିଆଯାଉ। ସୂଚନା...

ଏମିତି ପରିବାରଙ୍କୁ ସହଯୋଗ ଦରକାର: ପୀଡିତାଙ୍କ ପିତା

ହାଇଦ୍ରାବାଦ,୬।୧୨: ଦେଶର ସବୁଠାରୁ ଚର୍ଚ୍ଚିତ ଖବର ହାଇଦ୍ରାବାଦ ଏନ୍‌କାଉଣ୍ଟରକୁ ନେଇ ଏବେବି ଆଲୋଚନା ଜାରି ରହିଛି। ପୋଲିସର କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା ମିଳୁଛି। ଏତିକି ବେଳେ ପୀଡିତାଙ୍କ ପିତା କହିଛନ୍ତି ନ୍ୟାୟ ମିଳିଲା, ମୋତେ କିନ୍ତୁ ମୋ ଝିଅ...

ବାବା ନିତ୍ୟାନନ୍ଦଙ୍କ ପାସପୋର୍ଟ ରଦ୍ଦ

ନୂଆଦିଲ୍ଲୀ,୬।୧୨: ମୋଦି ସରକାରଙ୍କ ସମୟରେ ବିବାଦରେ ଥିବା ଆତ୍ମ ଘୋଷିତ ବାବା ନିତ୍ୟାନନ୍ଦଙ୍କ ପାସପୋର୍ଟ ରଦ୍ଦ କରାଯାଇଛି। ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର ଏ ନେଇ ସୂଚନା ଦେଇଛନ୍ତି। ଏହାସହ ସେ ନୂଆ ପାସପୋର୍ଟ ପାଇଁ ଯେଉଁ...

ଉନ୍ନାଓ ପୀଡିତାଙ୍କ ପରିବାରଙ୍କୁ ଜୀବନରୁ ମାରିଦେବାକୁ ମିଳିଲା ଧମକ

ଉନ୍ନାଓ,୬।୧୨: ଉତ୍ତରପ୍ରଦେଶ ଉନ୍ନାଓରେ ଜଣେ ଗଣବଳାତ୍କାର ପୀଡ଼ିତାଙ୍କୁ ନିଆଁ ଲଗାଇ ମାରିଦେବାକୁ ଉଦ୍ୟମ କରାଯାଇଥିଲା। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଚିକିତ୍ସା କରାଯାଉଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ଏବେ ତାଙ୍କ ପରିବାରବର୍ଗଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି।...

ପୋଲିସ ହାତରୁ ବନ୍ଧୁକ ଛଡାଇ ନେଇଥିଲେ ଅଭିଯୁକ୍ତ: କମିଶନର

ହାଇଦ୍ରାବାଦ,୬।୧୨: ଏବେ ସାରା ଦେଶରେ ଚର୍ଚ୍ଚିତ ଖବର ପାଲଟିଛି ହାଇଦ୍ରାବାଦ ଏନ୍‌କାଉଣ୍ଟର। ଏହାକୁ ନେଇ ଶୁକ୍ରବାର ଅପରାହ୍ନରେ ସାଇବରାବାଦ ପୋଲିସ କମିଶନର ଭିସି ସାଜନର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି କହିଛନ୍ତି ଅଭିଯୁକ୍ତମାନେ ପୋଲିସଠାରୁ ବନ୍ଧୁକ ଛଡାଇ ନେଇ...

ହାଇଦ୍ରାବାଦ ଏନ୍‌କାଉଣ୍ଟରରେ ସାମିଲ ହୋଇଥିବା ପୋଲିସଙ୍କୁ ମିଳିବ ଏକ ଲକ୍ଷ ଟଙ୍କା ପୁରସ୍କାର

ହିସାର,୬।୧୨: ହାଇଦ୍ରାବାଦ ବଳାତ୍କାର ଓ ହତ୍ୟା ମାମଲାରେ ସଂପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଶୁକ୍ରବାର ଏନ୍‌କାଉଣ୍ଟର କରାଯାଇଛି। ଏହି ଏନ୍‌କାଉଣ୍ଟରରେ ସାମିଲ ଥିବା ସସସ୍ତ ପୋଲିସ କର୍ମଚାରୀଙ୍କୁ ଏକ ଫାଉଣ୍ଡେଶନ୍‌ ଏକ ଲକ୍ଷ ଟଙ୍କା ଦେବ ବୋଲି ଘୋଷଣା କରିଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri