ଜାତୀୟ

୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଲେ ଭାଗୀରଥି ଆମ୍ମା

ଥିରୁଭାନନ୍ତପୁରମ୍‌,୨୦।୧୧: ୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଇଛନ୍ତି ଭାଗୀରଥି ଆମ୍ମା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେରଳରେ ଘଟିଛି ଏଭଳି ନିଆରା ଘଟଣା। କେରଳ ରାଜ୍ୟ ସାକ୍ଷରତା ମିଶନର ପ୍ରୟାସରେ ଏଭଳି ବିରଳ କାର୍ଯ୍ୟ ସମ୍ଭବ ହୋଇପାରିଛି। ମଙ୍ଗଳବାର...

କିରଣ ବେଦୀଙ୍କୁ ହିଟଲରଙ୍କ ଭଉଣୀ ସହ ତୁଳନା କଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୦।୧୧:ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ଜର୍ମାନ ଏକଛତ୍ରବାଦୀ ଶାସକ ଆଡଲଫ ହିଟଲରଙ୍କ ଭଉଣୀ ସହ ତୁଳନା କରିଛନ୍ତି ମୁଖ୍ୟମନ୍ତ୍ରୀ ଭି ନାରାୟଣସାମୀ। ରାଜ୍ୟର ଉପରାଜ୍ୟପାଳ ଭାବେ ନିଯୁକ୍ତ ହେବା ପରେ କିରଣ ବେଦୀଙ୍କ କାର୍ଯ୍ୟକଳାପକୁ ସେ ସମାଲୋଚନା କରିଛନ୍ତି। ସକରାର...

ପ୍ରତିଘଣ୍ଟାରେ ଦେଶରେ ୧୫ ଜଣ କରୁଛନ୍ତି ଆତ୍ମହତ୍ୟା

ନୂଆଦିଲ୍ଲୀ,୨୦।୧୧: ପ୍ରତି ଘଣ୍ଟାରେ ଦେଶରେ ୧୫ ଜଣ ଆତ୍ମହତ୍ୟା କରୁଛନ୍ତି। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୧୬ରେ ଲକ୍ଷେ ୩୧ ହଜାର ୮ଜଣ ଲୋକ ଆତ୍ମହତ୍ୟା କରିଥିବାବେଳେ ୨୦୧୫ ତୁଳନାରେ ଏଥିରେ...

ବଜାରରେ ସିନ୍ଥେଟିକ୍‌ ଜିରା: ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଚାଲିଛି ଚୋରା ବେପାର

ନୂଆଦିଲ୍ଲୀ,୨୦।୧୧: ଏବେ ବଜାରରେ ସିନ୍ଥେଟିକ୍‌ ଜିରା ମିଳୁଛି। ପ୍ରକୃତ ଜିରା ସହିତ ମିଶାଇ ଏହାକୁ ବିକ୍ରି କରାଯାଉଛି। ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଏହାର ଚୋରା ବେପାର ଅଧିକ ହେଉଥିବା କୁହାଯାଉଛି । ନିକଟରେ ଦିଲ୍ଲୀ ପୋଲିସ ପକ୍ଷରୁ ଏକ ସିନ୍ଥେଟିକ୍‌...

ସମୁଦ୍ର ପତ୍ତନ ୮.୫ ସେ.ମି. ବଢ଼ିଛି

ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଗତ ୫୦ ବର୍ଷ ମଧ୍ୟରେ ଭାରତୀୟ ଉପକୂଳରେ ସମୁଦ୍ର ପତ୍ତନ ୮. ୫ ସେ.ମି. ବୃଦ୍ଧି ପାଇଛି ବୋଲି ରାଜ୍ୟ ସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ କହିଛନ୍ତି। ଦେଶର ଉପକୂଳ ଅଞ୍ଚଳର ସମୁଦ୍ର...

୩୭୦ ଉଚ୍ଛେଦ ପରଠୁ ୭୬୫ ଗିରଫ

ନୂଆଦିଲ୍ଲୀ,୨୦ା୧୧(ପି.ଟି.):ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ହଟାଇବା ପରଠୁ ସେଠାରେ ଆତଙ୍କ ଦମନ ପାଇଁ ୭୫୬ ଟେକାମାଡ଼କାରୀ ଓ ବିଶୃଙ୍ଖଳା ସୃଷ୍ଟିକାରୀଙ୍କୁ ସୁରକ୍ଷା ବଳ ଗିରଫ କଲାଣି। ଅଗଷ୍ଟ ୫ରୁ ନଭେମ୍ବର...

୩ ମାସ ପରେ କଶ୍ମୀରରେ ଖୋଲିଲା ସ୍କୁଲ

ଶ୍ରୀନଗର, ୨୦ା୧୧(ପି.ଟି.) : ଦୀର୍ଘ ୩ ମାସ ପରେ ପୁଣି କଶ୍ମୀରରେ ମଙ୍ଗଳବାର ସ୍କୁଲ ଖୋଲିଛି। ୩୭୦ ଅନୁଚ୍ଛେଦ ହଟାଇ ଦିଆଯିବା ପରେ ପରିସ୍ଥିତିକୁ ଦେଖି ଅଘୋଷିତ ଭାବେ ଏଠାକାର ସ୍କୁଲଗୁଡ଼ିକୁ ବନ୍ଦ କରିଦିଆଯାଇଥିଲା। ଏବେ ସ୍ଥିତି ସାମାନ୍ୟ ହେବାରେ...

୪ ଜେଇଏମ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର, ୨୦ା୧୧(ପି.ଟି.) : ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଆତଙ୍କବାଦୀ ବିସ୍ଫୋରଣ କରିଥିବା ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଆତଙ୍କବାଦୀ ସଙ୍ଗଠନର ୪ ସହଯୋଗୀଙ୍କୁ ଗିରଫ କରାଯାଇଛି। ଗତ ଜୁଲାଇରେ ଆରିହଲ୍‌ ଅଞ୍ଚଳରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାର ତଦନ୍ତ କରାଯାଉଥିବାବେଳେ ଏମାନଙ୍କୁ ଗିରଫ କରାଯାଇଥିବା ପୋଲିସ...

୧୦ ସଂସ୍ଥାକୁ ଦିଆଯାଇଛି ଫୋନ୍‌ ଟ୍ୟାପିଙ୍ଗ୍‌ ଅନୁମତି

ନୂଆଦିଲ୍ଲୀ,୨୦ା୧୧(ପି.ଟି.): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଗୋଇନ୍ଦା ବ୍ୟୁରୋ (ଆଇବି) ଭଳି ୧୦ଟି ତଦନ୍ତକାରୀ ସଂସ୍ଥାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଫୋନ୍‌ ଟ୍ୟାପିଙ୍ଗ୍‌ ପାଇଁ ଅନୁମତି ଦିଆଯାଇଛି। କୌଣସି ବ୍ୟକ୍ତିଙ୍କୁ ସର୍ଭିଲାନ୍ସରେ ରଖିବା ପୂର୍ବରୁ...

ରାଜସ୍ଥାନ ପୌର ନିର୍ବାଚନ: କଂଗ୍ରେସ ୯୬୧, ଭାଜପା ୭୩୭

ଜୟପୁର, ୨୦ା୧୧(ପି.ଟି.): ଶାସକ କଂଗ୍ରେସ ରାଜସ୍ଥାନ ପୌର ନିର୍ବାଚନରେ ବିପୁଳ ସଫଳତା ହାସଲ କରିଛି। ଦଳ ମୋଟ ୯୬୧ ଓ୍ବାର୍ଡ ଦଖଲ କରିବାରେ ସମର୍ଥ ହୋଇଛି। ଭାଜପାକୁ ମୋଟ ୭୩୭ ଓ୍ବାର୍ଡରେ ସଫଳତା ମିଳିଛି। ଶନିବାର ଅନୁଷ୍ଠିତ ନିର୍ବାଚନର ଫଳାଫଳ...

ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ପିଡିପି ଏମ୍‌ପିଙ୍କ ଚିଠି: ରାଜନୈତିକ ବନ୍ଦୀଙ୍କୁ ମୁକ୍ତ କରାଯାଉ

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ଜମ୍ମୁ-କଶ୍ମୀରର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହବନ୍ଦୀ ଥିବା ରାଜ୍ୟର ସମସ୍ତ ରାଜନେତାମାନଙ୍କୁ ତୁରନ୍ତ ମୁକ୍ତକରିବା ଲାଗି ପିଡିପିର ରାଜ୍ୟ ସଭା ଏମ୍‌ପି ମହମ୍ମଦ ଫୟାଜ୍‌ ମିର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କୁ ଚିଠି ଲେଖି ଅନୁରୋଧ...

ଶିଶୁଙ୍କ ବିରୋଧରେ ଯୌନ ହିଂସା: ତଦନ୍ତ, ଶୁଣାଣି ସ୍ଥିତି ଚିନ୍ତାଜନକ

ନୂଆଦିଲ୍ଲୀ,୨୦ା୧୧(ପି.ଟି.) : ଦେଶରେ ଶିଶୁଙ୍କ ବିରୋଧରେ ଯୌନ ହିଂସା ବଢ଼ିବାରେ ଲାଗିଥିବାରୁ ଏହାକୁ ନେଇ ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ଶିଶୁଙ୍କୁ ଯୌନ ଉତ୍ପୀଡ଼ନ କ୍ଷେତ୍ରରେ ତଦନ୍ତ ଓ ଶୁଣାଣି ସ୍ଥିତି ଅଚମ୍ବିତ କରିଦେବା ଭଳି ବୋଲି ସର୍ବୋଚ୍ଚ ଅଦାଲତ ଟିପ୍ପଣୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri