ଜାତୀୟ

ଇନ୍‌ଫୋସିସ୍‌ ସିଇଓଙ୍କ ବିରୋଧରେ ଅଭିଯୋଗ

ବେଙ୍ଗାଲୁରୁ, ୧୩ା୧୧(ପି.ଟି.): ଗ୍ଲୋବାଲ ସଫ୍ଟଓ୍ବେର୍‌ ମେଜର ଇନ୍‌ଫୋସିସ୍‌ ଲିମିଟେଡ୍‌ର ସମସ୍ୟା ବଢ଼ିବାରେ ଲାଗିଛି। ପ୍ରଥମ ହ୍ବିସିଲ୍‌ବ୍ଲୋୟରଙ୍କ ଅଭିଯୋଗ ଗତ ଅକ୍ଟୋବର ମାସରେ ସାର୍ବଜନୀନ ହେବା ପରେ ଏବେ ଦ୍ୱିତୀୟ ହ୍ବିସିଲବ୍ଲୋୟରଙ୍କ ଅଭିଯୋଗ ଆସିଛି। ହ୍ବିସିଲ୍‌ବ୍ଲୋୟର କମ୍ପାନୀର ଅର୍ଥ ବିଭାଗରେ କାର୍ଯ୍ୟ...

ରାଷ୍ଟ୍ରପତି ଶାସନ ଲାଗୁ ହେବା ସତ୍ତ୍ୱେ: ସରକାର ଗଠନ ଉଦ୍ୟମ ଜାରି

ମୁମ୍ବାଇ,୧୩ା୧୧(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ମଙ୍ଗଳବାର ରାଷ୍ଟ୍ରପତି ଶାସନ ଜାରି କରାଯିବା ପରେ ସବୁ ରାଜନୈତିକ ଦଳ ବିସ୍ମିତ ହେବା ସତ୍ତ୍ୱେ ସରକାର ଗଠନ ପ୍ରକ୍ରିୟାରୁ ଓହରିନାହାନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ସନ୍ତୁଷ୍ଟ ହେବା ଭଳି ଭିନ୍ନ ଭିନ୍ନ ରାଜନୈତିକ ସମୀକରଣ...

ସିଜେଆଇ ଅଫିସକୁ ଆର୍‌ଟିଆଇ ଅଧୀନକୁ ଅଣାଯିବା ପ୍ରସଙ୍ଗ: ସୁପ୍ରିମକୋର୍ଟ ରାୟ ଆଜି

ନୂଆଦିଲ୍ଲୀ, ୧୩ା୧୧ (ଆଇଏଏନ୍‌ଏସ୍‌): ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ କାର୍ଯ୍ୟାଳୟକୁ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ପରିସରକୁ ଅଣାଯିବ କି ନାହିଁ ସେନେଇ ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଆବେଦନଗୁଡ଼ିକର ରାୟ ସୁପ୍ରିମକୋର୍ଟରେ ବୁଧବାର ପ୍ରକାଶ...

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଶାଗ…

ମୂଳା ଶାଗରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ଶୀତ ଦିନେ ନିୟମିତ ମୂଳା ଶାଗ ଖାଇଲେ ବ୍ଲଡ୍‌ ସୁଗାର୍‌ ଲେଭଲ୍‌ ନିୟନ୍ତ୍ରିତ ହୋଇ ଡାଇବେଟିସ୍‌ ଆଶଙ୍କାରୁ ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ...

ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି: ରାମନାଥ କୋବିନ୍ଦ ଦେଲେ ମଞ୍ଜୁରୀ

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଶେଷ ହେବାର ୧୮ ଦିନ ପରେ ବି ସରକାର ଗଢ଼ିବା ନେଇ ଚିତ୍ର ଅସ୍ପଷ୍ଟ ହେବାରୁ ଶେଷରେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ପରେ ରାଜ୍ୟରେ ଏହି...

ଟାଇଫଏଡ୍‌ ରୋଗୀଙ୍କ ପାଇଁ ଉପକାରୀ ଗାଜର ରସ

ଟାଇଫଏଡ୍‌ ଏକ ବିପଦଜନକ ଜ୍ୱର। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର ପ୍ରଭାବକୁ ମଧ୍ୟ କମେଇପାରିବେ। ଟାଇଫଏଡ୍‌ରୁ ରକ୍ଷା ପାଇବା ପାଇଁ କିଛି ଘରୋଇ ଉପାୟ...

ଜମ୍ମୁ-କଶ୍ମୀର ସଡକ ଦୁର୍ଘଟଣାରେ ଗଲା ୧୬ ଜୀବନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଡୋଡା ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି...

ଏହି ଦୁଇ ମହିଳା ପୋଲିସଙ୍କୁ ଦେଶ କରୁଛି ସଲାମ

ଗୁଆହାଟୀ,୧୨।୧୧: ଏବେ ଆସାମର ଦୁଇଜଣ ମହିଳା ପୋଲିସ କନ୍‌ଷ୍ଟେବଳଙ୍କ ଫଟୋ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଫଟୋରେ ଦୁଇ ମହିଳା ହାତରେ କୁନି ଶିଶୁଙ୍କୁ ଧରି କାର୍ଯ୍ୟ କରୁଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ଦାରାଙ୍ଗ ଜିଲାରେ ନଭେମ୍ବର ୧୦ରେ ଶିକ୍ଷକ...

ଶଶି ଥରୁରଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି

ନୂଆଦିଲ୍ଲୀ,୧୨।୧୧: କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଥରୁର ଦେଇଥିବା ବିବାଦୀୟ ବୟାନ ମାମଲାରେ ଦିଲ୍ଲୀ ରୋଜ ଏଭେନ୍ୟୁ କୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ଥରୁରଙ୍କ ବିରୋଧରେ...

ସୁପ୍ରିମକୋର୍ଟ ଗଲା ଶିବସେନା

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମଙ୍ଗଳବାର ସୁପାରିଶ କରିଥିଲେ। ଏହାପରେ ମୋଦି କ୍ୟାବିନେଟ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା। ଏବେ ଏହାକୁ ନେଇ...

ରାଷ୍ଟ୍ରପତି ଶାସନ ପାଇଁ ମଞ୍ଜୁରୀ ଦେଲା ମୋଦି କ୍ୟାବିନେଟ: କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ତୃତୀୟ ଦଳ ଭାବେ ଏନ୍‌ସିପିକୁ ଆମନ୍ତ୍ରଣ ଦେଇଥିଲେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ। ଯାହାର ସମୟ ସୀମା ଥିଲା ମଙ୍ଗଳବାର ରାତି ୮ଟା ୩୦। ହେଲେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ...

ସଞ୍ଜୟ ରାଉତଙ୍କୁ ଭେଟିଲେ ଭାଜପା ନେତା

ମୁମ୍ବାଇ,୧୨।୧୧: ଶିବସେନାର ଏମ୍‌ପି ସଞ୍ଜୟ ରାଉତ ମୁମ୍ବାଇ ସ୍ଥିତ ଲିଲାବତି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ମଙ୍ଗଳବାର ଭାଜପା ନେତା ଆଶୀଷ ସେଲାର ତାଙ୍କୁ ଭେଟିଛନ୍ତି। ହସ୍ପିଟାଲରେ ତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏହା ଏକ ଔପଚାରିକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri