ଜାତୀୟ

ବିଶ୍ୱ ଦେଖିବ ପରାକ୍ରମ: ନୌସେନାର ପ୍ରଥମ ମହିଳା ପାଇଲଟ ଶିବାଙ୍ଗୀ

ମୁଜାଫରପୁର: ଆକାଶ ପରେ ସମୁଦ୍ରର ଅଥଳ ଜଳରାଶିରେ ପରାକାଷ୍ଠା ଦେଖାଇବେ ଭାରତୀୟ ମହିଳା। ବାୟୁସେନା ପରେ ଏବେ ନୌସେନାକୁ ମିଳିବାକୁ ଯାଉଛି ଦେଶର ପ୍ରଥମ ମହିଳା ପାଇଲଟ । ବିହାରର ଶିବାଙ୍ଗୀ ସ୍ବରୂପଙ୍କୁ ଜୁଟିଛି ଏହି ସୌଭାଗ୍ୟ। ସେ ଏବେ...

ଶିବସେନା ପାଇଁ ନୂଆ ସୂର୍ଯ୍ୟୋଦୟ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ପ୍ରଥମଥର ଲାଗି ଶିବସେନା ନେତା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାକୁ ନେଇ କେବଳ ଶିବସେନା ଶିବିରରେ କାହିଁକି ସାରା ଦେଶରେ ଅଗଷ୍ଟ ୧୫ ଭଳି ଉତ୍ସବ ପାଳନ କରାଯାଉଛି ବୋଲି ଶିବସେନା କହିଛି। ଏହା ଦଳ ପାଇଁ...

ଉଦ୍ଧବଙ୍କ ଶପଥ ଗ୍ରହଣ ପୂର୍ବରୁ ଲାଗିଲା ବାଲାସାହେବ-ଇନ୍ଦିରାଙ୍କ ପୋଷ୍ଟର

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଗତ ମାସେ ହେଲ ଲାଗି ରହିଥିବା ରାଜନୀତି ଡ୍ରାମା ପରେ ଶେଷରେ ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ଶପଥ ଗ୍ରହଣ ପୂର୍ବରୁ ଶିବସେନା ଭବନ ନିକଟରେ...

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆମନ୍ତ୍ରଣ କରାଯାଇଥିବା ସୂଚନା...

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଷ୍ଟେଜ୍‌ରେ ରହିବେ ଏହି କୃଷକ ପରିବାର

ମୁମ୍ବାଇ,୨୮।୧୧: ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ମୁମ୍ବାଇର ଶିବାଜୀ ପାର୍କରେ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ କଂଗ୍ରେସ ଅଧ୍ୟକ୍ଷ ସୋନିଆ...

ବଦଳିପାରେ ମଧ୍ୟ ପ୍ରଦେଶ ରାଜନୈତିକ ପାଣିପାଗ, ନୂଆ ଦଳ ଗଠନ କରିପାରନ୍ତି ସିନ୍ଧିଆ

ଭୋପାଳ, ୨୮।୧୧: ମଧ୍ୟ ପ୍ରଦେଶରେ ନୂଆ ରାଜନୈତିକ ସମୀକରଣ ହେବାକୁ ଯାଉଛି। କଂଗ୍ରେସର ବରିଷ୍ଠ ନେତା ଜ୍ୟୋର୍ତିଆଦିତ୍ୟ ସିନ୍ଧିିଆ ନୂଆ ଦଳ ଗଠନ କରିବାକୁ ଯାଉଛନ୍ତି। ସିନ୍ଧିଆଙ୍କ ସମର୍ଥକ ବିଧାୟକ ସୁରେଶ ରଥଖେଡା ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ଇ-ସିଗାରେଟ୍‌ ନିଷିଦ୍ଧ ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ଇ-ସିଗାରେଟ୍‌ ନିଷିଦ୍ଧ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଫେଶନ ନାଁରେ କମ୍ପାନୀଗୁଡ଼ିକ ପ୍ରୋତ୍ସାହିତ କରୁଥିବା ନୂଆ ନିଶାଠାରୁ ଯୁବପିଢ଼ିଙ୍କୁ ସୁରକ୍ଷା ପାଇଁ ଏଭଳି ଆଇନର ଜରୁରୀ ଆବଶ୍ୟକତା ଥିବା ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି। ଇ-ସିଗାରେଟ (ଉତ୍ପାଦନ,...

କଶ୍ମୀର ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୮ା୧୧(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି ଶେଷ କରି ବୁଧବାର ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ୍‌ ଏନ୍‌.ଭି. ରମାନ୍ନା, ଆର୍‌. ସୁଭାଷ ରେଡ୍ଡୀ ଏବଂ...

ନାଥୁରାମଙ୍କୁ ‘ଦେଶଭକ୍ତ’ କହିଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହିଛନ୍ତି। ଲୋକ ସଭାରେ ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧୀ ସଦସ୍ୟମାନେ ଜୋରଦାର ବିରୋଧ କରିଥିଲେ। ଏସ୍‌ପିଜି ସଂଶୋଧନ ବିଲ୍‌ ଉପରେ ଆଲୋଚନା ବେଳେ...

ଶିବାଜୀ ପାର୍କ ସୁରକ୍ଷା ନେଇ ଚିନ୍ତାବ୍ୟକ୍ତ କଲେ ହାଇକୋର୍ଟ

ମୁମ୍ବାଇ,୨୮ା୧୧(ପି.ଟି.): ଉଦ୍ଧବ ଠାକ୍‌ରେ ଶପଥ ନେବାକୁ ଯାଉଥିବା ଶିବାଜୀ ପାର୍କର ସୁରକ୍ଷାକୁ ନେଇ ବୁଧବାର ବମ୍ବେ ହାଇକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ସର୍ବସାଧାରଣ ପଡ଼ିଆରେ ଏପରି ଏକ କାର୍ଯ୍ୟକ୍ରମ ନିୟମିତ ସୁବିଧା ହେବା ଅନୁଚିତ। କାରଣ ଏହି ପଡ଼ିଆକୁ ଏପରି ଉତ୍ସବ...

ଏସ୍‌ପିଜି ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ସଂଶୋଧନ ବିଲ୍‌ ଲୋକ ସଭାରେ ବୁଧବାର ଗୃହୀତ ହୋଇଯାଇଛି। ବିଲ୍‌କୁ ବିରୋଧ କରି କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ। ପ୍ରସ୍ତାବିତ ବିଲ୍‌ ଅନୁଯାୟୀ କେବଳ ପ୍ରଧାନମନ୍ତୀ ଓ ତାଙ୍କ ସରକାରୀ ବାସଭବନରେ ରହୁଥିବା...

କ୍ୟାବିନେଟ ପାଇଁ କସରତ: ଶିବସେନା ୧୫, ଏନ୍‌ସିପି ୧୫, କଂଗ୍ରେସ ଭାଗରେ ୧୩ ମନ୍ତ୍ରୀପଦ

ମୁମ୍ବାଇ,୨୮ା୧୧(ପି.ଟି.): ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବାବେଳେ ବୁଧବାର ମହାରାଷ୍ଟ୍ର ବିକାଶ ଅଘାଡ଼ି (ଏମ୍‌ଭିଏ) ପକ୍ଷରୁ କ୍ୟାବିନେଟର ରୂପରେଖ ସ୍ଥିର କରାଯାଇଛି। ମନ୍ତ୍ରିମଣ୍ଡଳରେ ୪୩ ସଦସ୍ୟ ରହିବେ। ଶିବସେନା ଓ ଏନ୍‌ସିପିର ୧୫ ଜଣ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri