ଜାତୀୟ

ମୋଦି-ଶାହ ଅନୁପ୍ରବେଶକାରୀ କହିଲେ ଅଧିର ରଞ୍ଜନ: ଲୋକସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଅନୁପ୍ରବେଶକାରୀ ବୋଲି  କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ କହିଛନ୍ତି। ସେମାନେ ଗୁଜରାଟରୁ ଦିଲ୍ଲୀରେ ଅନୁପ୍ରବେଶ କରିଛନ୍ତି। ଏବେ ଦେଶସାରା ଏନ୍‌ଆର୍‌ସି ଲାଗୁ କରିବା ଲାଗି ସେମାନେ...

ପ୍ରିୟଙ୍କା ଗାନ୍ଧୀଙ୍କୁ ଭୁଲିଗଲେ କଂଗ୍ରେସ ନେତା: କହିଲେ ପ୍ରିୟଙ୍କା ଚୋପ୍ରା ଜିନ୍ଦାବାଦ

ନୂଆଦିଲ୍ଲୀ,୨।୧୨: ଏବେ ସୋସିଆଲ ମିିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କେତେଜଣ କଂଗ୍ରେସ କର୍ମୀ ଓ ନେତାଙ୍କୁ ଦେଖିବାକୁ ମିଳିଛି। ଏଥିରେ କିନ୍ତୁ ପ୍ରିୟଙ୍କା ଚୋପ୍ରା ଜିନ୍ଦାବାଦ ବୋଲି କୁହାଯାଉଛି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ତେବେ...

ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପକ୍ଷରୁ କଡ଼ା ଜବାବ: ୬ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ

ଶ୍ରୀନଗର,୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ଜାରି ରହିଥିଲା। ତେବେ ଭାରତୀୟ ସେନା ପକ୍ଷରୁ ଶାହପୁର...

ବୁଲେଟ୍‌ ଟ୍ରେନ୍‌ ପରିଯୋଜନାର ସମୀକ୍ଷା କରିବେ ଉଦ୍ଧବ ସରକାର

ମୁମ୍ବାଇ,୨।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ବସିବା ପରେ ଉଦ୍ଧବ ଠାକରେ ବୁଲେଟ୍‌ ଟ୍ରେନ୍‌ ପରିଯୋଜନା ସହ ମହାରାଷ୍ଟ୍ରର ଅନ୍ୟ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ବୁଲେଟ୍‌ ଟ୍ରେନ୍‌ ପରିଯୋଜନାକୁ କୃଷକ ଓ ଅନୁସୂଚିତ ଜନଜାତି...

ତାମିଲନାଡୁରେ ପ୍ରବଳ ବର୍ଷା: କାନ୍ଥ ଭୂଷୁଡି ୧୫ ମୃତ

ମେଟୁପାଲୟମ୍‌,୨।୧୨: ତାମିଲନାଡୁରେ ରବିବାର ପ୍ରବଳ ବର୍ଷା ହୋଇଛି। ଏହା ଫଳରେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ସୋମବାର ସକାଳେ ଏହି ବର୍ଷା ଫଳରେ ମେଟୁପାଲୟମ୍‌ର ନାଦୁର କନ୍ନାପନ ଲେଆଉଟ୍‌ଠାରେ ଏକ କାନ୍ଥ ଭୂଷୁଡି...

ବିବାହ ବନ୍ଧନରେ ବାନ୍ଧିହେଲେ ଦଙ୍ଗଲ ଗର୍ଲ

ଚଣ୍ଡିଗଡ଼,୨।୧୨: ଅନ୍ତରାଷ୍ଟ୍ରୀୟ ପଦକ ବିଜେତା ତଥା ଦଙ୍ଗଲ ଗର୍ଲ ନାଁରେ ବେଶ୍‌ ପରିଚିତ ଥିବା ରେସ୍‌ଲର ବବିତା ଫୋଗଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହରିୟାଣା ଚରଖି ଦାଦରି ଜିଲାର ବଲାଲି ଗାଁରେ ଉକ୍ତ ବିବାହ ରବିବାର ଅନୁଷ୍ଠିତ ହୋଇଥିଲା।...

୩୫ ବର୍ଷରେ ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ଏବେ ବି ମିଳିନି ମୃତକଙ୍କୁ ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୫ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି ଯାଇଥିବା ଆଲୋଚନା ହେଉଛି । ୧୯୮୪ ଡିସେମ୍ବର ୨-୩ ତାରିଖ କାଳରାତିରେ ସ୍ଥାନୀୟ...

ଅରୁଣ ସୌରିି ଅସୁସ୍ଥ

ପୁଣେ,୨।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ସାମ୍ବାଦିକ ଅରୁଣ ସୌରି ଅସୁସ୍ଥ ହୋଇପଡିଛନ୍ତି। ରବିବାର ରାତିରେ ସେ ଚେତାଶୂନ୍ୟ ହୋଇଯିବାରୁ ତାଙ୍କୁ ପୁଣେର ରୁବି ହାଲ୍‌ କ୍ଲିନକରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ୭୮ ବର୍ଷିୟ ସୌରିଙ୍କର ହସ୍ପିଟାଲରେ ସମସ୍ତ...

ଫଡ୍‌ନବିସଙ୍କ ୮୦ ଘଣ୍ଟିଆ ମୁଖ୍ୟମନ୍ତ୍ରୀ ହେବାର ଗୁମର ଫିଟିଲା: କେନ୍ଦ୍ରର ୪୦ ହଜାର କୋଟି ସୁରକ୍ଷିତ !

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କର ଶାସନ ଆରମ୍ଭ ହୋଇଛି। ତେବେ ଆବଶ୍ୟକ ସଂଖ୍ୟାଗରିଷ୍ଠତା ନ ଥାଇ ମଧ୍ୟ କାହିଁକି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ୮୦ ଘଣ୍ଟା ପାଇଁ ଶାସନ ଡୋରି ଧରିଲେ ତାହାର ଗୁମର ଫିଟିଛି।...

୨୦ ମିନିଟ ବନ୍ଦ ରହିଲା ବାଲାଜୀ ମନ୍ଦିର

ହାଇଦ୍ରାବାଦ,୨ା୧୨: ତେଲଙ୍ଗାନାର ୨୬ ବର୍ଷୀୟା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାର ଶାନ୍ତିପୂର୍ଣ୍ଣ ପ୍ରତିବାଦ ସ୍ବରୂପ ଚିଲ୍‌କୁର ବାଲାଜୀ ମନ୍ଦିରର ପୂଜକମାନେ ଭକ୍ତମାନଙ୍କ ଲାଗି ଦର୍ଶନ ୨୦ ମିନିଟ ବନ୍ଦ କରିଦେଇଥିଲେ। ସମସ୍ତ ଶ୍ରଦ୍ଧାଳୁ ଓ ପୂଜକ ମନ୍ଦିର...

ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ଶୁଣାଣି

ହାଇଦ୍ରାବାଦ,୨ା୧୨(ପି.ଟି.): ତେଲଙ୍ଗାନାର ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ବୋଲି ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ରବିବାର କହିଛନ୍ତି। ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦାବିରେ ସାରା ରାଜ୍ୟରେ ବିକ୍ଷୋଭ...

ତାମିଲନାଡୁରେ ପ୍ରବଳ ବର୍ଷା: ୫ ମୃତ

ଚେନ୍ନାଇ,୨ା୧୨: ତାମିଲନାଡୁରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ଦୁଇଦିନ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହିତ ୬ଟି ଜିଲା ଥିରୁଭାଲୁର, ଭେଲୋର, ଥିରୁଭନମାଲାଇ,...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri