ଜାତୀୟ

ହୋମଗାର୍ଡ ଦୁର୍ନୀତିରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୩।୧୨: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ହୋମଗାର୍ଡ ବିଭାଗରେ ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। ଉକ୍ତ ବିଭାଗରେ ପୋଲିସ କର୍ମଚାରୀ ମିଛ ଉପସ୍ଥାପନ ଦେଖାଇ କୋଟି କୋଟି ଟଙ୍କା ହଡପ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩।୧୨: ପାକିସ୍ତାନ ବାରମ୍ବାର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ମଙ୍ଗଳବାର ପୁଣି ଥରେ ଜମ୍ମୁ-କଶ୍ମୀରର ପୁଞ୍ଛ ସେକ୍ଟରର କିର୍‌ନିରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ବର୍ଷଣ କରିଛନ୍ତି। ଏହାର ପାଲଟା ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିଚାଳନା କରାଯାଇଛି।...

ରାଜନାଥଙ୍କ ଗାଡ଼ି ସାମ୍ନାକୁ ଆସି ମୋଦିଙ୍କୁ ଭେଟିବାକୁ କହିଲେ ଯୁବକ

ନୂଆଦିଲ୍ଲୀ,୩।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ସୁରକ୍ଷାରେ ଅବହେଳା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ସଂସଦ ଭବନ ବାହାରେ ରାଜନାଥଙ୍କ ଗାଡ଼ି ସମ୍ମୁଖକୁ ହଠାତ୍‌ ଆସି ଜଣେ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଖା କରିବାକୁ ଚାହୁଁଛନ୍ତି ବୋଲି କହିଥିଲେ। ଏହାପରେ...

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କ ନିୟମକୁ ମାନିବେ ନାହିଁ ବୋଲି କହିଛନ୍ତି। ରାଜ୍ୟରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ସେ ସଫା ସଫା କହିଦେଇଛନ୍ତି। ଜାତି ଓ ଧର୍ମ...

ମଧ୍ୟପ୍ରଦେଶରେ ବଳାତ୍କାରର ଶିକାର ହେଲେ ୪ବର୍ଷର ଶିଶୁ

ଇନ୍ଦୋର,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳତ୍କାର ପରେ ହତ୍ୟା ଘଟଣା ଥମି ନ ଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶରେ ଜଣେ ୪ବର୍ଷର ଶିଶୁକୁ ବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ...

ଦୁଇ ବର୍ଷରେ ଥରେ ବଢୁଛି ପିଆଜର ଦାମ୍‌

ନୂଆଦିଲ୍ଲୀ,୩।୧୨: ଏବେ ଦେଶର ଅଧିକାଂଶ ଭାଗରେ ପିଆଜର ଦର ଯେଉଁଭଳି ଭାବେ ବଢିଛି ତାହା ସମସ୍ତଙ୍କ ଆଖିରେ ଏକ ପ୍ରକାର ଲୁହ ଆଣି ଦେଇଛି ବୋଲି ଆଲୋଚନା ହେଉଛି। କାରଣ ପିଆଜର କିଲୋ ପିଛା ଦାମ୍‌ ଶହେ ଟଙ୍କାରେ ପହଞ୍ଚିଛି।...

ବିବାହକୁ ଆସିଥିବା ବରଯାତ୍ରୀଙ୍କୁ ଉପହାରରେ ଦିଆଗଲା ହେଲମେଟ୍‌

ନୂଆଦିଲ୍ଲୀ, ୩।୧୨: ସାଧାରଣତଃ ବରଯାତ୍ରୀଙ୍କୁ କନ୍ୟାଘର ପକ୍ଷରୁ ବିଭିନ୍ନ ପ୍ରକାର ଖାଦ୍ୟରେ ଆପାୟିତ କରାଯାଏ। କିନ୍ତୁ ନୂଆଦିଲ୍ଲୀର ଲକ୍ଷ୍ମଣଗଡରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ଏହାରେ ପୁଅ ଘରୁ ଆସିଥିବା ବରଯାତ୍ରୀଙ୍କୁ କନ୍ୟା ଘର ପକ୍ଷରୁ ହେଲମେଟ୍‌ ଉପହାର...

ମନମୋହନ ସିଂଙ୍କ ସରକାରରେ ଶେଷଥର ପାଇଁ ବଳାତ୍କାରୀଙ୍କୁ ମିଳିଥିଲା ଫାଶୀ: ଗତ ୧୫ ବର୍ଷରେ ୪ ଲକ୍ଷ ମାମଲା; ପ୍ରତିଘଣ୍ଟାରେ ୫ ଜଣ ହେଉଛନ୍ତି ଶିକାର

ନୂଆଦିଲ୍ଲୀ,୩।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା ପାଣିର ଗାର ପାଲଟିଛି। ମହିଳାଙ୍କ ସୁରକ୍ଷା ପ୍ରତିଶ୍ରୁତି ପ୍ରବଞ୍ଚନା ପାଲଟିଛି ବୋଲି ବିରୋଧୀ ଦଳ ଅଭିଯୋଗ କରିଛନ୍ତି। ଏକ ରିପୋର୍ଟ ଅନୁସାରେ ଶେଷ ଥର ପାଇଁ ପ୍ରଧାନମନ୍ତ୍ରୀ ମନମୋହନ...

ଆର୍‌ଜେଡି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଲାଲୁ

ପାଟନା,୩।୧୨: ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଭାବେ ପୁଣିଥରେ ବିନା ପ୍ରତିଦ୍ୱନ୍ଦିରେ ନିର୍ବାଚିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ। ୧୧ ଥର ଲାଗି ଲାଲୁ ଆର୍‌ଜେଡି ଅଧ୍ୟକ୍ଷ ପଦରେ ବସିଛନ୍ତି। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଡିସେମ୍ବର...

ବଦଳିଲା ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ପଦ୍ଧତି

ନୂଆଦିଲ୍ଲୀ,୩।୧୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌) ପକ୍ଷରୁ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ପରୀକ୍ଷା ପଦ୍ଧତିରେ ପରିବର୍ତ୍ତନ ଅଣାଯାଇଛି। ପ୍ରତି ବିଷୟରେ ଏଣିକି ୧ ନମ୍ବର ବିଶିଷ୍ଟ ୨୫ଟି ମଲ୍ଟିପୁଲ୍‌ ଚଏସ୍‌ ପ୍ରଶ୍ନ ରହିବ। ଏହା ସହିତ ୩୩ ପ୍ରତିଶତ...

ଗର୍ଭରେ ପିଲାଙ୍କୁ ସଂସ୍କାରି କରିବା ପାଇଁ ଏହି ରାଜ୍ୟ ସରକାର ଆପଣାଇଲେ ନିଆରା ପଦକ୍ଷେପ

ଲକ୍ଷ୍ନୌ,୩।୧୨: ମହିଳାଙ୍କ ଗର୍ଭରେ ବଢ଼ୁଥିବା ପିଲାଙ୍କ ଭିତରେ ସଂସ୍କାର ଆଣିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ନିଆରା ପଦକ୍ଷେପ ଆପଣାଇଛନ୍ତି। କାନପୁରର ଛତ୍ରପତି ସାହୁଜି ମହାରାଜ ବିଶ୍ୱବିଦ୍ୟାଳୟ (ସିଏମ୍‌ଜେଏମ୍‌ୟୁ) ପକ୍ଷରୁ ଏନେଇ ଏକ ଅଭିଯାନ ଆରମ୍ଭ କରାଯାଇଛି। ଗର୍ଭାବସ୍ଥାରେ ଶିଶୁଙ୍କୁ...

ସଙ୍କଟରେ ଦେଶର ଅର୍ଥବ୍ୟବସ୍ଥା; ଭାଜପା ପାଇଁ ଭଗବାନ ଭରସା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୩।୧୨: ଦେଶର ଅର୍ଥବ୍ୟବସ୍ଥା ସଙ୍କଟରେ ରହିଛି। ଏନେଇ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସରକାର ଏଭଳି ସ୍ଥିତିରେ ସୁଧାର ଆଣି ନ ପାରିଲେ ଭାଜପାକୁ ଭଗବାନଙ୍କ ଭରସାରେ ଛାଡ଼ିଦେବା ଆବଶ୍ୟକ ବୋଲି ସ୍ବାମୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri