ରାଞ୍ଚି,୩ା୧୨(ପି.ଟି.): ସାରା ଦେଶରେ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) କାର୍ଯ୍ୟକାରୀ ହେବାର ସମୟସୀମା ୨୦୨୪। ଏହି ସମୟ ମଧ୍ୟରେ ଦେଶରୁ ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରାଯାଇ ବିଦା କରାଯିବ ବୋଲି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହା ସୋମବାର...
ନୂଆଦିଲ୍ଲୀ,୩ା୧୨(ପି.ଟି.): ହାଇଦ୍ରାବାଦରେ ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପ୍ରସଙ୍ଗକୁ ନେଇ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ହଙ୍ଗାମା କରିଥିଲେ। ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ, ସର୍ବସାଧାରଣରେ ପିଟି ମାରିଦିଆଯାଉ ବୋଲି ରାଜ୍ୟ ସଭାରେ ବିଭିନ୍ନ...
ନାଗପୁର,୨।୧୨: ମହାରାଷ୍ଟ୍ର ଗଡଚିରୋଲି ଗଁାରେ ମାଓବାଦୀ ପୁଣି ଥରେ ନିଜର ଉପସ୍ଥିତି ଜାହିର କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଗଡଚିରୋଲିର ପୁରାସ୍ଲାଗୋନ୍ଧି ଗଁ।ରେ ୨ଜଣ ସାଧାରଣ ନାଗରିକଙ୍କୁ ମାଓବାଦୀ ହତ୍ୟା କରିଛନ୍ତି। ସୋମବାର ଏନେଇ ସ୍ଥାନୀୟ ପୋଲିସ ସୂଚନା ଦେଇଛି।...
Page 4,289 of 4,848« First«...102030...4,2874,2884,2894,2904,291...4,3004,3104,320...»Last »
Archives
Model This Week
ପିଲାଙ୍କ ଧରିତ୍ରୀ