ଜାତୀୟ

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ ମିଳିଥାଏ। ନଡ଼ିଆ କ୍ଷୀର କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏହା ଖରାପ କୋଲେଷ୍ଟରଲସ୍ତର କମାଇବା...

ସ୍ନାକ୍‌ସ ଖାଉଥିଲେ, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ ସକାଳେ ହେଉ କି ସନ୍ଧ୍ୟାବେଳେ ଚା ସହିତ ସ୍ନାକ୍‌ସ ଭାବରେ ଗରମ ଗରମ ପକୁଡି,  ସିଙ୍ଗଡା ଇତ୍ୟାଦି ଖାଇବାକୁ ପସନ୍ଦ କରିଥାନ୍ତି। ବଡ ବଡ ସହରମାନଙ୍କରେ ମଧ୍ୟ ଚା ସହିତ ଲୋକମାନେ ବିସ୍କୁଟ୍‌ ବା କୁକିଜ୍‌ ନିଶ୍ଚିତ...

ସର୍ବଦଳୀୟ ବୈଠକ: ଗୃହରେ ବେରୋଜଗାରି ଉପରେ ଆଲୋଚନା ହେବାକୁ ଜୋର ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହାପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଗୃହରେ ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ବୋଲି ମୋଦି ବିରୋଧୀ ଦଳଙ୍କୁ ଆଶ୍ୱାସନା...

ଅଯୋଧ୍ୟା ରାୟ ପ୍ରକାଶ କରିଥିବା ବିଚାରପତିଙ୍କୁ ଧମକ, ଜେଡ୍‌ ସୁରକ୍ଷା ଯୋଗାଇ ଦିଆଗଲା

ନୂଆଦିଲ୍ଲୀ,୧୭।୧୧: ଅଯୋଧ୍ୟା ମାମଲାରେ ଐତିହାସିକ ନିଷ୍ପତ୍ତି ଶୁଣାଣି କରିଥିବା ଜଣେ ବିଚାରପତି ଅବ୍‌ଦୁଲ ନଜୀର ଏବଂ ତାଙ୍କ ପରିବାରକୁ ପପୁଲାର ଫ୍ରଣ୍ଟ୍‌ ଅଫ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ ଧମକ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗୃହ ମନ୍ତ୍ରଣାଳୟ ତାଙ୍କୁ ଜେଡ୍‌...

ଏନ୍‌ଡିଏରେ ରହୁନି ତାଳମେଳ: ବିବାଦ ସମାଧାନ ପାଇଁ କମିିଟି ଗଠନ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍‌ଡିଏ)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ମଧ୍ୟରେ ବିବାଦ ଭିତରେ ଏବେ ସହଯୋଗୀ ଦଳଙ୍କ ସହ ଭାଜପା ତାଳମେଳ ରହୁ ନ ଥିବା...

ଜମ୍ମୁ-କଶ୍ମୀରରେ ବିସ୍ଫୋରଣ, ଜଣେ ଯବାନ ଶହୀଦ

ଶ୍ରୀନଗର,୧୭।୧୧:ଜମ୍ମୁ-କଶ୍ମୀରର ଅଖନୁର ଜିଲାରେ ରବିବାର ଏକ ସଂଦିଗ୍ଧ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଏଥିସହ ତିନିଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଯବାନମାନେ ଅଖନୁରର ପଲ୍ଲନଓ୍ବାଲା ଅଞ୍ଚଳରେ ଏକ ଟ୍ରକ୍‌ରେ ଯାଉଥିବାବେଳେ ଏହି ବିସ୍ଫୋରଣ...

ପୁଣି କୋର୍ଟ ଯାଇପାରେ ଅଯୋଧ୍ୟା ମାମଲା

ନୂଆଦିଲ୍ଲୀ,୧୭।୧୧: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାକୁ ନେଇ ରବିବାର ଅଲ୍‌ ଇଣ୍ଡିଆ ମୁସଲିମ ପର୍ସନାଲ ଲ ବୋର୍ଡ(ଏଆଇଏମ୍‌ପିଏଲ୍‌ବି)ରବିବାର ଏକ ବୈଠକର ଆୟୋଜନ କରିଥିଲା। ଏଥିରେ ବିଚାର କରାଯାଇଛି କି କୋର୍ଟ ଦେଇଥିବା ରାୟର ପୁନର୍ବିଚାର...

ସୋମବାର ସୁପ୍ରିମ୍‌କୋର୍ଟର ୪୭ତମ ପ୍ରଧାନ ବିଚାରପତି ହେବେ ବୋବଡେ

ନୂଆଦିଲ୍ଲୀ,୧୭।୧୧: ସୋମବାର ସୁପ୍ରିମ୍‌କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୬୩ ବୟସ୍କ ଶରଦ ଅରବିନ୍ଦ ବୋବଡେ ଦାୟିତ୍ୱ ଗ୍ରହଣ କରିବେ। ୨୦୨୧ ଏପ୍ରିଲ୍‌ ୨୩ରେ ସେ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ପଦବୀରୁ ଅବସର ଗ୍ରହଣ କରିବେ। ୧୯୫୬ ଏପ୍ରିଲ୍‌ ୨୪ରେ...

ଏନ୍‌ଡିଏ ବୈଠକରେ ଯୋଗ ଦେଲାନାହିଁ ଶିବସେନା

ନୂଆଦିଲ୍ଲୀ,୧୭।୧୧: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ରବିବାର ଏକ ସର୍ବଦଳୀୟ ବୈଠକର ଆୟୋଜନ କରାଯଇଥିଲା। ହେଲେ ଏଥିରେ ଶିବସେନା ଯୋଗ ଦେଇ ନ ଥିବା ଜଣାପଡିଛି। ଏହାପରେ କେନ୍ଦ୍ର ସଂସଦୀୟ ବ୍ୟାପାରମନ୍ତ୍ରୀ ପ୍ରହ୍ଲାଦ...

ନିରଞ୍ଜନି ଆଖଡାରେ ମହନ୍ତ ଆଶିଷ ଗିରିଙ୍କ ଆତ୍ମହତ୍ୟା

ପ୍ରୟାଗରାଜ,୧୭।୧୧: ଉତ୍ତର ପ୍ରଦେଶର ଦରୟାଗଞ୍ଜ ଅଞ୍ଚଳରେ ଥିବା ନିରଞ୍ଜନି ଆଖଡାର ମହନ୍ତ ଆଶିଷ ଗିରି ରବିବାର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଉଚ୍ଚ ରକ୍ତଚାପ ଓ ପାକସ୍ଥଳି ଜନିତ ରୋଗରେ ପୀଡିତ ଥିବା ମହନ୍ତ ଆଶିଷ ଗିରିଙ୍କ ଲିଭର ମଧ୍ୟ...

ବୃଦ୍ଧି ପାଇବ ଭାରତର ପ୍ରତିରକ୍ଷା ଶକ୍ତି: ଆମେରିକା ସହିତ କରାଯିବ ୭.୫ ବିଲିୟନ୍‌ ଡଲାରର ସାମରିକ ଚୁକ୍ତି

ନୂଆଦିଲ୍ଲୀ,୧୭।୧୧: ଭାରତ ଆମେରିକା ସହିତ ୭.୫ ବିଲିୟନ୍‌ ଡଲାରର ସାମରିକ ଚୁକ୍ତି ହେବ। ଚୁକ୍ତି ଅନୁସାରେ ଆମେରିକା ଭାରତକୁ ସି ଗାର୍ଡିୟନ୍‌ ଆର୍ମଡ୍‌ ଡ୍ରୋନ୍‌ ଏବଂ ନାଭାଲ୍‌ ସ୍ପାଏ ପ୍ଲେନ୍‌ ଯୋଗାଇ ଦେବ। ଚଳିତ ବର୍ଷ ଜୁନ୍‌ ମାସରେ ଆମେରିକା...

ଗଙ୍ଗା ପ୍ରଦୂଷଣ: ମୋଦି ସରକାର ଆଣିବେ ନୂଆ ଆଇନ; ୫ ବର୍ଷ ଜେଲ୍‌ ସହିତ ହୋଇପାରେ ୫୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭।୧୧: ଗଙ୍ଗା ପ୍ରଦୂଷଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଆଇନ ଆଣିବେ। ଏନେଇ ଶୀତ ଅଧିବେଶନରେ ପ୍ରସ୍ତାବ ଅଣାଯିବାର ସମ୍ଭାବନା ରହିଛି। ଏହା ଆଇନରେ ପରିଣତ ହେଲେ ପ୍ରଦୂଷଣକାରୀଙ୍କୁ ୫ ବର୍ଷ ଜେଲ୍‌ଦଣ୍ଡ ସହିତ ୫୦...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri