ଜାତୀୟ

ଆଇସ୍‌କ୍ରିମ୍‌ରୁ ବାହାରିଲା ମଣିଷର କଟା ଆଙ୍ଗୁଳି

ମୁମ୍ବାଇ,୧୩ା୬: ମୁମ୍ବାଇର ମଲାଡ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା କହିଛନ୍ତି, ସେ ଏକ ଆଇସ୍‌କ୍ରିମ୍‌ ଭିତରୁ ମଣିଷର କଟା ଆଙ୍ଗୁଳି ପାଇଛନ୍ତି। ମହିଳା ଜଣକ ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରି ପୋଲିସ...

ସୁପ୍ରିମ୍‌କୋର୍ଟଙ୍କ ବଡ଼ ନିଷ୍ପତ୍ତି, ଏହି ତାରିଖରେ ପୁନର୍ବାର ପରୀକ୍ଷା !

ନୂଆଦିଲ୍ଲୀ, ୧୩।୬: ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଛି । ସୁପ୍ରିମ୍‌କୋର୍ଟ ଏନେଇ କହିଛନ୍ତି ଯେ, ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍‌କୁ ଏହାର ଫଳ...

ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ, ଏହି ସମ୍ମିଳନୀରେ ଯୋଗ ଦେବେ

ନୂଆଦିଲ୍ଲୀ, ୧୩।୬: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ଲୋକସଭା ର୍ନିବାଚନରେ ଜିତି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି। ଏଥି ସହିତ, ପିଏମ ମୋଦୀ ୨୦୨୪ ଲୋକସଭା ର୍ନିବାଚନରେ ଜିତିବା ପରେ ତାଙ୍କର...

ମୋଦି ୩.୦: ୩୯% ମନ୍ତ୍ରୀଙ୍କ ନାଁରେ ମାମଲା, ୨ ମନ୍ତ୍ରୀ ହତ୍ୟା ଅଭିଯୁକ୍ତ

ନୂଆଦିଲ୍ଲୀ, ୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର କ୍ୟାବିନେଟ୍‌ରେ ୨୮ ଜଣ ମନ୍ତ୍ରୀଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ ରିଫର୍ମସ୍‌(ଏଡିଆର୍‌) ରିପୋର୍ଟରେ ପ୍ରକାଶ ପାଇଛି। ସେମାନଙ୍କ ମଧ୍ୟରୁ ୧୯ ଜଣ ମନ୍ତ୍ରୀଙ୍କ ବିରୋଧରେ ହତ୍ୟା...

ପାକିସ୍ତାନୀ ଆତଙ୍କବାଦୀଙ୍କ ରାଜକ୍ଷମା ଆବେଦନ ଖାରଜ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୩ା୬: ୨୦୦୦ ଡିସେମ୍ବର ୨୨ରେ ପାକିସ୍ତାନୀ ଆତଙ୍କବାଦୀମାନେ ଲାଲକିଲ୍ଲା ପରିସରରେ ଥିବା ୭ ରାଜପୁତନା ରାଇଫଲ୍ସ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଏଥିରେ ସେନାର ୩ ଯବାନଙ୍କ ମୃତ୍ୟୁ ଘଟିଥିଲା। ଲଶ୍କର-ଇ-ତୋଇବା (ଏଲ୍‌ଇଟି) ଆତଙ୍କବାଦୀ ମହମ୍ମଦ ଆରିଫ୍‌ ଓରଫ୍‌ ଆଶଫାକ୍‌ଙ୍କୁ...

ତାମିଲିସାଇଙ୍କୁ ମଞ୍ଚରେ ଗାଳିକଲେ ଶାହା, ଭିଡିଓ ଭାଇରାଲ

ଅମରବତୀ,୧୩ା୬: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ବୁଧବାର ଭାଜପା ନେତ୍ରୀ ତାମିଲିସାଇ ସୌନ୍ଦରାରାଜନ୍‌ଙ୍କୁ ଗାଳି କରୁଥିବା ବେଳର ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହୋଇଛି। ମଞ୍ଚାସୀନ ଶାହା ଏବଂ ପୂର୍ବତନ ଉପରାଷ୍ଟ୍ରପତି ଏମ୍‌.ଭେଙ୍କାୟା...

ସିଆର୍‌ପିଏଫ୍‌କୁ ରାତିଅଧିଆ ଆକ୍ରମଣ: ଯବାନ ମୃତ, ୬ ଆହତ

ଜମ୍ମୁ/ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରର କଠୁଆ ଓ ଡୋଡା ଜିଲାରେ ଆତଙ୍କବାଦୀମାନେ ରାତିଅଧିଆ ଆକ୍ରମଣ କରିଛନ୍ତି। ଡୋଡାର ଚତ୍ତେରଗାଲାରେ ଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ଏକ ଚେକ୍‌ପୋଷ୍ଟରେ ଆତଙ୍କବାଦୀ ଆଖିବୁଜା ଗୁଳି ଚଳାଇବାରୁ ୬ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି।...

ଆର୍‌ଏସ୍‌ଏସ୍‌ ସହ ସମ୍ପର୍କ ନା ନିର୍ବାଚନ ପ୍ରଭାବ? ଓଡ଼ିଶାରେ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିବାରେ କ’ଣ ରହିଛି ଭାଜପାର ରଣନୀତି….

ଭୁବନେଶ୍ୱର,୧୨।୬: ଭାଜପା ପୁଣିଥରେ ଓଡ଼ିଶାରେ ନୂଆ ଚେହେରା ଦେଇ ସମସ୍ତଙ୍କୁ ଚମକାଇଛି। ନାନାଦି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇ ଦଳ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ପୂର୍ବରୁ ଅନେକ ଲୋକପ୍ରିୟ ବିଧାୟକଙ୍କ ନାମ ଚର୍ଚ୍ଚାରେ ରହିଥିଲେ...

ଗୁରୁବାର ଇଟାଲି ଯିବେ ମୋଦି

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅର୍ଥାତ ଜୁନ ୧୩ ଗୁରୁବାର ଦିନ ଇଟାଲି ଯିବେ। ତୃତୀୟ ଥର ପାଇଁ କେନ୍ଦ୍ରରେ ଏନ୍‌ଡିଏ ସରକାର ଗଠନ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ ବୈଦେଶିକ ଯାତ୍ରା ହେବ। ଜୁନ ୧୪...

ପେଟ୍ରୋଲ-ଡିଜେଲ୍‌କୁ ନେଇ ବଡ଼ ଖବର, କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ, ୧୨।୬: ଦେଶରେ ଲୋକସଭା ନିର୍ବାଚନ ଫଳାଫଳ ପରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ଆରମ୍ଭ ହୋଇଛି ନୂଆ ସରକାର ମୋଦି ୩.୦ । ମୋଦିଙ୍କ ସହିତ ୭୨ ମନ୍ତ୍ରୀ ଶପଥ ନେଇଥିବା ବେଳେ ସେମାନଙ୍କ ମଧ୍ୟରେ...

ମୋଦିଙ୍କ ପାଦ ନଛୁଇଁ ଏହି ଷ୍ଟାରଙ୍କ ପାଦ ଛୁଇଁଲେ ଉପ-ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୬: ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚନ୍ଦ୍ରବାବୁଙ୍କ ସହ ତାଙ୍କ କ୍ୟାବିନେଟର ଅନେକ ସଦସ୍ୟ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ...

ଚାଇନାକୁ ପାନେ ଦେବେ ମୋଦି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୬: କେନ୍ଦ୍ରରେ ସରକାର ଗଠନ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଠୋର ନିଷ୍ପତ୍ତି ନେବା ଆରମ୍ଭ କରିଛନ୍ତି। ତିବ୍ଦତ ସମ୍ପର୍କରେ ମଧ୍ୟ ସମାନ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଚାଇନାକୁ କ୍ଷତି ପହଞ୍ଚାଇବାକୁ ଯାଉଛି ବୋଲି ବିଶ୍ୱାସ କରାଯାଉଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri