ଜାତୀୟ

ବିନା ବର୍ଷାରେ ବେଙ୍ଗାଲୁରୁରେ ବନ୍ୟା: ୨୫୦ରୁ ଅଧିକ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୨୫।୧୧: ବିନା ବର୍ଷାରେ ବେଙ୍ଗାଲୁରୁରେ ବନ୍ୟା ଦେଖାଦେଇଛି। ଏଠାରେ ଥିବା ହୁଲିମାଓ୍ବୁ ହ୍ରଦର ବନ୍ଧ ଭାଙ୍ଗିଯିବାରୁ ପ୍ରବଳବେଗରେ ପାଣି ସହର ମଧ୍ୟରେ ପ୍ରବେଶ କରିଥିଲା। ତଳିଆ ଅଞ୍ଚଳରେ ଥିବା ୨୫୦ରୁ ଅଧିକ ଲୋକଙ୍କ ଘରେ ପାଣି ପଶିଯାଇଥିବା ପ୍ରଶାସନ ପକ୍ଷରୁ...

ଅପରେଶନ୍‌ ଅଲ୍‌ଆଉଟ୍‌: ମିଳିତ ଭାବେ ଆକ୍ରମଣ କରିବେ ସେନା-ନୌସେନା-ବାୟୁସେନା କମାଣ୍ଡୋ

ଶ୍ରୀନଗର,୨୫।୧୧: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରିବା ଲାଗି ସେନା-ନୌସେନା-ବାୟୁସେନା କମାଣ୍ଡୋ ଏଣିକି ମିଳିତ ଭାବେ ଅପରେଶନ୍‌ ଅଲ୍‌ଆଉଟ୍‌ରେ କାର୍ଯ୍ୟ କରିବେ। ଏନେଇ ଅଭ୍ୟାସ ଶେଷ ହୋଇଛି। ସେନାକୁ ଏହି କ୍ଷେତ୍ରରେ ନୌସେନାର ମେରାଇନ୍‌ ଏବଂ ବାୟୁସେନାର ଗରୁଡ଼ କମାଣ୍ଡୋ ଆବଶ୍ୟକ...

ଜନ୍ମଦିନରେ ବିପ୍ଳବଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ମୋଦି ତ୍ରିପୁରାରେ ବିପ୍ଳବଙ୍କ କାମକୁ ମଧ୍ୟ ପ୍ରଶଂସା କରିଛନ୍ତି। ମୋଦି ତାଙ୍କର ସୁସ୍ଥ ନିରାମୟ ଜୀବନ କାମନା କରିବା ସହ...

ଦ୍ୱିତୀୟ ୟେଦୁରପ୍ପା ହେବେ କି ଫଡନବିସ!

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ମହାଭାରତର ଅନ୍ତ କେବେ ହେବ ତାହା କହିବା ମୁସ୍କିଲ। ହେଲେ ରାତାରାତି ଏନ୍‌ସିପି ସହ ମେଣ୍ଟ କରି ସରକାର ଗଠନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ପାଇଁ ଏବେ ଆସିଛି ପରୀକ୍ଷାର ସମୟ। ସୋମବାର ଏହାକୁ ନେଇ...

କଂଗ୍ରେସ-ଶିବସେନା-ଏନ୍‌ସିପିକୁ ଘାରିଛି ବାଡ଼ଡିଆଁ ଭୟ !

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାତିକ ମଧ୍ୟରେ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ଡୋରି ଧରିଛନ୍ତି। ତେବେ ଶକ୍ତି ପରୀକ୍ଷା ପାଇଁ ଫଡ୍‌ନବିସଙ୍କ ପାଖରେ ଆବଶ୍ୟକ ୧୪୫ କୁହୁକ ସଂଖ୍ୟା ନାହିଁ। ଏଥିଲାଗି ଭାଜପା...

ରାତିରେ ଗଢା ହୋଇଛି ସରକାର ରାତିରେ ହିଁ ଭାଙ୍ଗିବ: ଜୟନ୍ତ ପାଟିଲ

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାର ଗୋଟିଏ ଦିନ ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ରବିବାର ବିଳମ୍ବିତ ରାତିରେ ସାକ୍ଷାତ୍‌ କରିଛନ୍ତି। ଏହି ସାକ୍ଷାତ୍‌କାର ସମୟରେ ରାଜ୍ୟରେ ବର୍ଷା ଯୋଗୁ କୃଷକଙ୍କ ହୋଇଥିବା କ୍ଷତି...

ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଛି ଭାଜପା: ପ୍ରିୟଙ୍କା

ମୁମ୍ବାଇ,୨୫।୧୧: ଦେଶର ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ ଭାଜପା କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଥିବା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଅଭିଯୋଗ କରିଛନ୍ତି। ସୋମବାର ସେ ଟୁଇଟ୍‌ କରି ଏଭଳି ମନ୍ତବ୍ୟ ଦେଇଛନ୍ତି। ଭାଜପା ନିର୍ଦ୍ଦେଶରେ ଖୋଲାଖୋଲି...

ଅଜିତଙ୍କୁ ମନାଇବାକୁ ପହଞ୍ଚିଲେ ଭୂଜବଳ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରର ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ଭାଜପା ସହ ମିଶି ସରକାର ଗଢିବା ପରେ ବି ଏପର୍ଯ୍ୟନ୍ତ ତାଙ୍କୁ ମନାଇବାକୁ ଉଦ୍ୟମ ଜାରି ରଖିଛି ଏନ୍‌ସିପି। ସୋମବାର ସକାଳେ ଛଗନ ଭୂଜବଳ ତାଙ୍କ ଘରେ ପହଞ୍ଚିଥିବା ସୂଚନା ମିଳିଛି।...

୨ ଆସନରୁ ଲଢ଼ିବେ ହେମନ୍ତ ସୋରେନ୍‌

ରାଞ୍ଚତ୍,୨୫ା୧୧(ଆଇଏଏନ୍‌ଏସ୍‌) ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ ରାଜ୍ୟ ବିଧାନସଭା ନିର୍ବାଚନରେ ଦୁଇଟି ଆସନରୁ ଲଢ଼ିବେ। ଏହି ନିର୍ବାଚନ ଜେଏମ୍‌ଏମ୍‌, କଂଗ୍ରେସ ଏବଂ ଆରଜେଡି ମିଳିତ ଭାବେ ଲଢ଼ୁଥିବାବେଳେ ସୋରେନ୍‌ଙ୍କୁ...

ପରବର୍ତ୍ତୀ ଚ୍ୟାଲେଞ୍ଜ୍‌ ବାଚସ୍ପତି ନିର୍ବାଚନ

ମୁମ୍ବାଇ,୨୫ା୧୧: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଯୁଦ୍ଧ ପରିପ୍ରେକ୍ଷୀରେ ଭାଜପା, ଶିବସେନା, ଏନ୍‌ସିପି ଓ କଂଗ୍ରେସ ଆଗରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ହେଉଛି ବାଚସ୍ପତି ନିର୍ବାଚନ। ଆସନ୍ତା ସପ୍ତାହରେ ଆରମ୍ଭ ହେବାକୁ ଥିବା ବିଧାନସଭା ଅଧିବେଶନ ବେଳେ କେଉଁ ଦଳରୁ ବାଚସ୍ପତି...

ପାଓ୍ବାର, ଉଦ୍ଧବଙ୍କୁ ଜଣାଇଲେ ଏନ୍‌ସିପି ବିଧାୟକ: ମନ୍ତ୍ରୀପଦ ଯାଚୁଛନ୍ତି ଅଜିତ

ମୁମ୍ବାଇ,୨୫ା୧୧: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଓ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ରବିବାର ଏନ୍‌ସିପି ବିଧାୟକମାନଙ୍କୁ ମୁମ୍ବାଇର ନେରେସାଁ ହୋଟେଲରେ ସାକ୍ଷାତ କରିଛନ୍ତି। ବର୍ତ୍ତମାନର ରାଜନୈତିକ ସ୍ଥିତିରେ ବିଧାୟକମାନେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି କି ବୋଲି...

ରାଣେଙ୍କୁ ସଂଖ୍ୟା ଯୋଗାଡ଼ ଦାୟିତ୍ୱ

ମୁମ୍ବାଇ,୨୫ା୧୧: ଦେବେନ୍ଦ୍ର ଫଡ୍‌ନବିସ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସତ, କିନ୍ତୁ ସରକାରକୁ ତିଷ୍ଠାଇ ରଖିବା ପାଇଁ ଆବଶ୍ୟକ ସଂଖ୍ୟାବଳ ଥିବା ଭଳି ମନେହେଉନାହିଁ। ଶିବସେନା-ଏନ୍‌ସିପି-କଂଗ୍ରେସ ପକ୍ଷରୁ ତୁରନ୍ତ ଆସ୍ଥାଭୋଟ ପାଇଁ ପିଟିଶନ ଦାଏର ହୋଇଥିବାରୁ ସୁପ୍ରିମକୋର୍ଟ ଫଡ୍‌ନବିସଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri