ଜାତୀୟ

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ ୨୨୫ଟି ଆସନରେ ବିଜୟ ଲାଭ କରିବ। ଆହୁରି ମଧ୍ୟ ହରିୟାଣାର ମନୋହର ଲାଲ...

ଅନ୍ୟ କାହାର ସହାୟତା ବିନା ୨୦ ବର୍ଷ ଧରି ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି ଦିବ୍ୟାଙ୍ଗ ଦମ୍ପତି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଜୁହୁସ୍ଥିତି ଭୋଟ କେନ୍ଦ୍ରରେ ଦିବ୍ୟାଙ୍ଗ ଦମ୍ପତି ଦେବଶଙ୍କର ଏବଂ ପାନ୍ନା ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ସେମାନେ ଫିଲ୍ମ ତାରକା ନୁହଁନ୍ତି। ତେବେ ସେମାନଙ୍କୁ ଦେଖିବା ଲାଗି...

ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି ଉତ୍ସାହିତ ଅଛନ୍ତି ତା’ଠାରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି ଭୋଟରଙ୍କ ନିକଟରେ। ମହାରାଷ୍ଟ୍ରର...

ସେନା ପୋଷାକରେ ଧଳା କାର୍‌ରେ ଦିଲ୍ଲୀରେ ପ୍ରବେଶ କଲେ ୫ ଆତଙ୍କବାଦୀ: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୨୧।୧୦: ଦେଶର ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ସେନା ପୋଷାକରେ ଧଳା କାର୍‌ରେ ୫ ଆତଙ୍କବାଦୀ ଦିଲ୍ଲୀ ଏନସିଆର୍‌ ଅଞ୍ଚଳରେ ପ୍ରବେଶ କରିଛନ୍ତି। ସେମାନଙ୍କ କଥାବାର୍ତ୍ତା ରେକର୍ଡିଂ କରାଯାଇଛି। ସୁରକ୍ଷା କାର୍ଯ୍ୟାଳୟ, ବଡ଼ ବଡ଼ ସରକାରୀ ପ୍ରତିଷ୍ଠାନ, ମଲ୍‌...

ପ୍ରେମିକଙ୍କ ସହ ରହିବାକୁ ଚାହୁଁଥିଲେ ମହିଳା,ସ୍ବାମୀଙ୍କୁ ୫୦ ଫୁଟ୍‌ ଉଚ୍ଚରୁ ଠେଲିଦେଲେ

ନୂଆଦିଲ୍ଲୀ,୨୧।୧୦:ପ୍ରେମିକଙ୍କ ସହ ରହିବା ପାଇଁ ନିଜ ସ୍ବାମୀଙ୍କୁ ହତ୍ୟା କରିଦେଇଛନ୍ତି ଜଣେ ମହିଳା। ପ୍ରେମିକଙ୍କ ସହ ମିଶି ନିର୍ମାଣାଧୀନ ୫୦ ଫୁଟ ଉଚ୍ଚ କୋଠା ଉପରୁ ସେ ସ୍ବାମୀଙ୍କୁ ଠେଲିଦେଇଛନ୍ତି। ନୂଆଦିଲ୍ଲୀର ପଟେଲ ନଗରରେ ଘଟିଛି ଏଭଳି ଘଟଣା। ଘଟଣାରେ...

ମାଆ, ସ୍ତ୍ରୀଙ୍କ ସହ ଆସି ଭୋଟ ଦେଲେ ଫଡନଭିସ

ନାଗପୁର,୨୧।୧୦:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ହୋଇଥିବା ମତଦାନରେ ଭାଗ ନେଇଛନ୍ତି। ସେ ନାଗପୁରର ଏକ ବୁଥରେ ମା’ ସରିତା ଓ ସ୍ତ୍ରୀ ଅମୃତାଙ୍କ ସହ ଯାଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର...

ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ପୋଲିଂ ଅଧିକାରୀ ମହମବତୀ ଜଳାଇ ମତଦାନ ପ୍ରକ୍ରିୟା ଜାରି...

ଭୋଟ ଦେବାକୁ ଶତାବ୍ଦୀ ଏକ୍ସପ୍ରେସ୍‌ରେ କର୍ନାଲ ଗଲେ ମନୋହର ଲାଲ୍‌ ଖଟ୍ଟର: ସାଇକେଲରେ ମତଦାନ କେନ୍ଦ୍ରରେ ପହଞ୍ଚିଲେ

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସୋମବାର ସକାଳ ୭ଟାଠାରୁ ମତଦାନ ଜାରି ରହିଛି। କର୍ନାଲରେ ଭୋଟ ଦେବା ଲାଗି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଶତାବ୍ଦୀ ଏକ୍ସପ୍ରେସ୍‌ରେ ବସି ଯାତ୍ରା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ,...

ଗାଈ ପେଟରୁ ବାହାରିଲା ୫୩ କିଲୋ ପ୍ଲାଷ୍ଟିକ୍‌

ଚେନ୍ନାଇ,୨୧।୧୦:ତାମିଲନାଡୁରେ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଗାଈ ପେଟରୁ ୫୩ କିଲୋ ପ୍ଲାଷ୍ଟିକ୍‌ ବାହାର କରିଛନ୍ତି ପଶୁ ଚିକିତ୍ସିକ। ତା’ ପେଟରୁ ସର୍ଜରୀ ଦ୍ୱାରା ପ୍ଲାଷ୍ଟିକ୍‌ଗୁଡିକୁ ବାହାର କରିବା ପାଇଁ ପ୍ରାୟ ୫ ଘଣ୍ଟା ସମୟ ଲାଗିଥିଲା। ସୂଚନାଯୋଗ୍ୟ,...

ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ

ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମତଦାନ କେନ୍ଦ୍ରରୁ ବାହାରି ସେ ସମସ୍ତଙ୍କୁ ଭୋଟ ଦେବା ପାଇଁ ଆହ୍ବାନ...

ଭୋଟରଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣା: ୩ ମୃତ

ପୁଣେ,୨୧।୧୦: ମହାରାଷ୍ଟ୍ର ନିର୍ବାଚନ ପାଇଁ ଭୋଟିଂ ପ୍ରକ୍ରିୟା ଚାଲିଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଛି। ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ବାଟରେ ସୋମବାର ସକାଳୁ ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ଜଣ ଆହତ ହୋଇଛନ୍ତି।...

ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହାଇ ଆଲର୍ଟ

ଲକ୍ଷ୍ନୌ,୨୧।୧୦: ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲାରେ ହାଇ ଆଲର୍ଟ ଜାରି ହୋଇଛି। ସେହିପରି କାଶୀ, ମଥୁରା,...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri