ଜାତୀୟ

ରାହୁଲ-ପ୍ରିୟଙ୍କାଙ୍କୁ ସାବଧାନ; ସେମାନେ ପେଟ୍ରୋଲ୍‌ ବମ୍‌: ଅନୀଲ୍‌ ବିଜ୍‌

ଚଣ୍ଡିଗଡ଼, ୨୫।୧୨: ହରିୟାଣା ସ୍ବରାଷ୍ଟ୍ରମନ୍ତ୍ରୀ ଅନୀଲ୍‌ ବିଜ୍‌ଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସେ ଟୁଇଟ୍‌ କରି କହିଛନ୍ତି ଯେ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ହେଉଛନ୍ତି ପେଟ୍ରୋଲ୍‌ ବମ୍‌ ସଦୃଶ।...

୧୨୬ କୋଟି ଯମୁନା ଏକ୍ସପ୍ରେସ୍‌ଓ୍ବେ ଦୁର୍ନୀତିର ଯାଞ୍ଚ୍‌ କରିବ ସିବିଆଇ

ଲକ୍ଷ୍ନୌ, ୨୫।୧୨: ଯମୁନା ଏକ୍ସପ୍ରେସ୍‌ଓ୍ବେ ଦୁର୍ନୀତିର ଯାଞ୍ଚ୍‌ ଏବେ ସିବିଆଇ କରିବ। ଏଥିରେ ୧୨୬ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ନୋଏଡ଼ାକୁ ଆଗ୍ରା ମଧ୍ୟରେ ଯୋଗାଯୋଗ କରୁଥିବା ୧୬୫ କିମି ଏହି ଏକ୍ସପ୍ରେସ୍‌ଓ୍ବେର ନିର୍ମାଣ କାର୍ଯ୍ୟ ୨୦୦୯ରେ...

ବିବାହ କଥା ଉଠିବାରୁ ୩ ଦିନ ଧରି କବାଟ ବନ୍ଦ କରି ରହିଥିଲେ ଅଟଳ ବିହାରୀ ବାଜପେୟୀ

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସଫଳ ରାଜନୈତିକ କ୍ୟାରିୟର ରହିଥିଲା। ୧୯୨୪, ଡିସେମ୍ବର ୨୫ରେ ସେ ଗ୍ବାଲିୟରରେ ଜନ୍ମଗ୍ରହଣ କରିଥିଲେ। ଅଟଳ ଜୀ ସାରା ଜୀବନ ଅବିବାହିତ ରହିଥିଲେ। ଥରେ ବାଜପେୟୀଙ୍କୁ ପଚରା ଯାଇଥିଲା ଆପଣ ଅବିବାହିତ କାହିଁକି...

ସ୍ମୃତି ସ୍ଥଳରେ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ...

ଓଓ୍ବାଇସି ବୁଝାଇଲେ ଫରକ୍‌ କ’ଣ

ହାଇଦ୍ରାବାଦ,୨୫ା୧୨: ସିଏଏକୁ ଆରମ୍ଭରୁ ବିରୋଧ କରୁଥିବା ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ୍‌ ଓଓ୍ବାଇସି ମଙ୍ଗଳବାର ଏନ୍‌ପିଆର୍‌ ସମ୍ପର୍କରେ ୫ଟି ଟୁଇଟ୍‌ କରିଛନ୍ତି। ଏଥିରେ ସେ ଏନ୍‌ଆର୍‌ସି ଏବଂ ଏନ୍‌ପିଆର ମଧ୍ୟରେ କ’ଣ ପ୍ରଭେଦ ରହିଛି ତାହା ବୁଝାଇଛନ୍ତି। ସେ ଲେଖିଛନ୍ତି, ଏନ୍‌ପିଆର୍‌...

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟକୁ ନେଇ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୨୫ା୧୨(ପି.ଟି./ଆଇଏଏନ୍‌ଏସ୍‌): ଏନ୍‌ସିଆର୍‌ ପ୍ରସ୍ତୁତି ପାଇଁ ଏନ୍‌ପିଆର୍‌ ପ୍ରଥମ ପଦକ୍ଷେପ ହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟରେ ପ୍ରକାଶ ପାଇଥିଲା। ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ କଂଗ୍ରେସ ଘେରିଛି। କଂଗ୍ରେସ ପକ୍ଷରୁ ଟୁଇଟ୍‌ କରାଯାଇଛି ଯେ, ଏନ୍‌ପିଆର୍‌କୁ ନେଇ ଏନ୍‌ଆର୍‌ସି...

ଅଜିତ ହେବେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୫ା୧୨: ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ପୁତୁରା ଅଜିତ୍‌ ଆଗାମୀ ୩୦ରେ ଶପଥଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କୁ ଚମକାଇ ଦେବେନ୍ଦ୍ର ଫଡ୍‌ନବିସ୍‌ ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ...

ଏନ୍‌ପିଆର୍‌-ଏନ୍‌ଆର୍‌ସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୫ା୧୨ (ପି.ଟି./ଆଇଏଏନ୍‌ଏସ୍‌): ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ମଧ୍ୟରେ କିଛି ସମ୍ପର୍କ ନାହିଁ। ତେଣୁ ଏନପିଆର୍‌କୁ ନେଇ ରାଜ୍ୟ ସରକାରଗୁଡ଼ିକ ରାଜନୀତି କରନ୍ତୁ ନାହିଁ ବୋଲି ମଙ୍ଗଳବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି।...

‘ଏନ୍‌ଆର୍‌ସିକୁ ବିରୋଧ କରିଥିବା ମୁଖ୍ୟମନ୍ତ୍ରୀମାନେ ଏନ୍‌ପିଆର୍‌ ବନ୍ଦ କରନ୍ତୁ’

ନୂଆଦିଲ୍ଲୀ,୨୫ା୧୨: ଏନ୍‌ପିଆର୍‌ ଅପ୍‌ଡେଟ୍‌ ପାଇଁ କେନ୍ଦ୍ର କ୍ୟାବିନେଟ ୩,୯୪୧.୩୫ କୋଟି ଟଙ୍କା ମଞ୍ଜୁର କରିବା ପରେ ସିପିଆଇଏମ୍‌ ଏହାକୁ ବିରୋଧ କରିଛି। ନିଜ ରାଜ୍ୟରେ ଏନ୍‌ଆର୍‌ସିକୁ ବିରୋଧ କରିଥିବା ମୁଖ୍ୟମନ୍ତ୍ରୀମାନେ ଏନ୍‌ପିଆର୍‌ ପ୍ରକ୍ରିୟାକୁ ବନ୍ଦ କରନ୍ତୁ ବୋଲି ଏହି ବାମପନ୍ଥୀ...

ରାଜ୍ୟପାଳଙ୍କୁ ଭେଟିଲେ ହେମନ୍ତ: ୨୯ରେ ନେବେ ଶପଥ

ରାଞ୍ଚି,୨୫ା୧୨(ପି.ଟି.): ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ମଙ୍ଗଳବାର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ସେ ଆସନ୍ତା ୨୯...

ଏନ୍‌ପିଆର୍‌, ଏନ୍‌ଆର୍‌ସି ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୨୫ା୧୨(ପି.ଟି./ଆଇଏଏନ୍‌ଏସ୍‌): କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ମଞ୍ଜୁରୀ ଦେଇଛି। ଏହାସହ ଆରମ୍ଭ ହୋଇଛି ଏନ୍‌ପିଆର୍‌ ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଅର୍‌ସି) ଦ୍ୱନ୍ଦ୍ୱ। ଏହି ଦୁଇ ପ୍ରସଙ୍ଗକୁ ଅନେକେ ବୁଝିପାରି ନ ଥିବାବେଳେ କେତେକ ରାଜନୈତିକ...

ଲକ୍ଷ୍ନୌରେ ବଢ଼ିଲା ଇଣ୍ଟରନେଟ ସେବା ବନ୍ଦ ଅବଧି

ଲକ୍ଷ୍ନୌ,୨୪।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଇଣ୍ଟରନେଟ ସେବା ବନ୍ଦ ମଙ୍ଗଳବାର ୫ମ ଦିନରେ ପହଞ୍ଚିଛି। ଇଣ୍ଟରନେଟ ସେବା ବନ୍ଦର ଅବଧିକୁ ବୃଦ୍ଧି କରାଯାଇ ବୁଧବାର ମଧ୍ୟରାତ୍ରି ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲକ୍ଷ୍ନୌ ଗସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri