ଜାତୀୟ

ରାଜ୍ୟପାଳଙ୍କୁ ଭେଟିବେ ଶିବସେନା, ଏନ୍‌ସିପି, କଂଗ୍ରେସ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ନେଇ ଏବେବି ଅନିଶ୍ଚିତତା ଲାଗି ରହିଛି। ତେବେ ମହାରାଷ୍ଟ୍ର ରାଜ୍ୟପାଳ ଶନିବାର ଅପରାହ୍ନ ୩ଟାରେ ଶିବସେନା, ଏନ୍‌ସିପି ଓ କଂଗ୍ରେସ ସହ ଏକ ବୈଠକରେ ଆଲୋଚନା କରିବାକୁ ସମୟ ଦେଇଥିବା ଏନ୍‌ସିପି ନେତା...

ପାଗ ପରିବର୍ତ୍ତନ ନ ହେଲେ ବଢିପାରେ ଅଡ୍‌-ଇଭିନର ଅବଧି

ନୂଆଦିଲ୍ଲୀ,୧୫।୧୧: ରାଜଧାନୀ ଦିଲ୍ଲୀରେ ଚାଲିଥିବା ଅଡ୍‌-ଇଭିନ ନମ୍ବରର ଅବଧି ଶୁକ୍ରବାର ସମାପ୍ତ ହୋଇଛି। ହେଲେ ଏପର୍ଯ୍ୟନ୍ତ ଦିଲ୍ଲୀର ବାୟୁ ପ୍ରଦୂଷଣ କମ୍‌ ହୋଇ ନାହିଁ। ତେବେ ପାଣିପାଗ ବିଭାଗର ସୂଚନା ମୁତାବକ ଆସନ୍ତା ୨-୩ ଦିନ ମଧ୍ୟରେ ରାଜଧାନୀର ପାଣିପାଗରେ...

ସୁସ୍ଥ ହେଲେ ଲତା

ମୁମ୍ବାଇ,୧୫।୧୧: ବଲଉଡ୍‌ ନାଇଟ୍‌ ଆଙ୍ଗଲ ତଥା ଭାରତ ରତ୍ନ ଲତା ମଙ୍ଗେସକର ଏବେ ସୁସ୍ଥ ଥିବା ଖବର ମିଳିଛି। ଲତାଙ୍କୁ ଦେଖାରଖା କରୁଥିବା ଟିମ୍‌ ପକ୍ଷରୁ ଏହି ଖବର ଦିଆଯାଇଛି। ପ୍ରଶଂସକଙ୍କ ଭଲପାଇବା ଓ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଲତା...

ଗୋଗୋଇଙ୍କ କାର୍ଯ୍ୟକାଳର ଶେଷ ଦିନ: ମାତ୍ର ୩ ମିନିଟ୍‌ରେ ୧୦ଟି ମାମଲାରେ ନୋଟିସ ଜାରି

ନୂଆଦିଲ୍ଲୀ,୧୫।୧୧:ନିଜ କାର୍ଯ୍ୟକାଳର ଶେଷ ଦିନରେ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ କିଛି ସମୟ ପାଇଁ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଭାର ସମ୍ଭାଳିଛନ୍ତି। ପରମ୍ପରା ଅନୁସାରେ ସିଜେଆଇ ଗୋଗୋଇ ନିଜ ଉତ୍ତରାଧିକାରୀ ବିଚାରପତି ଏସ୍‌.ଏ. ବୋବଡେଙ୍କ ସହ କୋର୍ଟରେ ବସିଥିବା ଦେଖିବାକୁ...

ସମ୍ବର ନେଲା ୬ବର୍ଷ ଛାତ୍ରର ଜୀବନ

ହାଇଦ୍ରାବାଦ୍‌,୧୫।୧୧: ଆନ୍ଧ୍ର ପ୍ରଦେଶ କୁରନୁଲର ଏକ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଗରମ ସନ୍‌ମ୍ବରରେ ପଡି ଜଣେ ୬ ବର୍ଷ ଛାତ୍ରର ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଡି ପୁରୁଷୋତ୍ତମ ରେଡ୍ଡି। ଶିଶୁଙ୍କ ପରିବାର ପକ୍ଷରୁ ସ୍କୁଲ...

ଏଣିକି ଟ୍ରେନରେ ଖାଦ୍ୟ ହେବ ମହଙ୍ଗା

ମୁମାଇ,୧୫।୧୧: ଟ୍ରେନରେ ଯାତ୍ରା କରିବା ସମୟରେ ଏବେ ଚା’ ଜଳଖିଆ ଓ ଭୋଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ରେଲୱେ ବୋର୍ଡର ପର୍ଯ୍ୟଟନ ଓ ଖାଦ୍ୟପେୟ ବିଭାଗର ନିର୍ଦ୍ଦେଶକଙ୍କ ପକ୍ଷରୁ ଏନେଇ ଏକ ସର୍କୁଲାର ଜାରି କରାଯାଇଛି। ରାଜଧାନୀ,...

୧୨୫ ଫୁଟ ପାଣି ଟାଙ୍କି ଉପରକୁ ଚଢିଗଲା ଷଣ୍ଢ

ରେବାଡି,୧୫।୧୧: ହରିୟାଣାର ରେବାଡିରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ଷଣ୍ଢ ୧୨୫ ଫୁଟ ଉଚ୍ଚ ପାଣିଟାଙ୍କି ଉପରକୁ ଚଢିଯାଇଛି। ପାଣିଟାଙ୍କି ଉପରେ ଷଣ୍ଢକୁ ଦେଖି ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିଲେ। ପରେ ପ୍ରଶାସନ ଦମକଳ...

ଶିବସେନା, ଏନସିପି ଏବଂ କଂଗ୍ରେସ ମିଳିତ ସରକାର ୬ ମାସରୁ ଅଧିକ ଦିନ ତିଷ୍ଠି ପାରିବନି:ଫଡନବୀଶ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହୋଇଥିଲେ ମଧ୍ୟ ସରକାର ଗଠନ ନେଇ ଆଲୋଚନା ଜାରି ରହିଛି। ଯଦି ଶିବସେନା, ଏନସିପି ଏବଂ କଂଗ୍ରେସ ମିଳିତ ଭାବରେ ସରକାର ଗଠନ କରନ୍ତି ତେବେ ୬ ମାସରୁ ଅଧିକ ଦିନ ସରକାର...

ଭୋପାଳ ଗ୍ୟାସ୍‌ ପୀଡିତଙ୍କ ପାଇଁ ଲଢିଥିବା ଅବଦୁଲ ଜବାରଙ୍କ ପରଲୋକ

ଭୋପାଳ,୧୫।୧୦: ଭୋପାଳ ଗ୍ୟାସ୍‌ ଦୁର୍ଘଟଣାରେ ପୀଡିତ ଲୋକଙ୍କୁ ନ୍ୟାୟ ଦେବା ପାଇଁ ସର୍ବଦା ଚେଷ୍ଟିତ ଥିବା ଅବଦୁଲ ଜବାରଙ୍କ ଗୁରୁବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅବଦୁଲ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ। ମୃତ୍ୟୁ ଗୋଟିଏ ଦିନ ପୂର୍ବରୁ ମଧ୍ୟ...

ଜେଏନୟୁରେ ଛାତ୍ରୀଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି, ସ୍ବାମୀ ବିବେକାନନ୍ଦଙ୍କ ମୂର୍ତ୍ତି ଭଙ୍ଗା ଘଟଣାର ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୫।୧୧: ଫି’ ବୃଦ୍ଧି ସହ ଅନ୍ୟାନ୍ୟ ଦାବି ନେଇ ସୋମବାର ଦିନ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନୟୁ) କ୍ୟାମ୍ପସ୍‌ ବାହାରେ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଜେଏନୟୁରେ ଲାଗି ରହିଥିବା ଫି’ ବିବାଦ ତୁଟିବାର ନାଁ ନେଉ...

ମହାରାଷ୍ଟ୍ରରେ ସରକାର ଗଠନ: ଭାଜପା କହିଲା, ‘ଜୟ ଶ୍ରୀରାମ, କାମ ସରିଗଲା’

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଯଦିଓ ରାଷ୍ଟ୍ରପତି ଶାସନ ଜାରି କରାଯାଇଛି ଏବେ ମଧ୍ୟ ଭାଜପା, ଶିବସେନା, କଂଗ୍ରେସ ଓ ଏନସିପି ଦଳ ପକ୍ଷରୁ ସରକାର ଗଢିବା ପାଇଁ କସରତ ଚାଲିଛି। ସରକାର ଗଠନ ପାଇଁ ଶେଷରେ ଶିବସେନା, କଂଗ୍ରେସ ଓ ଏନସିପି...

ରାଫାଲ ରାୟର ପୁନର୍ବିଚାର:କାହିଁକି ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫-୧୧:ସୁପ୍ରିମକୋର୍ଟ ରାଫାଲ ରାୟର ପୁନର୍ବିଚାର ପାଇଁ ଦାଏର ପିଟିଶନଗୁଡ଼ିକୁ ଖାରଜ କରିବା ସହ ଏହି ବିବାଦର ଆଇନଗତ ଦିଗ ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ୩୬ ଫାଇଟର ଜେଟ୍‌ ଡିଲ୍‌କୁ ନେଇ ତଦନ୍ତ ବା ଏଫ୍‌ଆଇଆର୍‌ ଅନାବଶ୍ୟକ ବୋଲି ତିନିଜଣିଆ ଖଣ୍ଡପୀଠ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri