ଜାତୀୟ

ଫଡ୍‌ନବିସଙ୍କ ଶକ୍ତିପରୀକ୍ଷା ପାଇଁ ୩୦ ଘଣ୍ଟାର ସମୟ ସୀମା: ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ସଂଖ୍ୟାଗରିଷ୍ଠତାର ପ୍ରମାଣ; ହେବ ସିଧା ପ୍ରସାରଣ

ନୂଆଦିଲ୍ଲୀ,୨୬।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାକୁ ନେଇ ସୁପ୍ରିମ୍‌କୋର୍ଟ ମଙ୍ଗଳବାର ରାୟ ଦେଇଛନ୍ତି। ରାୟ ଅନୁସାରେ ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଶକ୍ତି ପରୀକ୍ଷାର ସମ୍ମୁଖୀନ ହେବେ। ଏହାର ସିଧାପ୍ରସାରଣ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ...

ଝାଡଖଣ୍ଡ ବିଧାନସଭା ନିର୍ବାଚନ: ମଙ୍ଗଳବାର ୫ମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ

ରାଞ୍ଚି,୨୬।୧୧: ଝାଡଖଣ୍ଡ ବିଧାନସଭାର ୫ମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହେବ। ମୋଟ ୮୧ ଆସନ ବିଶିଷ୍ଟ ବିଧାନସଭାର ୧୬ଟି ଆସନ ଲାଗି ଶେଷ ପର୍ଯ୍ୟାୟରେ ଡିସେମ୍ବର ୨୦ରେ ମତଦାନ କରାଯିବ। ମଙ୍ଗଳବାରଠାରୁ...

୧୨ ବର୍ଷ ବୟସରେ ଡାଟା ବୈଜ୍ଞାନିକ ହେଲେ ୭ମ ଶ୍ରେଣୀର ଛାତ୍ର

ହାଇଦ୍ରାବାଦ,୨୬।୧୧:ହାଇଦ୍ରାବାଦର ୧୨ ବର୍ଷୀୟ ସିଦ୍ଧାର୍ଥ ଶ୍ରୀବାସ୍ତବ ପିଲ୍ଲାଇ ଏକ ନିଆରା କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏତେ କମ୍‌ ବୟସରୁ ସେ ଡାଟା ବୈଜ୍ଞାନିକ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏକ ସଫ୍ଟଓ୍ବେୟର କମ୍ପାନୀ ତାଙ୍କୁ ଡାଟା ବୈଜ୍ଞାନିକ ଭାବେ ଚାକିରି...

ହୋଟେଲରେ ଥିବା ବିଧାୟକଙ୍କ ପଛରେ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ସରକାର ଗଠନକୁ ନେଇ ଚାଲିଥିବା ଅଙ୍କକଷା ଏବେବି ଲାଗି ରହିଛି। ଗୋଟିଏ ପଟେ ଭାଜପା ନେତୃତ୍ୱରେ ସରକାର ଗଠନ କରାଯାଇଥିଲେ ମଧ୍ୟ ଏବେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଚାଲିଛି କଡା କସରତ। ଘୋଡା ବେପାରକୁ ଦୃଷ୍ଟିରେ...

ଭାରତୀୟ ସମ୍ବିଧାନ ୭୦ ବର୍ଷରେ: ପ୍ରସ୍ତୁତି ପାଇଁ ଲାଗିଥିଲା ୨ ବର୍ଷ ୧୧ ମାସ ୧୮ ଦିନ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୦ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ କରିଥିଲେ। ସମ୍ବିଧାନର ପ୍ରସ୍ତୁତି ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ...

ମୁମ୍ବାଇ ୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ନିର୍ଭୟରେ ବୁଲୁଛନ୍ତି ମାଷ୍ଟରମାଇଣ୍ଡ୍‌ ହାଫିଜ୍‌

ମୁମ୍ବାଇ,୨୬।୧୧: ମୁମ୍ବାଇରେ ୨୦୦୮ ନଭେମ୍ବର ୨୬ରେ ହୋଇଥିବା ୨୬/୧୧ ଆକ୍ରମଣକୁ ଇତିମଧ୍ୟରେ ୧୧ ବର୍ଷ ପୂରିଛି । ନଭେମ୍ବର ୨୯ ପର୍ଯ୍ୟନ୍ତ ଦୀର୍ଘ ୬୦ ଘଣ୍ଟା ଧରି ମିଳିତ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିଲା। ଏହି ଆକ୍ରମଣରେ ୧୬୬ ଜଣ...

ଭାଜପାକୁ ଝଟ୍‌କା ଦେବେକି ଅଜିତ !

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମହାଭାରତର ମଙ୍ଗଳବାର ଅନ୍ତ ଘଟିବ ବୋଲି ଆଲୋଚନା ହେଉଛି। କାରଣ ଏହାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ଦେବାର ଅଛି। ହେଲେ ଅନ୍ୟପଟେ ଅଜିତ୍‌ ପାଓ୍ବାର ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍‌କା ଦେଇପାରନ୍ତି ବୋଲି ମଧ୍ୟ ଆଲୋଚନା...

ପାର୍ଲାମେଣ୍ଟରେ ମହାରାଷ୍ଟ୍ର ତାତି: ହଟ୍ଟଗୋଳ ଯୋଗୁ ଉଭୟ ଗୃହ ମୁଲତବୀ

ନୂଆଦିଲ୍ଲୀ,୨୬ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତିକୁ ନେଇ ସୋମବାର ପାର୍ଲାମେଣ୍ଟରେ ଜୋରଦାର ହଟ୍ଟଗୋଳ ହେବା ପରେ ଉଭୟ ଗୃହକୁ ଦିନକ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଲୋକ ସଭାରେ କଂଗ୍ରେସ ପକ୍ଷରୁ ମହାରାଷ୍ଟ୍ର ଘଟଣାର ପ୍ରତିବାଦ କରାଯାଇଥିଲା। କଂଗ୍ରେସ ସଦସ୍ୟମାନେ ଗୃହ ମଧ୍ୟଭାଗକୁ...

୩ ଆଇଏସ୍‌ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୨୬ା୧୧: ଆଇଏସ୍‌ ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖିଥିବା ୩ ଆତଙ୍କବାଦୀଙ୍କୁ ବିସ୍ଫୋରକ ସହ ଦିଲ୍ଲୀ ପୋଲିସ ଆସାମ୍‌ର ଗୋଲ୍‌ପାରାରୁ ଗିରଫ କରିଛି। ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ କରିବା ଲାଗି ଏମାନେ ଯୋଜନା କରୁଥିଲେ ବୋଲି ଜଣାପଡ଼ିଛି। ଗିରଫ ରଣଜୀତ ଅଲି,...

କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ସମାଲୋଚନା :ନର୍କଠୁ ବଳିଛି ଦିଲ୍ଲୀ ପ୍ରଦୂଷଣ

ନୂଆଦିଲ୍ଲୀ, ୨୬ା୧୧ : ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ବାୟୁ ଓ ଜଳ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି। ପରିସ୍ଥିତି ଏମିତି ହୋଇଛି ଯେ, ସାଧାରଣ ଜୀବନଯାପନ ଦୁର୍ବିଷହ ହୋଇପଡ଼ିଛି। ନର୍କଠାରୁ ବି ଏହା ତଦ୍ରୂପ।...

ମହାରାଷ୍ଟ୍ର ରାୟ ପୂର୍ବରୁ ୩ ଦଳର ଶକ୍ତି ପ୍ରଦର୍ଶନ: ୧୬୨ ବିଧାୟକଙ୍କୁ ପରେଡ୍‌ କରାଇଲେ

ମୁମ୍ବାଇ,୨୬ା୧୧(ପି.ଟି.): ମହାରାଷ୍ଟ୍ର ସରକାରଙ୍କୁ ଆସ୍ଥାଭୋଟ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପୂର୍ବରୁ ତିନି ବିରୋଧୀ ଦଳ ଶିବସେନା, କଂଗ୍ରେସ ଏବଂ ଏନ୍‌ସିପି ଶକ୍ତି ପ୍ରଦର୍ଶନ କରିଛନ୍ତି। ସୋମବାର ସନ୍ଧ୍ୟାରେ ଏକ ହୋଟେଲରେ ତିନିଦଳ ୧୬୨ ବିଧାୟକମାନଙ୍କୁ ପରେଡ କରାଇଥିଲେ। ଏହି...

ବ୍ୟାପମ୍‌ ଦୁର୍ନୀତି: ୩୧ ଜଣଙ୍କୁ ଜେଲ

ନୂଆଦିଲ୍ଲୀ,୨୬ା୧୧: ମଧ୍ୟପ୍ରଦେଶର ବହୁଚର୍ଚ୍ଚିତ ବ୍ୟାପମ୍‌ ନିଯୁକ୍ତି ଦୁର୍ନୀତି ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ୩୧ ଜଣଙ୍କୁ ଜେଲଦଣ୍ଡାଦେଶ ଦେଇଛନ୍ତି। ଗ୍ବାଲିୟରର ପ୍ରଦୀପ ତ୍ୟାଗୀଙ୍କୁୁ ୧୦ ବର୍ଷ ଜେଲ୍‌ ହୋଇଥିବାବେଳେ ଅନ୍ୟ ୩୦ ଜଣଙ୍କୁ ୭ ବର୍ଷ ଲେଖାଏ ଜେଲ୍‌ଦଣ୍ଡ ଭୋଗିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri