ଜାତୀୟ

ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍‌ ମାଡ଼: ୬ ଯବାନ ଆହତ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀନଗରର କରନ୍‌ ନଗର ଥାନା ଅନ୍ତର୍ଗତ କାକା ସରାଇ ଅଞ୍ଚଳରେ...

ମହାରାଷ୍ଟ୍ରର ଅଧିକାଂଶ ବିଧାୟକ ଅପରାଧୀ

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ମଧ୍ୟରୁ ଅଧିକାଂଶ ଅପରାଧୀ ବୋଲି ଜଣାପଡିଛି। ୨୮୮ ବିଧାୟକଙ୍କ ମଧ୍ୟରୁ ୧୭୬ ଜଣଙ୍କ ନାଁରେ ଆପରାଧୀକ ମାମଲା ରହିଛି। ଏମାନଙ୍କ ମଧ୍ୟରୁ ୧୧୨ ଜଣଙ୍କ ନାଁରେ ଗୁରୁତର ଆପରାଧୀକ ମାମଲା...

ପରିବା ବିକାଳିରୁ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୭।୧୦: ଦୀପାବଳୀ ଅବସରରେ ଭାଜପା ନେତା ମନୋହର ଲାଲ ଖଟ୍ଟର ଦ୍ୱିତୀୟ ଥର ଲାଗି ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ତାଙ୍କ ସହ ଭାଜପାକୁ ସମର୍ଥନ କରିଥିବା ଜେଜେପି ନେତା ଦୁଷ୍ୟନ୍ତ ଚୌତାଲା ମଧ୍ୟ ହରିୟାଣାର ଉପ...

ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…

ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା...

ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…

ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା...

ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି

ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରି ଦୀପାବଳି ଶୁଭକାମନା ଜଣାଇଛନ୍ତି।...

ପଦାତିକ ବାହିନୀ ଦିବସରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌

ନୂଆଦିଲ୍ଲୀ,୨୭।୧୦: ପଦାତିକ ବାହିନୀ ଦିବସ ଉପଲକ୍ଷେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌ ନ୍ୟାସନାଲ୍‌ ଓ୍ବାର୍‌ ମେମୋରିଆଲ୍‌ଠାରେ ଶହୀଦ୍‌ଙ୍କୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, କଶ୍ମୀରରେ ୧୯୪୭ ଅକ୍ଟୋବର ୨୭ରେ ହୋଇଥିବା ପାକିସ୍ତାନ ଆକ୍ରମଣ ସମୟରେ ଦେଶ ପାଇଁ ଶହୀଦ୍‌...

ପୂର୍ବତନ ଭାଜପା ଅଧ୍ୟକ୍ଷ କମଲ ଶର୍ମାଙ୍କ ପରଲୋକ

ଚଣ୍ଡିଗଡ,୨୭।୧୦: ପଞ୍ଜାବ ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଅଧ୍ୟକ୍ଷ କମଲ ଶର୍ମାଙ୍କର ରବିବାର ସକାଳେ ପରଲୋକ ହୋଇଛି। ସକାଳେ ତାଙ୍କୁ ହୃଦଘାତ ହେବା ପରେ ଫିରୋଜପୁର ଜିଲାରେ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୀପାବଳି ଥିବାରୁ...

ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୦: ଆଲୋକର ପର୍ବ ଦୀପାବଳି ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିନ୍ଦୀରେ ଟୁଇଟ୍‌ କରି ଶୁଭେଚ୍ଛା...

କାହିଁକି ପାଳନ କରାଯାଏ ଦୀପାବଳି

ଆଲୋକର ପର୍ବ ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଇଥାଏ। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ। ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି। ପୌରାଣିକ ମତାନୁଯାୟୀ, ଏହିଦିନ ଭଗବାନ୍‌ ବିଷ୍ଣୁ...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ପରିବା…

ସବୁଜ ପନିପରିବା ଦେହ ପାଇଁ ଉପକାରୀ । ଡାକ୍ତରମାନେ ସବୁଜ ପନିପରିବା ଖାଇବା ଉପରେ ଗୁରୁତ୍ୱ ଦେଇଥାଆନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ ଥାଏ। ଏହି ସବୁଜ ପନିପରିବା ଔଷଧ ଠାରୁ ବି ଅଧିକ କାମ କରେ ବୋଲି...

ସିଆର୍‌ପିଏଫ୍‌ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୬ା୧୦(ପି.ଟି.) : ଜମ୍ମୁ-କଶ୍ମୀର ରାଜଧାନୀ ଶ୍ରୀନଗରର କରନନଗର ଅଞ୍ଚଳରେ ସିଆର୍‌ପିଏଫ୍‌ର ଏକ ଟିମ୍‌ ଉପରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି। ଏଥିରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ସିଆର୍‌ପିଏଫ୍‌ ଯବାନମାନେ ଚେକ୍‌ପଏଣ୍ଟରେ ମୁତୟନ ଥିଲାବେଳେ ଆତଙ୍କବାଦୀମାନେ ସେମାନଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri