ଜାତୀୟ

ଗର୍ଭରେ ପିଲାଙ୍କୁ ସଂସ୍କାରି କରିବା ପାଇଁ ଏହି ରାଜ୍ୟ ସରକାର ଆପଣାଇଲେ ନିଆରା ପଦକ୍ଷେପ

ଲକ୍ଷ୍ନୌ,୩।୧୨: ମହିଳାଙ୍କ ଗର୍ଭରେ ବଢ଼ୁଥିବା ପିଲାଙ୍କ ଭିତରେ ସଂସ୍କାର ଆଣିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ନିଆରା ପଦକ୍ଷେପ ଆପଣାଇଛନ୍ତି। କାନପୁରର ଛତ୍ରପତି ସାହୁଜି ମହାରାଜ ବିଶ୍ୱବିଦ୍ୟାଳୟ (ସିଏମ୍‌ଜେଏମ୍‌ୟୁ) ପକ୍ଷରୁ ଏନେଇ ଏକ ଅଭିଯାନ ଆରମ୍ଭ କରାଯାଇଛି। ଗର୍ଭାବସ୍ଥାରେ ଶିଶୁଙ୍କୁ...

ସଙ୍କଟରେ ଦେଶର ଅର୍ଥବ୍ୟବସ୍ଥା; ଭାଜପା ପାଇଁ ଭଗବାନ ଭରସା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୩।୧୨: ଦେଶର ଅର୍ଥବ୍ୟବସ୍ଥା ସଙ୍କଟରେ ରହିଛି। ଏନେଇ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସରକାର ଏଭଳି ସ୍ଥିତିରେ ସୁଧାର ଆଣି ନ ପାରିଲେ ଭାଜପାକୁ ଭଗବାନଙ୍କ ଭରସାରେ ଛାଡ଼ିଦେବା ଆବଶ୍ୟକ ବୋଲି ସ୍ବାମୀ...

ଖୁଣ୍ଟିରେ ମୋଦିଙ୍କ ବିଧାନସଭା ନିର୍ବାଚନ ପ୍ରଚାର: ୨ ବର୍ଷ ତଳେ ଭାଜପା ସରକାର ୧୦ ହଜାର ଲୋକଙ୍କ ଉପରେ ଆଣିଥିଲେ ଦେଶଦ୍ରୋହ ଅଭିଯୋଗ

ରାଞ୍ଚି,୩।୧୨: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁଣ୍ଟିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ମୋଦି ପ୍ରକାଶ କରିଛନ୍ତି। ସେଥିପାଇଁ ଭୋଟର...

ଆମରଣ ଅନଶନରେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବିରୋଧରେ ପୂରା ଦେଶ ସ୍ବର ଉତ୍ତୋଳନ କରିଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଜନସାଧାରଣ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଦିଲ୍ଲୀର ମହିଳା କମିଶନ...

ନିର୍ଭୟା ମାମଲାର ଦୋଷୀଙ୍କୁ ଖୁବ୍‌ଶୀଘ୍ର ମିଳିପାରେ ଫାଶୀ: ତିହାର ଜେଲ୍‌ରେ ନାହାନ୍ତି ଘାତକ

ନୂଆଦିଲ୍ଲୀ,୩।୧୨: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କ ନିକଟରେ ଆଉ ଆଇନର ଆଶ୍ରୟ ନେବାକୁ କୌଣସି ବାଟ ନ ଥିବା ଜଣାପଡିଛି। ତେଣୁ ଏମାନଙ୍କ ଫାଶୀ ଦଣ୍ଡର ତାରିଖ ଖୁବ୍‌ଶୀଘ୍ର ଆସିପାରେ ବୋଲି ଅନୁମାନ କରାଯାଉଛି। ହେଲେ ଏହାକୁ ନେଇ...

ପିଆଜ ମାଳ ପିନ୍ଧି ସଂସଦରେ ପହଞ୍ଚିଲେ ୨ ଏଏପି ଏମ୍‌ପି

ନୂଆଦିଲ୍ଲୀ,୩।୧୨: ପିଆଜ ଦାମ ବଢ଼ିଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣ କରିବାରେ କେନ୍ଦ୍ର ସରକାର ଅସଫଳ ରହିଥିବା ପ୍ରତିବାଦ କରି ୨ ଜଣ ଏଏପି ଏମ୍‌ପି ସଂସଦରେ ପିଆଜ ମାଳ ପିନ୍ଧି ପହଞ୍ଚିଛନ୍ତି। ଏଏପି ଏମ୍‌ପି ସଞ୍ଜୟ ସିଂ ଏବଂ ସୁଶୀଲ ଗୁପ୍ତା...

ଅନଶନ ପାଇଁ ଅଡି ବସିଲେ ସ୍ବାତୀ: ମୋଦିଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଭେଟେରିନାରି ମହିଳା ଡାକ୍ତରଙ୍କୁ ନ୍ୟାୟ ଦେବା ପାଇଁ ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ଅଣ୍ଟା ଭିଡିଛନ୍ତି। ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଅନଶନରେ ବସିବେ ବୋଲି ସେ ନିଷ୍ପତ୍ତି ନେଇଛନ୍ତି।...

ଗୋଟିଏ ପରିବାର ସମସ୍ତ ସଦସ୍ୟଙ୍କ ଆତ୍ମହତ୍ୟା: କାନ୍ଥରେ ଲେଖାଅଛି ସୁଇସାଇଡ୍‌ ନୋଟ୍‌

ଗାଜିଆବାଦ,୩।୧୨: ଉତ୍ତର ପ୍ରଦେଶର ଗାଜିଆବାଦରେ ମଙ୍ଗଳବାର ସକାଳୁ ଗୋଟିଏ ପରିବାରର ଜଣେ ପୁରୁଷ, ଜଣେ ମହିଳା ଓ ୨ ପିଲାଙ୍କ ମୃତ ଦେହ ମିଳିବା ପରେ ଏବେ ଏହା ଚର୍ଚ୍ଚାର ପରିସରକୁ ଆସିଯାଇଛି। ଏଥିରେ ଅନ୍ୟଜଣେ ମହିଳା ଗୁରୁତର ଆହତ...

ବଳାତ୍କାରୀଙ୍କୁ ସବୁଦିନ ପାଇଁ ଜେଲ୍‌ରେ ରଖାଯାଉ: ହେମା

ନୂଆଦିଲ୍ଲୀ,୩।୧୨: ଦେଶରେ ବଢି ଚାଲିଥିବା ବଳାତ୍କାର ମାମଲାକୁ ନେଇ ଉତ୍ତର ପ୍ରଦେଶ ମଥୁରାର ଭାରତୀୟ ଜନତା ପାର୍ଟି (ଭାଜପା)ଏମ୍‌ପି ତଥା ବଲିଉଡ୍‌ ଅଭିନେତ୍ରୀ ହେମା ମାଳିନୀ ମତ ରଖିଛନ୍ତି। ସେ କହିଛନ୍ତି ତେଲେଙ୍ଗାନାରେ ଯେଉଁଭଳି ଭାବେ ଜଣେ ଭେଟେରିନାରି ମହିଳା...

ଭାଜପା ସଂସଦୀୟ ଦଳ ବୈଠକ: ସଦସ୍ୟଙ୍କ ଉପସ୍ଥାନ ଏବଂ ଭାଷା ସଞ୍ଜମତା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୩।୧୨: ଭାଜପା ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ଭାଜପା ସଦସ୍ୟଙ୍କ ଉପସ୍ଥାପନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସନ୍ତୁଷ୍ଟ ନ ଥିବା ସୂଚନା ଦେଇଛନ୍ତି। ତେଣୁ ଭାଜପା...

କଂଗ୍ରେସକୁ ଆୟକର ବିଭାଗର ନୋଟିସ: ହଓ୍ବାଲା ଦ୍ୱାରା ୧୭୦କୋଟି ପାଣ୍ଠି ସଂଗ୍ରହ ଅଭିଯୋଗ

ନୂଆଦିଲ୍ଲୀ,୩।୧୨: ଦେଶର ମୁଖ୍ୟ ବିରୋଧୀ ଦଳ ଭାରତୀୟ ଜାତୀୟ କଂଗ୍ରେସ(ଆଇଏନ୍‌ସି)କୁ ଆୟକର ବିଭାଗ ପକ୍ଷରୁ ନୋଟିସ କରାଯାଇଛି। ରାଜନୈତିକ ଚାନ୍ଦାକୁ ନେଇ କଂଗ୍ରେସକୁ ଡିସେମ୍ବର ୨ରେ ଏହି ନୋଟିସ କରାଯାଇଛି। ହାଇଦ୍ରାବାଦର ଇମ୍ଫ୍ରାଷ୍ଟକ୍‌ଚର କମ୍ପାନୀ ସହ ସଂପୃକ୍ତ ଥିବା ନେଣଦେଣକୁ...

ଅଯୋଧ୍ୟା: ଟ୍ରଷ୍ଟ ଗଠନ ପୂର୍ବରୁ ମନ୍ଦିର ପୂଜାରୀ ନେଇ ଟଣାଓଟରା

ଅଯୋଧ୍ୟା,୩।୧୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ନେଇ ୩ ମାସ ମଧ୍ୟରେ ଟ୍ରଷ୍ଟ ଗଠନ କରିବାକୁ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଇତିମଧ୍ୟରେ ଏକ ମାସ ବିତି ଯାଇଛି। ଟ୍ରଷ୍ଟ ଗଠନ ପୂର୍ବରୁ ମନ୍ଦିର ପୂଜାରୀ ହେବାକୁ ନେଇ ଟଣାଓଟରା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri