ଜାତୀୟ

ପ୍ରଦୁଷଣ ପାଇଁ ଦିଲ୍ଲୀରେ ଜରୁରୀ ଘୋଷଣା: ଛଟ୍‌ରେ ଫୁଟାଯିବନି ବାଣ

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ-ଏନ୍‌ସିଆରରେ ସୁପ୍ରିମକୋର୍ଟର ଏକ ଖଣ୍ଡପୀଠ ଶୁକବ୍ରାର ଜନସାଧାରଣଙ୍କ ସ୍ବାସ୍ଥ୍ୟଗତ କାରଣକୁ ନଜରରେ ରଖି ଏକ ଜରୁରୀ ଘୋଷଣା କରିଛନ୍ତି। ଏଥିସହ ନଭେମ୍ବର ୫ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। କେବଳ ସେତିକି ନୁହେଁ ଛଟ୍‌ ପୂଜାରେ...

ଝାଡଖଣ୍ଡ ବିଧାନସଭା ପାଇଁ ଆଜି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୧।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନକୁ ନେଇ ଶୁକ୍ରବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଅପରାହ୍ନ ୪ଟା ୩୦ରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏହି ତାରିଖ ଘୋଷଣା କରାଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜ୍ୟରେ ନିର୍ବାଚନ ଆଚାର ସଂହିତା...

ଏଏପି ବିଧାୟକ ଗିରଫ

ନୂଆଦିଲ୍ଲୀ,୧।୧୧: ଆମ୍‌ ଆଦମୀ ପାର୍ଟି(ଏଏପି)ର ବିଧାୟକ ଅଖିଳେଶ ପତି ତ୍ରିପାଠୀଙ୍କୁ ଦିଲ୍ଲୀ ପୋଲିସ ଶୁକ୍ରବାର ଗିରଫ କରିଛି। ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ଗୁରୁବାର ବିଧାୟକ ହାଜର ହୋଇ ନ ଥିବାରୁ ତାଙ୍କ ବିରୋଧରେ ଜାମିନ ବିହିନ ଗିରଫ ପରଓ୍ବାନା...

ମହାରାଷ୍ଟ୍ରରେ ସରକାର ଗଢିବାକୁ ଚାହିଁଲାଣି ଏନ୍‌ସିପି

ମୁମ୍ବାଇ,୧।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଅକ୍ଟୋବର ୨୪ରୁ ପ୍ରକାଶିତ ହୋଇ ସାରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ସେଠାରେ ସରକାର ଗଠନ କରାଯାଇ ପାରି ନାହିଁ। କାରଣ ଭାଜପା ଓ ଶିବସେନା ମଧ୍ୟରେ ହୋଇଥିବା ମେଣ୍ଟରେ କିଏ ହେବ ମୁଖ୍ୟମନ୍ତ୍ରୀ ତାହା...

କେନ୍ଦ୍ରଶାସିତ ଜମ୍ମୁ-କଶ୍ମୀରର ପ୍ରଥମ ଶୁକ୍ରବାର: ଜାମିଆ ମସ୍‌ଜିଦ୍‌ରେ ନମାଜ୍‌ ଉପରେ ଲାଗିଲା କଟକଣା

ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀର ପାଇଁ ଶୁକ୍ରବାର ଥିଲା ଏକ ନୂଆ ସକାଳ। କାରଣ ଏହା ରାଜ୍ୟ ନୁହେଁ ବରଂ କେନ୍ଦ୍ରଶାସିତ ପ୍ରଦେଶ ଭାବେ ଆରମ୍ଭ କରିଛି ଇତିହାସ। ଅକ୍ଟୋବର ୩୧ରୁ ଲାଗୁ ହୋଇଥିବା ନୂଆ ନିୟମ ଅନୁସାରେ ନଭେମ୍ବର ୧ର ପ୍ରଥମ...

ଦୁଇ ଚକିଆ ଯାନରେ ଯାଉଥିବା ୪ ବର୍ଷର ପିଲା ବି ହେଲମେଟ୍‌ ପିନ୍ଧିବାକୁ ବାଧ୍ୟ

ଲକ୍ଷ୍ନୌ,୧।୧୧: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଶୁକ୍ରବାରଠାରୁ ଉତ୍ତର ପ୍ରଦେଶରେ ଏହାକୁ ଆହୁରି କଡାକଡି କରାଯାଇଛି। ସେଠାରେ ଏବେ ୨ ଚକିଆ ଯାନରେ ଯାଇଥିବା ଲୋକେ ନିଜେ ହେଲମେଟ୍‌ ପିନ୍ଧିବା ସହ ତାଙ୍କ ପଛରେ ବସିଥିବା ବ୍ୟକ୍ତି ବି...

ପିତାଙ୍କ ନାଁ ମଧ୍ୟପ୍ରଦେଶ, ପୁଅ ଭୋପାଳ

ଭୋପାଳ,୧।୧୧: ଆଜି ମଧ୍ୟପ୍ରଦେଶ ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଜଣେ ବ୍ୟକ୍ତିଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କ ନାମ ହେଉଛି ମଧ୍ୟପ୍ରଦେଶ ସିଂ। ଡାବୁଆର ଶାସକୀୟ ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ କାର୍ଯ୍ୟରତ ମଧ୍ୟପ୍ରଦେଶ...

ଉପବାସରେ ବସିଲେ ବିଜୟ ଗୋଏଲ

ନୂଆଦିଲ୍ଲୀ,୧।୧୧: ଦୀପାବଳି ପରେ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ନେଇ ବିରୋଧୀ ଭାଜପା କେଜିରଓ୍ବାଲ ସରକାରଙ୍କୁ ଘେରିଛି। ଶୁକ୍ରବାର ଭାଜପା ନେତା ତଥା ରାଜ୍ୟସଭା ଏମ୍‌ପି ବିଜୟ ଗୋଏଲ ପ୍ରଦୂଷଣକୁ ନେଇ ଉପବାସରେ ବସିଛନ୍ତି।...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶିବସେନାର ହିଁ ହେବ:ସଞ୍ଜୟ ରାଓ୍ବତ

ମୁମ୍ବାଇ,୧।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଭାଜପା ଏବଂ ସହଯୋଗୀ ଶିବସେନା ମଧ୍ୟରେ ଟଣାଓଟରା ଲାଗିରହିଛି। ଶୁକ୍ରବାର ଶିବସେନା ମୁଖ୍ୟପାତ୍ର ସଞ୍ଜୟ ରାଓ୍ବତ ପୁଣି ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶିବସେନାର ହିଁ ହେବ।...

ସ୍କୁଲ ପିଲାଙ୍କୁ ମାସ୍କ ବାଣ୍ଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ ପ୍ରଦ୍ୟୁଷଣକୁ ନେଇ ରାଜନୀତି ବୟାନବାଜି ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦିଲ୍ଲୀରେ ପ୍ରଦ୍ୟୁଷଣ ପାଇଁ ହରିୟାଣା ଓ ପଞ୍ଜାବ ସରକାରଙ୍କୁ ଦାୟି କରିଛନ୍ତି। ପଞ୍ଜାବ ଓ ହରିୟାଣାରେ ନଡ଼ାଗୁଡିକୁ ପୋଡୁଥିବାରୁ ଦିଲ୍ଲୀରେ ପ୍ରଦ୍ୟୁଷଣ ହେଉଛି ବୋଲି...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲେ କୃଷକ

ପୁଣେ,୧।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ଏବଂ ଶିବସେନା ମଧ୍ୟରେ ଛକାପଞ୍ଝା ଲାଗିଛି। ଏସବୁ ଭିତରେ ବିଡ ଜିଲାର ଜଣେ ଚାଷୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ଇଛା ପ୍ରକାଶ କରିଛନ୍ତି। ତାଙ୍କ ନାମ ଶ୍ରୀକାନ୍ତ। ଏ ନେଇ ସେ...

ଦୁଇଟି ଗାଡ଼ିରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀର କୁଲଗାମ ଜିଲାରେ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ଶୁକ୍ରବାର ସକାଳେ ବୋନିଗମ ଗଁ। ନିକଟରେ ଦୁଇଟି ଗାଡିରେ କିଛି ଆତଙ୍କବାଦୀ ନିଆଁ ଲଗାଇଦେଇଛନ୍ତି। ନିଆଁ ଲଗାଯାଇଥିବା ଗାଡି ମଧ୍ୟରୁ ଗୋଟିଏ ଗାଡ଼ି କୁଲଗାମ ଭାଜପାର ସାଧାରଣ ସମ୍ପାଦକଙ୍କ ବୋଲି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri