ଜାତୀୟ

ଅଯୋଗ୍ୟ ହେଲେ ଯୋଗ୍ୟ: କର୍ନାଟକରେ ଫୁଟିିଲା ପଦ୍ମ

ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭା ଉପନିର୍ବାଚନରେ ୧୫ ଆସନ ମଧ୍ୟରୁ ଭାଜପା ୧୨ଟି ଆସନରେ ବିଜୟ ଲାଭ କରିବାକୁ ଯାଉଛିି। ଗୋଟିଏ ଆସନରେ ସ୍ବାଧୀନ ପ୍ରାର୍ଥୀ ଜିତିବା ଆଶା ଥିବାବେଳେ ୨ଟି ଆସନ କଂଗ୍ରେସ ଖାତାକୁ ଯିବ ବୋଲି କୁହାଯାଉଛି। ଉପନିର୍ବାଚନରେ...

କର୍ନାଟକରେ କଂଗ୍ରେସକୁ ବୁଦ୍ଧି ଶିଖାଇଲେ ଜନତା: ମୋଦି

ବରହି,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଜନସଭାକୁ ଉଦ୍‌ବୋଧନ ଦେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରହିରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି। ମୋଦି ତାଙ୍କ ଭାଷଣ ସମୟରେ...

ବିବାହ ଭୋଜିରେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର

ଚେନ୍ନାଇ,୯।୧୨: ତାମିଲନାଡୁରେ ପିଆଜ କିଲୋ ୨ ଶହ ଟଙ୍କାରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ଆୟୋଜିତ ଏକ ବିବାହ ଭୋଜିରେ ଅତିଥିମାନେ ନବ ଦମ୍ପତିଙ୍କୁ ଅଢ଼େଇ କିଲୋ ପିଆଜ ଉପହାର ଦେଇଛନ୍ତି। ସ୍ଥାନୀୟ କୁଡ୍ଡାଲୋରରେ ହୋଇଥିବା ବିବାହ ଭୋଜିରେ ଶାହୁଲ...

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ହଜାରିବାଗ,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ଏବେ ଝାଡ଼ଖଣ୍ଡରେ ପହଞ୍ଚୁଥିବା ଦେଖାଯାଇଛି। ସୋମବାର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଝାଡ଼ଖଣ୍ଡର ହଜାରିବାଗ ଗସ୍ତ କରିଛନ୍ତି। ସେଠାରେ ସେ ଏକ...

ବିଦେଶ ଯାତ୍ରା କରିପାରିବେ ରବର୍ଟ

ନୂଆଦିଲ୍ଲୀ,୯।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ବିଦେଶ ଯାତ୍ରା କରିବାକୁ ଦିଲ୍ଲୀର ଏକ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ସେ ତାଙ୍କର ଚିକିତ୍ସା ଓ ବ୍ୟବସାୟ କାମରେ ବିଦେଶ ଯାତ୍ରା କରିପାରିବେ ବୋଲି କୋର୍ଟ...

ଏନ୍‌ଆର୍‌ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍‌କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ

ମୁମ୍ବାଇ,୯।୧୨: ବଲିଉଡ୍‌ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ ପୁଣିଥରେ ସେ ଏମିତି ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଏନ୍‌ଆର୍‌ସିରୁ ଧ୍ୟାନ...

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ: ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ କଲେ ସ୍ବାକ୍ଷର

ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଦେଶର ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ ସ୍ବାକ୍ଷର କରିଛନ୍ତି। ଏହା ଦ୍ୱାରା ଦେଶର ସମ୍ବିଧାନର ମୂଳ ସ୍ବରୂପ ହଜି ଯିବାର ଆଶଙ୍କା ଥିବା ସେମାନେ କହିଛନ୍ତି। ଭାରତୀୟ ସମ୍ବିଧାନ ସବୁବେଳେ ଧର୍ମ ନିରପେକ୍ଷତାକୁ...

ନାଗରିକତା ସଂଶୋଧନ ବିଲ୍‌ ଲୋକସଭାରେ ଆଗତ

ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍‌କୁ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକସଭାରେ ଆଗତ କରିଛନ୍ତି। ଗୃହରେ ଉପସ୍ଥିତ ଥିବା ୩୭୫ ସଦସ୍ୟଙ୍କ ମଧ୍ୟରୁ ଆଗତ ସପକ୍ଷରେ ୨୯୩ ଭୋଟ ପଡ଼ିଥିବାବେଳେ ବିରୋଧରେ ୮୨ ଭୋଟ ପଡ଼ିଥିଲା। ବିଲ୍‌ ଉପରେ...

ବଳାତ୍କାର ମାମଲାର ଶୁଣାଣି ପାଇଁ ଉତ୍ତର ପ୍ରଦେଶରେ ଗଠନ ହେବ ୨୧୮ ଫାଷ୍ଟଟ୍ରାକ୍‌ କୋର୍ଟ

ଲକ୍ଷ୍ନୌ,୯।୧୨: ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ପରେ ପରେ ଉନ୍ନାଓ ଗଣବଳାତ୍କାର ମାମଲାକୁ ନେଇ ଏବେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର କଡା ପଦକ୍ଷେପ ନେଇଛନ୍ତି। ଦେଶ ତଥା ରାଜ୍ୟରେ ଏବେ ଏଭଳି ମାମଲା ବଢିବାରେ ଲାଗିଛି। ତେବେ...

ନିର୍ଭୟା କାଣ୍ଡ: ଡିସେମ୍ବର ୧୬ରେ ଦୋଷୀଙ୍କୁ ହୋଇପାରେ ଫାଶୀ

ନୂଆଦିଲ୍ଲୀ,୯।୧୨: ନିର୍ଭୟା କାଣ୍ଡକୁ ଇତିମଧ୍ୟରେ ୭ ବର୍ଷ ବିତି ଯାଇଛି। ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଜଣଙ୍କୁ ଡିସେମ୍ବର ୧୬ରେ ଫାଶୀ ଦିଆଯିବ ବୋଲି କୁହାଯାଉଛି। ୭ବର୍ଷ ତଳେ ୨୦୧୨ ଡିସେମ୍ବର ୧୬ରେ ନିର୍ଭୟା...

ଦିଲ୍ଲୀ ଅଗ୍ନିକାଣ୍ଡର ଶେଷ ଫୋନ୍‌ କଲ୍‌: ଭାଇ ମୁଁ ଆଉ ବଞ୍ଚିବିନି, ପ୍ଲିଜ୍‌ ମୋ ପିଲାଙ୍କୁ ସମ୍ଭାଳିବୁ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଣୀ ଝାନ୍ସୀ ରୋଡ଼ରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୪୩ ଜଣଙ୍କର ଜୀବନ ଯାଇଛି। ଏବେ ଜଣେ ମୃତକଙ୍କ ଦ୍ୱାରା ଘରକୁ କରାଯାଇଥିବା ଶେଷ ଫୋନ୍‌ କଲ୍‌ ସମସ୍ତଙ୍କୁ ବେଶ୍‌ ଭାବୁକ କରିବାରେ ଲାଗିଛି। ମୃତକଙ୍କ ମଧ୍ୟରେ ଥିବା...

୧୨ ଆସନରେ ଭାଜପା ଆଗରେ ଥିବାରୁ ବିଜୟେନ୍ଦ୍ରଙ୍କୁ ମିଠା ଖୁଆଇଲେ ୟେଦୁରପ୍ପା

ବେଙ୍ଗାଲୁରୁ,୯।୧୨: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଏବେ ଟିକେ ଖୁସିଥିବା ଦେଖାଯାଇଛି। ସୋମବାର କର୍ନାଟକର ୧୫ ବିଧାନସଭା ଆସନର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଥିବା ବେଳେ ସେ ସାମାନ୍ୟ ଖୁସି ଅଛନ୍ତି। ସକାଳ ପ୍ରାୟ ୧୧ ଟା ସୁଦ୍ଧା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri