ଜାତୀୟ

ଭୋଟ ପୂର୍ବରୁ ୧୮ ଲକ୍ଷ ଟଙ୍କା ଜବତ

ନାଗପୁର, ୨୦ା୧୦ (ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୧ରେ ହେବାକୁ ଥିବାବେଳେ ପୋଲିସ ଶୁକ୍ରବାର ରାତିରେ ୧୮ ଲକ୍ଷ ଟଙ୍କା ଜବତ କରିଥିବାବେଳେ ଭାଜପା ପ୍ରାର୍ଥୀ ପରିଣୟ ଫୁକେଙ୍କ ସହଯୋଗୀ ନୀତିନ ନୀଳକଣ୍ଠରାଓଙ୍କ ସମେତ ୪ ଜଣଙ୍କ ବିରୋଧରେ ମାମଲା...

ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ଗୋୟଲଙ୍କ ପିଏସ୍‌ ମୃତ

ଶାହଜାହାନ୍‌ପୁର, ୨୦ା୧୦(ପି.ଟି.) : କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ସନ୍ତୋଷ ଗଙ୍ଗ୍‌ଓ୍ବାରଙ୍କ ବ୍ୟକ୍ତିଗତ ସଚିବ ବ୍ରିଜେଶ କୁମାର ତିଓ୍ବାରୀ (୪୪) ସଡ଼କ ଦୁର୍ଘଟଣାରେ ଶନିବାର ପ୍ରାଣ ହରାଇଛନ୍ତି। ତାଙ୍କ କାର୍‌ ଏକ ଟ୍ରକ୍‌ ସହ ଧକ୍କା ଖାଇବାରୁ ଏଭଳି...

କମଲେଶ ହତ୍ୟାକାଣ୍ଡ: ୫ ଗିରଫ

ଲକ୍ଷ୍ନୌ,୨୦ା୧୦ : ଉତ୍ତରପ୍ରଦେଶର ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀ ହତ୍ୟା ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଶୁକ୍ରବାର କମଲେଶଙ୍କୁ ତାଙ୍କ ଲକ୍ଷ୍ନୌ ଘରେ ହତ୍ୟା କରାଯାଇଥିଲା। କମଲେଶଙ୍କ ସ୍ତ୍ରୀ ଦେଇଥିବା ଏତଲା ଆଧାରରେ ଉତ୍ତରପ୍ରଦେଶର ବିଜନୁର ଜିଲାରୁ ୨...

କୋଠା ଭୁଶୁଡ଼ି ଜଣେ ମୃତ

ବଡୋଦରା,୨୦ା୧୦: ଗୁଜରାଟର ବଡୋଦରା ସହରରେ ଏକ ବହୁମହଲା କୋଠା ଭୁଶୁଡ଼ି ଜଣେ ପ୍ରାଣ ହରାଇଥିତ୍ବାବେଳେ ଭଗ୍ନାବଶେଷ ତଳେ ୭ ଜଣ ଫସିରହିଥିବା ଆଶଙ୍କା କରାଯାଉଛି। ୫ ମହଲା ବିଲ୍ଡିଂ ଭାଙ୍ଗିବା କାର୍ଯ୍ୟରେ ଶ୍ରମିକମାନେ ନିୟୋଜିତ ଥିଲାବେଳେ ଶନିବାର ସନ୍ଧ୍ୟାରେ ତାହା...

ଇଣ୍ଟରପୋଲ ଅଧିବେଶନ ଆୟୋଜନ କରିବ ଭାରତ

ନୂଆଦିଲ୍ଲୀ,୨୦ା୧୦(ପି.ଟି.): ୨୦୨୨ରେ ଇଣ୍ଟରପୋଲ୍‌ର ୯୧ତମ ସାଧାରଣ ଅଧିବେଶନ ଭାରତ ଆୟୋଜନ କରିବ। ଅଗଷ୍ଟ ୩୦ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଇଣ୍ଟରପୋଲ୍‌ ମହାସଚିବ ଜୁରଗେନ୍‌ ଷ୍ଟକ୍‌ଙ୍କ ନିକଟରେ ଏନେଇ ପ୍ରସ୍ତାବ ରଖିଥିଲେ। ପ୍ରସ୍ତାବକୁ ଅନ୍ତର୍ଜାତୀୟ ପୋଲିସ ସଂସ୍ଥାର ସଦସ୍ୟ ରାଷ୍ଟ୍ରମାନେ ବିପୁଳ...

ନାଗାମାନଙ୍କ ସ୍ବତନ୍ତ୍ର ସମ୍ବିଧାନ, ପତାକା ଦାବିକୁ କେନ୍ଦ୍ରର ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୨୦ା୧୦: ନାଗାମାନଙ୍କ ଲାଗି ସ୍ବତନ୍ତ୍ର ସମ୍ବିଧାନ ଓ ପତାକା ଦାବିକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରିଦେଇଛନ୍ତି। ଏନ୍‌ଏସ୍‌ସିଏନ୍‌-ଆଇଏମ୍‌ ପକ୍ଷରୁ ଏଥିପାଇଁ ଦାବି ହୋଇଆସୁଥିଲା। ଦୀର୍ଘ ଦଶନ୍ଧି ଧରି ଚାଲିଥିବା ଶାନ୍ତି ପ୍ରକ୍ରିୟା ଅବିଳମ୍ବେ ଶେଷ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି...

ମହାରାଷ୍ଟ୍ର, ହରିୟାଣାରେ ଭାଜପାର ବିଜୟ ନେଇ ଜନମତ ସର୍ଭେ: ପ୍ରଚାରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

ନୂଆଦିଲ୍ଲୀ,୨୦ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ସୋମବାର ଭୋଟଗ୍ରହଣ ହେବାକୁ ଯାଉଥିଲାବେଳେ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର ତୁଙ୍ଗ ନେତାମାନେ ଜୋରଦାର ପ୍ରଚାର କରିଥିଲେ। ହରିୟାଣାରେ ନିର୍ବାଚନ ପ୍ରଚାର ବେଳେ...

୪୪ ମିନିଟର ଭାଷଣରେ କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ସିରସା,୧୯।୧୦: ହରିୟାଣା ବିଧାନସଭା ନିର୍ବାଚନର ଶେଷ ଦିନ ପ୍ରଚାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଡ୍ଡା ଗ୍ରାଉଣ୍ଡରେ ଆୟୋଜିତ ‘ବିଜୟ ସଂକଳ୍ପ ରାଲି’ରେ ପାଖାପାଖି ୪୪ ମିନିଟ୍‌ ପର୍ଯ୍ୟନ୍ତ ଉଦ୍‌ବୋଧନ ଦେଇଥିଲେ। ଆଉ ତାଙ୍କର ଟାର୍ଗେଟରେ ଥିଲା ବିରୋଧୀ କଂଗ୍ରେସ। ସେ...

ଯେଉଁଠି ମଦ ପିଇଲେ ସମ୍ପୂର୍ଣ୍ଣ ଗାଁକୁ ଦେବାକୁ ପଡିବ ମାଂସ ତରକାରି ସହ ୨ ହଜାର ଟଙ୍କା

ସାଧାରଣତଃ ଆଦିବାସୀ ଅଧ୍ୟୁସିତ ଅଞ୍ଚଳରେ ସେମାନଙ୍କର ଭିନ୍ନ ନିୟମ ରହିଥାଏ। ଏହି ନିୟମ ଅନୁଯାୟୀ ନ ଚଳିଲେ ସେମାନଙ୍କୁ ବିଭିନ୍ନ ସମସ୍ୟା ଦେଇ ଗତି କରିବାକୁ ପଡିଥାଏ। ଏମିତି ଏକ ଆଦିବାସୀ ଅଞ୍ଚଳ ରହିଛି ଗୁଜରାଟ ବିନାଶକାଠ ଜିଲାର ଖାଟିସିତାରା...

ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ

ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର ପ୍ରଚାରକଙ୍କୁ। ବଲିଉଡ୍‌ ଡ୍ରିମ ଗର୍ଲ ତଥା ଭାଜପା ନେତ୍ରୀ ହେମାମାଳିନୀ ହରିୟାଣାର...

ପାକିସ୍ତାନୀ ପଙ୍ଗପାଳ ଉଜାଡୁଛନ୍ତି ଭାରତ ଚାଷୀଙ୍କ ଫସଲ: ଘଉଡ଼ାଇବା ପାଇଁ ବଜା ଯାଉଛି ଡିଜେ

ନୂଆଦିଲ୍ଲୀ,୧୯।୧୦: ପାକିସ୍ତାନର ସୀମାରେ ବାରମ୍ବାର ଉତ୍ତେଜନା ସୃଷ୍ଟି କରୁଥିବାବେଳେ ଏବେ ପାକିସ୍ତାନୀ ପଙ୍ଗପାଳ ରାଜସ୍ଥାନ ଅଞ୍ଚଳର ଚାଷୀଙ୍କ ଫସଲ ଉଜାଡ଼ିବାରେ ଲାଗିଛନ୍ତି। ହଜାର ହଜାର ସଂଖ୍ୟାରେ ପଙ୍ଗପାଳ ପାକିସ୍ତାନ ପଟୁ ଉଡ଼ିଆସି ରାଜସ୍ଥାନ ଯୋଧପୁରର ଚାମୁ,ଫଲୌଦି, ଜାମ୍ଭା, ବାପ୍‌, ଶେରଗଡ଼...

ମନ୍ତ୍ରୀଙ୍କ କାମ ଅର୍ଥ ବ୍ୟବସ୍ଥା ସୁଧାରିବା, କମେଡି ସର୍କସ ଚଲାଇବା ନୁହେଁ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କ ଉପରେ ବର୍ଷିଛନ୍ତି। ଅର୍ଥନୀତିରେ ନୋବେଲ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଅଭିଜିତ ବାନାର୍ଜୀଙ୍କ ସନ୍ଦର୍ଭକୁ ନେଇ ପିୟୁଷ ଯେଉଁ ଟିପ୍ପଣି ଦେଇଥିଲେ ତାକୁ ନେଇ ପ୍ରିୟଙ୍କା ପିୟୁଷଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri