ଜାତୀୟ

କାର୍ଯ୍ୟଭାର ଗ୍ରହଣ କଲେ ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଗୁରୁବାର ଠାକ୍‌ରେ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ ଉଦ୍ଧବ। ଶିବସେନା, କଂଗ୍ରେସ ଓ ଏନ୍‌ସିପି ସହ ମେଣ୍ଟ ହୋଇ...

ପଞ୍ଚାୟତର ନିର୍ଦ୍ଦେଶକ୍ରମେ ଯୁବକଙ୍କୁ ଚପଲରେ ପିଟିଲେ ମହିଳା: ଭିଡିଓ ଭାଇରାଲ

ପାଟନା,୨୯।୧୧: ବିହାରର ବୈଶାଳୀ ଜିଲାରେ ପଞ୍ଚାୟତର ନିର୍ଦ୍ଦେଶକ୍ରମେ ଜଣେ ମହିଳା ଯୁବକଙ୍କୁ ଚପଲରେ ପିଟିବା ଘଟଣାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହା ଦେଶରି ଥାନା ଅଞ୍ଚଳର ମୁରୌତପୁର ଗାଁର ବୋଲି ଜଣାପଡିଛି। ଭିଡିଓରେ ଦେଖିବାକୁ ମିଳିଛି କେତେଜଣଙ୍କ...

ଆଶ୍ୱସ୍ତ ହେଲେ ସଲମାନ

ନୂଆଦିଲ୍ଲୀ,୨୯।୧୧: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଗତବର୍ଷ ସଲମାନଙ୍କ ନାଁରେ ଏକ ମାମଲା କରାଯାଇଥିଲା। ଗତବର୍ଷ ସେ ଫିିଲ୍ମ ‘ଲଭ ୟାତ୍ରୀ’ ନିର୍ମାଣ କରିଥିବା ବେଳେ ଏଥିରେ ସେ ଧାର୍ମିକ ଭାବନାକୁ କଠୋର ଆଘାତ ପହଞ୍ଚାଇଥିଲେ...

କଂଗ୍ରେସ ପାଖରେ ମୁଣ୍ଡ ନୁଆଁଇ ପାରନ୍ତି ଉଦ୍ଧବ

ମୁମ୍ବାଇ,୨୯।୧୧: ବହୁ ବାଦବିବାଦ ପରେ ଶେଷରେ ମହାରାଷ୍ଟ୍ରରେ ଶିବସେନା ଭାରତୀୟ ଜନତା ପାର୍ଟି(ଭାଜପା)ଠାରୁ ଅଲଗା ହୋଇ ସରକାର ଗଠନ କରିଛି। ଆଉ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚନ ନ ଲଢି ପଦ ସମ୍ଭାଳିଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଏବେ ଶିବସେନା,...

ଫଡ୍‌ନବିସଙ୍କ ନାଁରେ ସମନ ଜାରି କଲେ ନାଗପୁର କୋର୍ଟ

ନାଗପୁର,୨୯।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ନାଁରେ ନାଗପୁରର ଏକ କୋର୍ଟ ଦ୍ୱାରା ସମନ ଜାରି କରାଯାଇଥିବା ସୂଚନା ମିଳିଛି। ନିର୍ବାଚନ ସମୟରେ ସେ ଯେଉଁ ଶପଥପତ୍ର ଦାଖଲ କରିଥିଲେ ସେଥିରେ ସେ ୨ଟି ଆପରାଧିକ ମାମଲାର ସୂଚନା...

ଗୃହରେ କ୍ଷମା ମାଗିଲେ ପ୍ରଜ୍ଞା ଠାକୁର

ନୂଆଦିଲ୍ଲୀ,୨୯।୧୧: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେକୁ ଦେଶ ଭକ୍ତ କହି ବିବାଦ ଘେରକୁ ଆସିଥିବା ଏମ୍‌ପି ପ୍ରଜ୍ଞା ଠାକୁର ଶୁକ୍ରବାର ଲୋକ ସଭାରେ କ୍ଷମା ମାଗିଛନ୍ତି। ମୋ ମନ୍ତବ୍ୟକୁ ବିରୋଧୀମାନେ ଅତିରଞ୍ଜିତ କରୁଛନ୍ତି ବୋଲି ପ୍ରଜ୍ଞା କହିଛନ୍ତି। ସେ...

ମହିଳା ଡାକ୍ତରଙ୍କୁ ଜାଳିଦେଲେ, ନ୍ୟାୟ ପାଇଁ ସୋସିଆଲ ମିଡିଆରେ କ୍ୟାମ୍ପେନ୍‌ ଆରମ୍ଭ

ହାଇଦ୍ରାବାଦ,୨୯।୧୧: ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଦନଗର ଅଞ୍ଚଳରୁ ଜଣେ ମହିଳା ଡାକ୍ତରଙ୍କ ଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ସୋସିଆଲ ମିଡିଆରେ ଏକ କ୍ୟାମ୍ପେନ୍‌ ଆରମ୍ଭ କରାଯାଇଛି। ପୋଲିସ୍‌ ମାମଲାର ଯାଞ୍ଚ୍‌...

ମଧ୍ୟାହ୍ନ ଭୋଜନ କ୍ଷୀରରେ ପାଣି ମିଶାଇବା ଘଟଣା: ୨ ନିଲମ୍ବିତ

ଲକ୍ଷ୍ନୌ,୨୯।୧୧: କେନ୍ଦ୍ର ସରକାର ସ୍କୁଲ ପିଲାଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ହେଲେ ସେ ସବୁ ଯୋଜନା କାର୍ଯ୍ୟକାରୀ ନ ହୋଇ ବାଟବଣା ହେବାରେ ଲାଗିଛି। ସେଥି ମଧ୍ୟରୁ ମଧ୍ୟାହ୍ନ ଭୋଜନ ଅନ୍ୟତମ। ପ୍ରତିଦିନ ଭ୍ରଷ୍ଟାଚାର ଓ ଦୁର୍ନୀତି...

ମହାରାଷ୍ଟ୍ର ପରେ ଗୋଆରେ ବି ଭାଜପାକୁ ଝଟ୍‌କା ଦେବ ଶିବସେନା

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ସରକାର ଗଠନ ହେବା ପରେ ପୁରୁଣା ବନ୍ଧୁ ଭାଜପାକୁ ଆଉ ଏକ ଝଟ୍‌କା ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛି ଶିବସେନା। ଦଳର ପ୍ରବକ୍ତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଓ୍ବତ ଏନେଇ ଇସାରା...

ହାତରୁ ଗଲା ମୁଖ୍ୟମନ୍ତ୍ରୀ ପଦ, ଏବେ ଘର ଛାଡିଲେ ଦେବେନ୍ଦ୍ର-ଅମୃତା

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶେଷରେ ଶିବସେନା, ଏନସିପି ମିଳିତ ଭାବେ ସରକାର ଗଢିଛନ୍ତି। ଉଦ୍ଧବ ଠାକ୍‌ରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନାଟକୀୟ ଢଙ୍ଗରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାର ୩ ଦିନ ୮ ଘଣ୍ଟା ପରେ ନିଜ ପଦରୁ ଇସ୍ତଫା...

ମୋଦିଙ୍କୁ ପ୍ରଶଂସା କଲା ଶିବସେନା: ଏବେ ଠାକ୍‌ରେ-ମୋଦି ଭାଇଭାଇ

ମୁମ୍ବାଇ,୨୯।୧୧: ଶେଷରେ ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱରେ ସରକାର ଗଠନ ହୋଇଛି। ଶିବସେନା-ଏନସିପି ଏବଂ କଂଗ୍ରେସ ମିଶି ରାଜ୍ୟକୁ ଏକ ମଜଭୁତ ସରକାର ଦେବା ପାଇଁ ଶପଥ ନେଇଛନ୍ତି। ଗତ କିଛିଦିନ ହେବ ଶିବସେନା ମୁଖପତ୍ର ‘ସାମ୍‌ନା’ରେ ପ୍ରତିଦିନ ମୋଦି...

ଭାଜପା ବିଧାୟକ କହିଲେ, ପ୍ରଜ୍ଞାଙ୍କୁ ସଲାମ, ଗଡ୍‌ସେ ହେଉଛନ୍ତି ଅସଲ ଦେଶଭକ୍ତ

ଗୁଆହାଟୀ,୨୯।୧୧: ଭାଜପା ଏମ୍‌ପି ସ୍ବାଧୀ ପ୍ରଜ୍ଞା ଠାକୁର ପରେ ଆଉ ଜଣେ ଭାଜପା ବିଧାୟକ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଦେଶଭକ୍ତ କହିଛନ୍ତି। ଆସାମର ଭାଜପା ବିଧାୟକ ଶିଲାଦିତ୍ୟ ଦେବ ପ୍ରଜ୍ଞାଙ୍କୁ ସପକ୍ଷରେ ମତ ଦେଇ ଗଡ୍‌ସେଙ୍କ ଅସଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri