ଜାତୀୟ

ମୃତ୍ୟୁ ନିଆଁରେ ରାଜନୀତି

ନୂଆଦିଲ୍ଲୀ,୯ା୧୨: ଦିଲ୍ଲୀର ଅନାଜ ମଣ୍ଡି ନିଆଁରେ ଜଳିଯାଇଛି ୪୩ ଜୀବନ। ଏହି ଘଟଣା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିବାବେଳେ ଏଥିରେ ବି ରାଜନୀତିର ରୁଟି ସେକିବାକୁ ପଛାଉନାହାନ୍ତି ଦଳ। ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଏହାକୁ ନେଇ ରାଜନୀତି ଜୋର...

୫ ବର୍ଷରେ ୨୭ ଆଇଆଇଟି ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା

ଇନ୍ଦୋର,୯ା୧୨(ପି.ଟି.): ଗତ ୫ ବର୍ଷ ମଧ୍ୟରେ ଦେଶର ୧୦ଟି ପ୍ରମୁଖ ଶିକ୍ଷାନୁଷ୍ଠାନ ଭାରତୀୟ ପ୍ରାଦ୍ୟୋଗିକୀ ସଂସ୍ଥାନ (ଆଇଆଇଟି)ରେ ୨୭ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ଆବେଦନରୁ ଜଣାପଡିଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନରେ ଥିବା...

‘ଆଇପିସି, ସିଆର୍‌ପିସିରେ ହେବ ପରିବର୍ତ୍ତନ’

ନୂଆଦିଲ୍ଲୀ,୯ା୧୨(ପି.ଟି.): ବଳତ୍କାର ଭଳି ଘୃଣ୍ୟ ଅପରାଧ ସମେତ ଫୌଜଦାରି ମାମଲାରେ ନ୍ୟାୟ ମିଳିବାରେ ବିଳମ୍ବକୁ ନେଇ ବିତର୍କ ଚାଲିଥିବାବେଳେ ଆଇପିସି ଏବଂ ସିଆର୍‌ପିସିରେ ସଂଶୋଧନ ଆଣିବାକୁ କେନ୍ଦ୍ରର ଏନ୍‌ଡିଏ ସରକାର ସଂକଳ୍ପବଦ୍ଧ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଦେଶ...

ଉନ୍ନାଓରେ ୩ ବର୍ଷର ଶିଶୁକୁ ବଳାତ୍କାର

ଉନ୍ନାଓ,୯ା୧୨(ଆଇଏଏନ୍‌ଏସ୍‌): ଉନ୍ନାଓ ଗଣବଳାତ୍କାର ପୀଡ଼ିତାଙ୍କୁ ପୋଡି ମାରିଦେବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ପୁଣି ସେହି ଜିଲାରେ ଜଣେ ୩ ବର୍ଷର ଶିଶୁକୁ ତାଙ୍କ ପଡୋଶୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଅଭିଯୁକ୍ତ ଜଣକ...

ମୃତ ପୁଅର ପ୍ରେମିକାଙ୍କୁ ବିବାହ ଦେଲେ ମା’

ମିରଠ,୮।୧୨: ଉତ୍ତର ପ୍ରଦେଶ ମିରଠରୁ ଏମିତି ଏକ ଘଟଣା ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପୁଅ ମରିଯିବା ପରେ ତାଙ୍କ ପ୍ରେମିକାକୁ ଝିଅ ଭାବେ ଗ୍ରହଣ କରି କନ୍ୟାଦାନ କରିଛନ୍ତି ଜଣେ ବିଧବା ମା’। ମିରଠର ମଓ୍ବାନା ନିବାସୀ...

ସୋମବାର ଲୋକସଭାରେ ଆଗତ ହୋଇପାରେ ନାଗରିକତା ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୮।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ଗତ ସପ୍ତାହରେ ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ। ସୋମବାର ଏହି ବିଲ୍‌କୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକସଭାରେ ଆଗତ କରାଇବେ...

ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୭ ବଗି ଲାଇନଚ୍ୟୁତ

ଦିବ୍ରୁଗଡ଼,୮।୧୨: ଆସାମରେ ଏକ ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହାର ୭ ବଗି ଲାଇନଚ୍ୟୁତ ହୋଇଛି। ସ୍ଥାନୀୟ ଦିବ୍ରୁଗଡ଼ରେ ଥିବା ନାହାରକାଟିଆ ରେଳଷ୍ଟେଶନ ନିକଟରେ ଏହା ଘଟିଛି। ତେବେ ଏଥିରେ କେହି ହତାହତ ହୋଇ ନାହାଁନ୍ତି। ଖବର ପାଇ ରେଳ...

ମହିଳାଙ୍କ ସୁରକ୍ଷାକୁ ନେଇ ଟୁଇଟ୍‌ କଲେ ଶିଳ୍ପା

ମୁମ୍ବାଇ,୮।୧୨: ଦେଶରେ ମହିଳାଙ୍କ ଉପରେ ବଢିଚାଲିଥିବା ଅପରାଧକୁ ଦେଖି ଏବେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବଲିଉଡ୍‌ ଫିଟ୍‌ କୁଇନ୍‌ ଶିଳ୍ପା ସେଟ୍ଟି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ଅଭିଯାନକୁ ନେଇ ସେ କହିଛନ୍ତି ଏହା ଖାଲି...

ରେକର୍ଡ କଲା ପିଆଜ

ମଦୁରାଇ,୮।୧୨: ଦେଶର ବିଭିନ୍ନ ଭାଗରେ ପିଆଜ ସେଞ୍ଚୁରି ମାରିଥିବା ବେଳେ ତାମିଲନାଡୁର ମଦୁରାଇରେ କିନ୍ତୁ ଏହା ରେକର୍ଡ କରିଛି। ରବିବାର ଏଠାରେ ପିଆଜର କିଲୋଗ୍ରାମ୍‌ ପ୍ରତି ଦାମ୍‌ ୨ଶହ ଟଙ୍କା ଥିବା ବେଳେ ଖୁଚୁରା ବଜାରରେ ଏହା କିଲୋପ୍ରତି ଦର...

ସୌନ୍ଦର୍ଯ୍ୟକୁ ଦୀର୍ଘସ୍ଥାୟୀ କରିବା ପାଇଁ ସପ୍ତାହରେ ଥରେ ଏହି ବାଥ୍‌ …

ନୂଆଦିଲ୍ଲୀ: ପରିବେଶ ପ୍ରଦୂଷଣର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ଶରୀରର ଲୋମଛିଦ୍ର ଏହା ଦ୍ୱାରା ବନ୍ଦ ହୋଇଯାଇଥାଏ। ତେବେ ସପ୍ତାହରେ ଥରେ ସୋନା ବାଥ୍‌ ନେଲେ ଏସବୁ ସମସ୍ୟାରୁ ମୁକ୍ତି ମିଳିବା ସହିତ ସୌନ୍ଦର୍ଯ୍ୟ ଦୀର୍ଘସ୍ଥାୟୀ ରହିଥାଏ। ସୋନା ବାଥ୍‌ରେ...

ସଚେତନତା ଦ୍ୱାରା ମହିଳାଙ୍କ ଉପରେ ହେଉଥିବା ଅପରାଧର ଅନ୍ତ ଘଟିିବ: ଭେଙ୍କିୟା ନାଇଡୁ

ପୁଣେ,୮।୧୨: ଦେଶରେ ମହିଳାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିବା ନେଇ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ କ୍ଷୋଭ ପ୍ରକାଶ କରିଛନ୍ତି। ଲୋକଙ୍କ ମଧ୍ୟରେ ସଚେତନତା ଦ୍ୱାରା ହିଁ ଏଭଳି ଆପରାଧୀକ ଘଟଣାର ଅନ୍ତ ଘଟିବ ବୋଲି ପୁଣେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ...

ଉନ୍ନାଓ ପୀଡିତାଙ୍କ ପରିବାରର ସମସ୍ତ ଦାବି ପୂରଣ କରାଯିବ: ଲକ୍ଷ୍ନୌ କମିଶନର

ଲକ୍ଷ୍ନୌ,୮।୧୨: ଉନ୍ନାଓ ପୀଡିତାଙ୍କ ପରିବାର ଯେଉଁସବୁ ଦାବି କରିଥିଲେ ତାହା ପୂରଣ କରାଯିବ ବୋଲି ଶନିବାର କଥା ଦେଇଛନ୍ତି ଉତ୍ତର ପ୍ରଦେଶ ପ୍ରଶାସନ। ଲକ୍ଷ୍ନୌ ଡିଭିଜନାଲ କମିଶନର ମୁକେଶ ମେଶରାମ ଖବରଦାତାମାନଙ୍କୁ ସୂଚନା ଦେଇ କହିଛନ୍ତି, ସେ ପୀଡିତାଙ୍କ ପରିବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri