ଜାତୀୟ

ଜମି ଦୁର୍ନୀତି ମାମଲା: ସ୍ବତନ୍ତ୍ର କୋର୍ଟରେ ହାଜର ହେଲେ ହୁଡ୍ଡା

ଚଣ୍ଡିଗଡ଼,୩୦।୧୦: ହରିୟାଣା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭୂପେନ୍ଦ୍ର ସିଂ ହୁଡ୍ଡାଙ୍କୁ ପଞ୍ଚକୁଲା ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଛି। ତାଙ୍କ ନାମରେ ଥିବା ଜମି ଦୁର୍ନୀତି ମାମଲାର ବିଚାର ଲାଗି ସେ କୋର୍ଟରେ...

ବ୍ଲଡ୍‌ କ୍ୟାନସର ପୀଡ଼ିତା ଯୁବତୀ ହେଲେ ଗୋଟିଏ ଦିନ ପାଇଁ ପୋଲିସ କମିଶନର

ହାଇଦ୍ରାବାଦ୍‌,୩୦।୧୦: ତେଲେଙ୍ଗାନାରେ ପୋଲିସ ବିଭାଗ ପକ୍ଷରୁ ଜଣେ ବ୍ଲଡ୍‌ କ୍ୟାନସର ପୀଡ଼ିତା ଯୁବତୀଙ୍କର ସ୍ବପ୍ନକୁ ପୂରଣ କରିବା ପାଇଁ ଉଦ୍ୟମ କରାଯାଇଛି। ସ୍ଥାନୀୟ ରାଚାକୋଣ୍ଡା ପୋଲିସ ବିଭାଗ ଏଭଳି କାର୍ଯ୍ୟ କରିଛି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ...

ଭାଜପା ଏମ୍‌ପିଙ୍କ ପୁଅ ଅନଲାଇନରେ ମୋବାଇଲ୍‌ ମଗାଇଲେ, ଆସିଲା ପଥର

ମାଲଦା,୩୦।୧୦: ଅନଲାଇନ ଶପିଂ ଭାରତରେ ଧୀରେ ଧୀରେ ଲୋକପ୍ରିୟତା ଅର୍ଜନ କରିଛି। ଉତ୍ସବ ଦିନରେ କମ୍ପାନୀଗୁଡିକ ଲୋକଙ୍କୁ ଲୋଭନୀୟ ଅଫର୍‌ ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି। ଗତ ଦୀପାବଳିରେ ଏଭଳି ଅଫର୍‌ ଦେଖି ଏକ ମୋବାଇଲ୍‌ ଅର୍ଡର କରିଥିଲେ...

ସୁରକ୍ଷାକର୍ମୀ ଏବଂ ସରକାରୀ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀଙ୍କ ନଜର: ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଆର୍ମି ଏବଂ ଆଇଏସ୍‌ଆଇ ସହାୟତାରେ ଷଡ଼ଯନ୍ତ୍ର ରଚାଯାଇଛି। ସୁରକ୍ଷାକର୍ମୀ ଅପହରଣ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟ ଉପରେ କବ୍‌ଜା କରିବା ଲାଗି ଯୋଜନା କରାଯାଇଥିବା ଭାରତୀୟ...

ତାମିଲନାଡୁରେ ପ୍ରବଳ ବର୍ଷା: ସ୍କୁଲ, କଲେଜ ବନ୍ଦ

ଚେନ୍ନାଇ,୩୦।୧୦: ତାମିଲନାଡୁର ମଦୁରେ ଏବଂ ରାମନାଥପୁରମ ସମେତ ଅନେକ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଏବଂ କଲେଜ ବନ୍ଦ ଘୋଷଣା କରିଛନ୍ତି ସରକାର। ତିରୁନେଲଭେଲି,...

ଭାଜପାକୁ ଟାର୍ଗେଟ୍‌ କଲା ଶିବସେନା: ଇୟୁ ପ୍ରତିନିଧି ଦଳଙ୍କ କଶ୍ମୀର ଗସ୍ତକୁ ବିରୋଧ

ମୁମ୍ବାଇ,୩୦।୧୦: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁନି। ଇତିମଧ୍ୟରେ ଭାଜପା ପକ୍ଷରୁ ଜମ୍ମୁ-କଶ୍ମୀର ସ୍ଥିତି ଅନୁଧ୍ୟାନ ପାଇଁ ଇୟୁ ପ୍ରତିନିଧି ଦଳଙ୍କ ଗସ୍ତ କରିବାକୁ ଶିବସେନା ବିରୋଧ କରିଛି। ଏନେଇ ଶିବସେନା ପକ୍ଷରୁ ଏହାର ମୁଖପତ୍ର...

ଆତଙ୍କବାଦୀଙ୍କ ବର୍ବରତା: ୬ ଶ୍ରମିକଙ୍କୁ ଗୁଳିକରି ହତ୍ୟା

ଶ୍ରୀନଗର,୩୦ା୧୦(ପି.ଟି.) : ୟୁରୋପୀୟ ସଂଘ(ଇୟୁ)ର ୨୩ ଜଣିଆ ପ୍ରତିନିଧି ଦଳ ମଙ୍ଗଳବାର ଜମ୍ମୁ-କଶ୍ମୀର ଗସ୍ତ କରିଥିବାବେଳେ ଆତଙ୍କବାଦୀମାନେ କୁଲଗାମ ଜିଲାରେ ରକ୍ତର ହୋଲି ଖେଳିଛନ୍ତି। ସେମାନେ କତ୍ରାସୁ ଗ୍ରାମରେ ପଶ୍ଚିମବଙ୍ଗର ୬ ଶ୍ରମିକଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ସୁରକ୍ଷା ବଳ...

ଗାଈ ଚୋରି ସନ୍ଦେହ: ଯୁବକଙ୍କୁ ପିଟି ମାରିଦେଲେ

ପାଟନା,୩୦ା୧୦(ଆଇଏଏନ୍‌ଏସ୍‌): ବିହାର ରାଜଧାନୀ ପାଟନା ନିକଟସ୍ଥ ମୋକମାରେ ଗାଈ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୋଲିସ ସୂଚନାନୁସାରେ ସୋମବାର ରାତିରେ ବରହମ୍‌ପୁର ଗ୍ରାମର କେତେଜଣ ଯୁବକ ଗୋରୁ ଚୋରି କରିବା ପାଇଁ ମୋରେ ଗଁାକୁ ଯାଇଥିଲେ।...

୮୦ ଘଣ୍ଟାର ଅପରେଶନ : ବୋର୍‌ଓ୍ବେଲରୁ ସୁଜିତ୍‌ଙ୍କ ମୃତଦେହ ଉଦ୍ଧାର

ତିରୁଚିରାପଲ୍ଲୀ/ଚେନ୍ନାଇ ୩୦ା୧୦(ପି.ଟି.): ଦୀର୍ଘ ୮୦ ଘଣ୍ଟାର ରେସ୍କ୍ୟୁ ଅପରେଶନ ସତ୍ତ୍ୱେ ତାମିଲନାଡ଼ୁର ନଡ଼ୁକଟ୍ଟାପୁଟ୍ଟି ବୋର୍‌ଓ୍ବେଲରେ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ୍‌ ଓ୍ବିଲିୟମଙ୍କୁ ଜୀବିତ ଉଦ୍ଧାର କରାଯାଇ ପାରିନାହିଁ। ପ୍ରଶାସନର ସମସ୍ତ ପ୍ରୟାସ ବୃଥା ହୋଇଛି। ସୁଜିତ୍‌୍‌ ଶୁକ୍ରବାର ସନ୍ଧ୍ୟାରେ...

ଜାତୀୟ ଶିକ୍ଷାନୀତି ଚିଠା ଚୂଡ଼ାନ୍ତ

ନୂଆଦିଲ୍ଲୀ,୩୦ା୧୦: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ଶିକ୍ଷାନୀତି ଚିଠା ପ୍ରସ୍ତୁତ ହେବାର ପ୍ରାୟ ୫ ମାସ ପରେ ଜନସାଧାରଣଙ୍କ ମତାମତ ପାଇଁ ଏହାକୁ ସାର୍ବଜନୀନ କରାଯାଇଛି। ୫୫ ପୃଷ୍ଠା ସମ୍ବଳିତ ଜାତୀୟ ଶିକ୍ଷାନୀତି(ଏନ୍‌ଇପି)-୨୦୧୯ର ଏହି ଚୂଡ଼ାନ୍ତ ଚିଠାକୁ...

ଦିଲ୍ଲୀରେ ହାଇଆଲର୍ଟ

ନୂଆଦିଲ୍ଲୀ,୩୦ା୧୦: ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ସୁରକ୍ଷା ସଂସ୍ଥା ପକ୍ଷରୁ ସତର୍କ କରାଯିବା ପରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅକ୍ଟୋବର ୩୧ରେ ଜମ୍ମୁ-କଶ୍ମୀର ଓ ଲଦାଖ ପୃଥକ ହେବା...

୧୮ରେ ଶପଥ ନେବେ ନୂଆ ସିଜେଆଇ ବୋବ୍‌ଡେ

ନୂଆଦିଲ୍ଲୀ,୩୦ା୧୦(ଆଇଏଏନ୍‌ଏସ୍‌): ଜଷ୍ଟିସ୍‌ ଶରଦ ଅରବିନ୍ଦ ବୋବ୍‌ଡେ ଭାରତର ୪୭ତମ ପ୍ରଧାନ ବିଚାରପତି (ସିଜେଆଇ) ହେବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କ ନିଯୁକ୍ତିପତ୍ରରେ ସ୍ବାକ୍ଷର କରିଛନ୍ତି। ଜଷ୍ଟିସ୍‌ ବୋବ୍‌ଡେ ନଭେମ୍ବର ୧୮ରେ ସିଜେଆଇ ଭାବେ ଶପଥ ନେବା ପରେ ପ୍ରାୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri