ଜାତୀୟ

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର ଲୋକ ମତଦାନକୁ ବର୍ଜନ କରିଥିଲେ। ଯେଉଁମାନେ ଭୋଟ୍‌ ବର୍ଜନ କରିଥିଲେ ସେମାନେ ମିଲ...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ ସେ କହିଛନ୍ତି ଯେ ଆଜି କଙ୍ଗନା ଯେଉଁ ମନ୍ଦିର ଯାଉଛନ୍ତି, ସେହି ମନ୍ଦିରଗୁଡ଼ିକୁ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ ୧୭ ଜଣଙ୍କର ମୃତ୍ୟୁ ହୋଇଛି। କେନ୍ଦୁ ପତ୍ର ତୋଳି ଆଦିବାସୀମାନେ ଫେରୁଥିଲେ। ପିକଅପ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ସୂତ୍ରରୁ ପ୍ରକାଶ ଯେ ଏହି ୪ଆତଙ୍କବାଦୀ ଇସଲାମିକ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟା ଉପରେ ବିଏଚୟୁ ଅଧ୍ୟୟନକୁ ଆଇସିଏମଆର ଆପତ୍ତି କରିଛି। ଆଇସିଏମଆର କହିଛି ଯେ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ବଡ଼ ଭବିଷ୍ୟବାଣୀ କରିଛନ୍ତି। ଏହି ନିର୍ବାଚନରେ ନରେନ୍ଦ୍ର ମୋଦି ଏବଂ ଭାରତୀୟ ଜନତା...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ କହିଥିଲେ ଯେ ଆପଣମାନେ ମୋତେ ଏତେ ଭଲପାଇବା ଦେଇଛନ୍ତି ଯେ ମୋ କହିବା...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଞ୍ଜୟ ସିଂ କହିଛନ୍ତି ଯେ...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି, ସେମାନେ ନିଶ୍ଚିତ ଭାବରେ ଭୋଟ ଦେବେ। ସୋସିଆଲ ମିଡିଆ ପ୍ଲାଟଫର୍ମରେ ମୋଦି ଲେଖିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ବାନ୍ଧି ଘୋଷାଡ଼ିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ୩ ଅଭିଯୁକ୍ତ ବୃଦ୍ଧଙ୍କୁ କିଛିବାଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri