ଜାତୀୟ

ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ଶୁଣାଣି

ହାଇଦ୍ରାବାଦ,୨ା୧୨(ପି.ଟି.): ତେଲଙ୍ଗାନାର ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ବୋଲି ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ରବିବାର କହିଛନ୍ତି। ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦାବିରେ ସାରା ରାଜ୍ୟରେ ବିକ୍ଷୋଭ...

ତାମିଲନାଡୁରେ ପ୍ରବଳ ବର୍ଷା: ୫ ମୃତ

ଚେନ୍ନାଇ,୨ା୧୨: ତାମିଲନାଡୁରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ଦୁଇଦିନ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହିତ ୬ଟି ଜିଲା ଥିରୁଭାଲୁର, ଭେଲୋର, ଥିରୁଭନମାଲାଇ,...

ସୀମାରେ ବଢ଼ୁଛି ଅନୁପ୍ରବେଶ ଉଦ୍ୟମ: ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ,୨ା୧୨(ପି.ଟି.): ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ-ପାକ୍‌ ସୀମାନ୍ତ ଅଧିକ ସମ୍ବେଦନଶୀଳ ହୋଇଥିବା ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ମହାନିର୍ଦ୍ଦେଶକ କହିଛନ୍ତି। କଶ୍ମୀର ସଂଲଗ୍ନ ନିୟନ୍ତ୍ରଣ ରେଖା...

ଦେଶରେ ଥମୁନି ଲଜ୍ଜା

ନୂଆଦିଲ୍ଲୀ,୨ା୧୨: ଦୁଇବର୍ଷ ବିଳମ୍ବ ପରେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ପକ୍ଷରୁ ଗତ ଅକ୍ଟୋବର ୨୮ରେ ପ୍ରକାଶ ପାଇଥିଲା ଭାରତର ବାର୍ଷିକ ଅପରାଧ ରିପୋର୍ଟ-୨୦୧୭। ଉକ୍ତ ରିପୋର୍ଟ ଅନୁସାରେ ୨୦୧୭ରେ ମୋଟ ୩,୫୯,୮୪୯ଟି ମହିଳା ବିରୋଧୀ ଅପରାଧ ମାମଲା...

ହାଇଦ୍ରାବାଦ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା ଘଟଣା: ଅଭିଯୁକ୍ତଙ୍କ ମା’ କହିଲେ ବଳାତ୍କାରୀ ପୁଅକୁ ଜାଳିଦିଅ

ହାଇଦ୍ରାବାଦ,୨ା୧୨: ମୋ ପୁଅ ଯଦି ଅପରାଧ ଘଟାଇଛି, ସେ ମୋ ପାଇଁ କେହି ନୁହେଁ। ସେ ଯଦି ବଳାତ୍କାର ଓ ହତ୍ୟା କରିଛି ତାକୁ ବି ଜାଳିଦିଅ। କାରଣ ଭୁଲକୁ କେବେ ଠିକ୍‌ ବୋଲି କୁହାଯାଇ ପାରିବ ନାହିଁ। ଦୋଷୀକୁ...

ଲୋକପାଳ ଦେଉଛନ୍ତି ୫୦ ଲକ୍ଷ ହୋଟେଲ ଭଡ଼ା

ନୂଆଦିଲ୍ଲୀ,୨ା୧୨: ନୂଆଦିଲ୍ଲୀରେ ଲୋକପାଳ ମାସକୁ ୫୦ ଲକ୍ଷ ଟଙ୍କା ହୋଟେଲ ଭଡ଼ା ଦେଉଛନ୍ତି। ଶୁଣିବାକୁ ଅଡ଼ୁଆ ଲାଗୁଥିଲେ ବି ଏହା ସତ। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ବଳରେ ମଗାଯାଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌...

ଦେଶର ୨୪ତମ ମହାଲେଖାକାର ଭାବେ ଦାୟିତ୍ୱ ନେଲେ ସୋମା ରାୟ

ନୂଆଦିଲ୍ଲୀ,୧।୧୨: ଦେଶର ୨୪ତମ ମହାଲେଖାକାର ଭାବେ ଦାୟିତ୍ୱ ନେଇଛନ୍ତି ୧୯୮୬ ମସିହା ବ୍ୟାଚ୍‌ର ବରିଷ୍ଠ ପ୍ରଶାସନିକ ଅଧିକାରୀ ସୋମା ରାୟ। ଦେଶର ସପ୍ତମ ମହିଳା ଭାବରେ ସୋମା ରାୟ ଏହି ପଦବୀରେ ନିଯୁକ୍ତ ହୋଇଛନ୍ତି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ...

ତୁର୍କୀରୁ ଆସିବ ୧୧ ହଜାର ଟନ ପିଆଜ

ନୂଆଦିଲ୍ଲୀ,୧।୧୨: ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୮୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ...

ଛାତ୍ରଙ୍କ ଧମକ: ହାଇଦ୍ରାବାଦ୍‌ ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦିଆ ନ ହେଲେ ଆତ୍ମହତ୍ୟା କରିବି

ହାଇଦ୍ରାବାଦ,୧।୧୨: ତେଲେଙ୍ଗାନାର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶକୁ ଦୋହଲାଇ ଦେଇଛି। ଏହି ଘଟଣାରେ ଦୋଷୀଙ୍କୁ ଫାଶୀ ଦେବା ପାଇଁ ସାରା ଦେଶରେ ଦାବି ଉଠିଛି। ଏସବୁ ଭିତରେ ରବିବାର ତେଲେଙ୍ଗାନାର ଖମ୍ମମରେ ଜଣେ ଗ୍ରାଜୁଏଟ୍‌...

ଜ୍ୟୋତିଷ କଥାରେ ପଡି ୭ ଦିନର ନାତୁଣୀକୁ ମାରିଦେଲେ ଜେଜେମା’

ବେଙ୍ଗାଲୁରୁ, ୧।୧୨: ଉତ୍ତର ବେଙ୍ଗାଲୁରୁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୬୦ ବର୍ଷୀୟ ମହିଳା ମାତ୍ର ୭ ଦିନର ନାତୁଣୀକୁ ତଣ୍ଟି ଚିପି ହତ୍ୟା କରିଛନ୍ତି। ଜ୍ୟୋତିଷଙ୍କ କଥାରେ ପଡି ସେ ଏଭଳି କାଣ୍ଡ କରିଥିବା ପୋଲିସ...

ଥଣ୍ଡାରୁ ମୁକ୍ତି ଦିଏ ବିନା ବିଜୁଳିରେ ଚାଲୁଥିବା ହିଟର

କଶ୍ମୀରରେ ଶୀତଦିନେ ପ୍ରବଳ ଥଣ୍ଡାରୁ ରକ୍ଷା ପାଇବାକୁ ଲୋକେ ବିଭିନ୍ନ ଉପାୟ ଆଣାଇଥାଆନ୍ତି। ଏଠାରେ ବହୁଳ ମାତ୍ରାରେ ପ୍ରଚଳିତ ହୋଇଥାଏ ହାତ ତିଆରି ମାଟିର ହିଟର। ଏହାକୁ ସେଠାକାର ଆଞ୍ଚଳିକ ଭାଷାରେ କାଙ୍ଗରି ବା ଇଂରାଜୀରେ ଫାୟାର ପଟ୍‌ ବୋଲି...

ଦେଇଥିବା କଥା ରଖିବ ଭାଜପା: ରାଜନାଥ

ବୋକାରୋ,୧।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ହେଉଥିବା ପ୍ରଚାର ଅଭିଯାନରେ ଏବେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ସାମିଲ ହୋଇଛନ୍ତି। ଦୁଇଦିନ ତଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ଚତରାରେ ଏକ ରାଲିରେ ଯୋଗ ଦେଇଥିବା ବେଳେ ରବିବାର ପ୍ରତିରକ୍ଷାମନ୍ତ୍ରୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri