ଜାତୀୟ

ସିଏଏ ଦେଶରେ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିପାରେ: ମାୟାବତୀ

ଲକ୍ଷ୍ନୌ,୧୭।୧୨: ସିଟିଜେନଶିପ ଆମେଣ୍ଡମେଣ୍ଟ ଆକ୍ଟ(ସିଏଏ) ବା ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏହାକୁ ନେଇ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ସୁପ୍ରିମୋ ମାୟାବତୀ ମଧ୍ୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି କେନ୍ଦ୍ର ସରକାର...

ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ମୋଦି ସରକାରଙ୍କୁ ପରାମର୍ଶ ଦେଲେ ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ,୧୭।୧୨: ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପରାମର୍ଶ ଦେଇଛନ୍ତି। ଏହା ସହିତ ବହୁସଂଖ୍ୟକବାଦଠାରୁ ଦଳକୁ ଦୂରେଇ ରଖିବାକୁ ସେ କହିଛନ୍ତି। ଜନତାଙ୍କ ଦ୍ୱାରା ବହୁମତରେ କ୍ଷମତାକୁ ଆସିବା...

ପାଟନାରେ ଲାଗିଲା ବିହାର ମୁଖ୍ୟମନ୍ତ୍ରୀଙ୍କ ‘ନିଖୋଜ’ ପୋଷ୍ଟର

ପାଟନା,୧୭।୧୨: ବିହାରର ରାଜଧାନୀ ପାଟନାରେ ଏମିତି ଏକ ପୋଷ୍ଟର ଲାଗିଛି ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଉକ୍ତ ପୋଷ୍ଟରରେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଫଟୋ ସହ ସେ ନିଖୋଜ ହୋଇ ଯାଇଥିବା ଉଲ୍ଲେଖ କରାଯାଇଛି। ପାଟନାର ବିଭିନ୍ନ...

ଜାମିଆ ହିଂସା ମାମଲା: ୧୦ ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ହେଲେ ନାହାନ୍ତି ଛାତ୍ର

ନୂଆଦିଲ୍ଲୀ,୧୭।୧୨: ରାଜଧାନୀ ଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଉପୁଜିଥିବା ହିଂସା ପରିସ୍ଥିତି ଏପର୍ଯ୍ୟନ୍ତ ଥମି ନାହିଁ। ଏହା ଦେଶର ଅନ୍ୟ ଭାଗକୁ ବ୍ୟାପିଥିବା ଲକ୍ଷ୍ୟ କରାଯାଇଛି। ମଙ୍ଗଳବାର ଦିଲ୍ଲୀ ପୋଲିସ ଏହି ମାମଲାରେ ୧୦ ଜଣଙ୍କୁ ଗିରଫ କରିଥିବା...

ରାହୁଲଙ୍କ ଭାଷଣର ପ୍ରତିଲିପି ମାଗିଲେ ଇସି

ନୂଆଦିଲ୍ଲୀ,୧୭ା୧୨(ପି.ଟି.)-ଏକ ନିର୍ବାଚନୀ ସଭାରେ ‘ରେପ୍‌ ଇନ୍‌ ଇଣ୍ଡିଆ’ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣର ପ୍ରତିଲିପି ନିର୍ବାଚନ କମିଶନ (ଇସି) ଝାଡ଼ଖଣ୍ଡ ନିର୍ବାଚନ ଅଧିକାରୀଙ୍କୁ ମାଗିଛନ୍ତି। ଦେଶରେ ବଳାତ୍କାର ବଢ଼ିଚାଲିଥିବାରୁ କେନ୍ଦ୍ର ସରକାରଙ୍କ ‘ମେକ୍‌ ଇନ୍‌ ଇଣ୍ଡିଆ’କୁ...

୩ ମାସରେ ସୂଚନା କମିଶନର ନିଯୁକ୍ତି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭ା୧୨(ପି.ଟି.)- ୩ ମାସ ମଧ୍ୟରେ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି) ଏବଂ ରାଜ୍ୟ ସୂଚନା ଆୟୋଗ (ଏସ୍‌ଆଇସି)ଗୁଡ଼ିକରେ ସୂଚନା କମିଶନର ନିଯୁକ୍ତି ଲାଗି ସୁପ୍ରିମକୋର୍ଟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅଧିକାର ଆଇନର ଅପବ୍ୟବହାର...

ସିଏଏରେ ଭାରତୀୟ ପ୍ରଭାବିତ ହେବେନି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୧୨-ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଯୋଗୁ ଭାରତୀୟ ନାଗରିକ ପ୍ରଭାବିତ ହେବେନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଆଇନକୁ ବିରୋଧ କରି ହିଂସା ଘଟାଇବା ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି। ବିତର୍କ, ଆଲୋଚନା ଓ ମତଭେଦ ଗଣତନ୍ତ୍ରର...

‘ଦେଶବାସୀଙ୍କ ବିରୋଧରେ ଯୁଦ୍ଧାରମ୍ଭ କରିଛନ୍ତି ମୋଦି’

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ମୋଦି ସରକାର ଦେଶକୁ ଭାଗ ଭାଗ କରିବା ସହ ଦେଶବାସୀଙ୍କ ବିରୋଧରେ ଯୁଦ୍ଧ ଆରମ୍ଭ କରିଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର କହିଛନ୍ତି। ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ...

‘ବଞ୍ଚିଥିବା ଯାଏ ସିଏଏ ଲାଗୁ କରାଇଦେବିନି’

କୋଲକାତା,୧୭ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପକ୍ଷରୁ କୋଲକାତାରେ ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି। ବଞ୍ଚିଥିବା ଯାଏ ପଶ୍ଚିମବଙ୍ଗରେ ସିଏଏ ଏବଂ ଏନ୍‌ଆର୍‌ସି ଲାଗୁ କରାଇଦେବେନି ବୋଲି...

‘ସ୍ବତଃ ମିଳିବନି ଭାରତୀୟ ନାଗରିକତ୍ୱ’

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଶରଣ ନେଇଥିବା ହିନ୍ଦୁ, ବୌଦ୍ଧ, ଶିଖ୍‌, ପାର୍ସୀ, ଜୈନ ଓ ଖ୍ରୀଷ୍ଟିଆନମାନଙ୍କୁ ଆପଣାଛାଏଁ ଭାରତୀୟ ନାଗରିକତ୍ୱ ମିଳିଯିବ ନାହିଁ। ସିଏଏରେ ଏଥିପାଇଁ ସେମାନଙ୍କୁ କେତେଗୁଡ଼ିଏ ଜରୁରୀ...

ଝାଡ଼ଖଣ୍ଡ: ୪ର୍ଥ ପର୍ଯ୍ୟାୟରେ ୬୨% ମତଦାନ

ରାଞ୍ଚତ୍,୧୭ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡରେ ସୋମବାର ଅନୁଷ୍ଠିତ ଚତୁର୍ଥ ପର୍ଯ୍ୟାୟ ଭୋଟରେ ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ଦେଓଘର, ଗିରିଡିହ, ବୋକାରୋ ଏବଂ ଧାନବାଦ ଜିଲାର ୧୫ ଆସନ ଲାଗି ଭୋଟଗ୍ରହଣ ହୋଇଥିଲା। ପ୍ରବଳ ଥଣ୍ଡା ସାଙ୍ଗକୁ ମାଓବାଦୀମାନଙ୍କ ଭୋଟ...

ମନୋଜ ମୁକୁନ୍ଦ ହେବେ ସେନାମୁଖ୍ୟ

ନୂଆଦିଲ୍ଲୀ,୧୭ା୧୨-ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନରଭନେ ଭାରତୀୟ ସେନାର ପରବର୍ତ୍ତୀ ମୁଖ୍ୟ ହେବାକୁ ଯାଉଛନ୍ତି। ସେ ଏବେ ସୈନ୍ୟବାହିନୀରେ ଉପମୁଖ୍ୟ ଅଛନ୍ତି। ବର୍ତ୍ତମାନର ସେନାଧ୍ୟକ୍ଷ ବିପିନ ରାଓ୍ବତ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ। ସେନା ଉପମୁଖ୍ୟ ଭାବେ ଗତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri