ଜାତୀୟ

ଜାମିନ୍‌ ମିଳିବା ପରେ ଆଇନଜୀବୀ ଭାବେ ସୁପ୍ରିମ୍‌କୋର୍ଟରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୧୧।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ଜାମିନ୍‌ ମିଳିବା ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ଜଣେ ଆଇନଜୀବୀ ଭାବେ ସୁପ୍ରିମ୍‌କୋର୍ଟରେ ବୁଧବାର ଦେଖିବାକୁ ମିଳିଛି। ଏକ ଘରୋଇ ହିଂସା ଏବଂ ଛାଡ଼ପତ୍ର ମାମଲାରେ କପିଲ ଶିବଲ, ଅଭିଶେକ ମନୁ ସିଙ୍ଘଭୀଙ୍କ ସହିତ...

ବର୍ଦ୍ଧିତ ପିଆଜ ଦରକୁ ନେଇ ବୈଠକ ଡକାଇଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୧୧।୧୨: ଲଗାତାର ଭାବେ ପିଆଜ ଦର ହ୍ରାସ ହେଉ ନ ଥିବା ବେଳେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ବିଭିନ୍ନ ସହରରେ ପିଆଜ ମୂଲ୍ୟ କିଲୋ ୧୦୦ରୁ ୧୨୦ ଥିବା ବେଳେ ଏବେ ୧୬୦କୁ ଛୁଇଁଛି। ଏନେଇ...

ଗୁଜରାଟ ଦଙ୍ଗା: ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଲେ ନାନାବତୀ କମିଶନ

ନୂଆଦିଲ୍ଲୀ,୧୧।୧୨: ଗୁଜରାଟ ଦଙ୍ଗାର ତଦନ୍ତ କରୁଥିବା ନାନାବତୀ କମିଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଛନ୍ତି। ଗୋଧ୍ରା ଦଙ୍ଗା ସମୟରେ ଗୁଜରାଟର ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ଥିବା ମୋଦି ବିନା ସୂଚନାରେ ଗୋଧ୍ରା ଗସ୍ତ କରିଥିବା ଅଭିଯୋଗ ହୋଇଥିଲା। ତେବେ...

ହାଇଦ୍ରାବାଦ ଏନ୍‌କାଉଣ୍ଟରରେ ପୋଲିସକୁ ଝଟ୍‌କା: ମାମଲାର ଯାଞ୍ଚ କରିବେ ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି

ହାଇଦ୍ରାବାଦ,୧୧।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ହତ୍ୟାରେ ସାମିଲ ଥିବା ୪ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣା। ଏହି ମାମଲାର ଯାଞ୍ଚ କରିବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି। ବୁଧବାର କୋର୍ଟ ଉକ୍ତ ମାମଲାର ଶୁଣାଣି କରି ଏହି ରାୟ...

ଏଠାରେ ବିନା ଶୁଣ୍ଢରେ ପୂଜା ପାଆନ୍ତି ଗଣେଶ

ଭାରତ ବର୍ଷରେ ପ୍ରଭୁ ଗଣେଶଙ୍କ ବହୁ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ତେବେ ଶୁଣ୍ଢ ଭଗବାନ ଗଜାନନଙ୍କ ପରିଚୟ ଦେଇଥାଏ। କିନ୍ତୁ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ଗଣେଶଙ୍କ ଶୁଣ୍ଢ ନାହିଁ।...

ପୋଲିସ ହେବ ତ ଏମିତି

ଜୟପୁର: ରାଜସ୍ଥାନ ପୋଲିସର ସହାୟକ ପୋଲିସ ନିରୀକ୍ଷକ(ଏଏସ୍‌ଆଇ)ପଦମ୍‌ ସିଂଙ୍କ କାର୍ଯ୍ୟ ନିଶ୍ଚୟ ପ୍ରେରଣାଦାୟକ। ସେ ୩୦୦ରୁ ଊର୍ଦ୍ଧ୍ୱ ଝିଅଙ୍କୁ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା ଅନେକ ପରିିବାରକୁ ଖୁସି ଫେରାଇ ଦେବାରେ ସକ୍ଷମ ହୋଇଛନ୍ତି। ଜୟପୁର ପୋଲିସ କମିଶନରେଟର ଝୋଟବାଡା...

ରାଜ୍ୟ ସଭାରେ ଆଗତ ହେଲା ନାଗରିକତ୍ୱ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ, ୧୧।୧୨: ରାଜ୍ୟ ସଭାରେ ଆଗତ ହୋଇଛି ନାଗରିକତା ସଂଶୋଧନ ବିଲ୍‌ ୨୦୧୯। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବିଲ୍‌ ଆଗତ କରିଛନ୍ତି। ମଧ୍ୟାହ୍ନ ୧୨ଟାରେ ଏହି ବିଲ ଉପସ୍ଥାପନ କରାଯାଇଥିଲା। ରାଜ୍ୟସଭା ଅଧ୍ୟକ୍ଷ ଏମ. ଭେଙ୍କେୟା...

ସିସିଟିଭିରୁ ଧରାପଡ଼ିଲା ପିଆଜ ଚୋର

ମୁମ୍ବାଇ,୧୧।୧୨: ସାରା ଦେଶରେ ପିଆଜର ବର୍ଦ୍ଧିତ ଦରଦାମ୍‌ ବଜାରରେ ନିଆଁ ଲଗାଇଛି। ଏଥିଯୋଗୁ ବ୍ୟବସାୟୀ ଓ ଗ୍ରାହକ ବହୁ ହଇରାଣ ହେଉଛନ୍ତି। ପିଆଜ ଦର ୧୦୦ରୁ ୧୨୦ ହୋଇଥିବା ବେଳେ ଇତିମଧ୍ୟରେ ଚୋରୀ ଘଟଣା ମଧ୍ୟ ସାମ୍ନାକୁ ଆସୁଛି। କିଏ...

ପଶ୍ଚିମବଙ୍ଗରେ ବାହାରିଲା ଦୁଇମୁଣ୍ଡିଆ ସାପ, ଦେଖିବାକୁ ଲୋକଙ୍କ ଭିଡ

କୋଲକତା,୧୧।୧୨:ପୂର୍ବରୁ ଅନେକଥର ଦୋମୁହାଁ ସାପ କଥା ଶୁଣିଥିବେ କି ଦେଖିଥିବେ। କିନ୍ତୁ ପଶ୍ଚିମବଙ୍ଗରେ ଦୁଇମୁଣ୍ଡିଆ ସାପ ଦେଖିବାକୁ ମିଳିଛି। ଏହି ସାପକୁ ଦେଖିବାକୁ ସେଠାରେ ଭିଡ ଜମିଛି। କୋଲକତାର ବେଲଦା ଜଙ୍ଗଲ ନିକଟରେ ଥିବା ଏକାରୁଖି ଗ୍ରାମରେ ଦୁଇମୁଣ୍ଡିଆ ସାପ...

ଭାଜପା କୋର୍‌ କମିଟି ବୈଠକରେ ଯୋଗ ଦେଲେନି ପଙ୍କଜା ମୁଣ୍ଡେ

ମୁମ୍ବାଇ,୧୧।୧୨: ଭାଜପାର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୋପୀନାଥ ମୁଣ୍ଡେଙ୍କ ଝିଅ ପଙ୍କଜା ମୁଣ୍ଡେଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ ଖୁବ୍‌ଶୀଘ୍ର ଦଳ ଛାଡିବେ ବୋଲି ଆଲୋଚନା ହେଉଛି। ସେ ମଙ୍ଗଳବାର ଭାଜପା ପକ୍ଷରୁ ଆୟୋଜିତ...

ଭିନ୍ନ ଲୁକ୍‌ରେ ତେଜ ପ୍ରତାପ: ଟୁଇଟରରେ ଶେୟାର କଲେ ଫଟୋ

ପାଟନା,୧୧।୧୨: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପଙ୍କୁ ସବୁବେଳେ ଭିନ୍ନ ଭିନ୍ନ ରୂପରେ ଦେଖିବାକୁ ମିଳେ। କେତେବେଳେ ଶିବ ତ କେତେବେଳେ କୃଷ୍ଣ ବେଶରେ ନଜର ଆସିଥାନ୍ତି। ରାଜନୀତିଠାରୁ ଢ଼େର ଅଧିକ...

ଜମାଟୋରେ ଅର୍ଡର କଲେ ରୋଲ୍‌: ଆକାଉଣ୍ଟରୁ କଟିଗଲା ୯୧ହଜାର ଟଙ୍କା

ନୂଆଦିଲ୍ଲୀ,୧୧।୧୨: ଜମାଟୋକୁ ନେଇ ପ୍ରତିଦିନ ନୂଆ ନୂଆ ଖବର ସାମ୍ନାକୁ ଆସୁଥିବା ବେଳେ ଦିଲ୍ଲୀ ଗାଜିଆବାଦରେ ଆଉ ଏକ ଘଟଣା ଦେଖିବାକୁ ମିଳିଛି। ଜମାଟୋରୁ ଆସିଥିବା ଏକ ଫୋନ ଯୋଗୁ ଜଣେ ଇଞ୍ଜିନିୟରଂ ଛାତ୍ର ଠକେଇର ଶିକାର ହୋଇଥିବା ଜଣାପଡ଼ିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri