ଜାତୀୟ

ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ପାର୍ଲାମେଣ୍ଟ କମ୍ପିଲା

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେତେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ)ର ଘରୋଇକରଣ ଏବଂ ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ କରି ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ସଦସ୍ୟମାନେ ଗୁରୁବାର ପ୍ରବଳ ହୋ-ହଲ୍ଲା କରିଥିଲେ। ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଲୋକ ସଭାରେ କକ୍ଷତ୍ୟାଗ କରିଥିବାବେଳେ...

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ କ୍ୟାପ୍ସିକମ୍‌

ସାଧାରଣତଃ କ୍ୟାପ୍ସିକମକୁ ଚିଲି ତରକାରୀ କିମ୍ବା ସାଲାଡରେ ବ୍ୟବହାର କରାଯାଏ। କ୍ୟାପ୍ସିକମ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହା ଶରୀର ପାଇଁ ବହୁ ଉପକାରୀ ମଧ୍ୟ। ବଜାରରେ ଲାଲ, ସବୁଜ ଓ ହଳଦିଆ ରଙ୍ଗର କ୍ୟାପ୍ସିକମ ବିକ୍ରି...

ସରକାର ଗଠନ ପାଇଁ ଅଣ୍ଟାଭିଡ଼ା: ଶୁକ୍ରବାର ଶିବସେନା-ଏନ୍‌ସିପି-କଂଗ୍ରେସ ବୈଠକ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଣ୍ଟା ଭିଡ଼ିଛନ୍ତି ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ। ଏନେଇ ଶୁକ୍ରବାର ଏହି ତିନି ଦଳଙ୍କ ମଧ୍ୟରେ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ମାତୋଶ୍ରୀରେ ସମସ୍ତ ବିଧାୟକ ବୈଠକରେ ଯୋଗଦେବେ।...

ଆର୍ଥିକ ସଙ୍କଟକୁ ନେଇ ମୋଦିଙ୍କୁ ଟାର୍ଗେଟ କଲେ ମମତା

ନୂଆଦିଲ୍ଲୀ,୨୧।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ବିନିବେଶକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆର୍ଥିକ ସଙ୍କଟରୁ ରକ୍ଷା ପାଇବା ପାଇଁ ବିନିବେଶ କୌଣସି ସମାଧାନ ନୁହେଁ। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପରାମର୍ଶ ଦେବା ଛଳରେ କହିଛନ୍ତି ଏଥିପାଇଁ ମୋଦି...

ସରକାରୀ ବାସଭବନ ଛାଡିଲେ ଗୋଗୋଇ

ନୂଆଦିଲ୍ଲୀ,୨୧।୧୧: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନଭେମ୍ବର ୧୭ରେ ଅବସର ଗ୍ରହଣ କରିଥିଲେ। ସରକାରୀ ବାସଭବନରେ ରହିବା ପାଇଁ ତାଙ୍କୁ ଏକ ମାସ ଅନୁମତି ଥିଲେ ମଧ୍ୟ ସେ ଏହାକୁ ଛାଡ଼ି ଦେଇଛନ୍ତି। ଏବେ ସେ ୫...

କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ ଘୁଞ୍ଚିଲା: ନଭେମ୍ବର ୨୭କୁ ଅପେକ୍ଷା

ଶ୍ରୀହରିକୋଟା,୨୧।୧୧: କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣକୁ କେତେକ କାରଣରୁ ଘୁଞ୍ଚାଇ ଦିଆଯାଇଛି। ଏବେ ଏହା ନଭେମ୍ବର ୨୭ରେ କରାଯିବ। ତେବେ ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୯ଟା ୨୮ରେ ଏହାର ଉତ୍‌କ୍ଷେପଣ କରାଯିବ ବୋଲି ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ନଭେମ୍ବର...

୨୦୧୯ରେ ୩୬୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ହୋଇଛି: ସୋଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୧।୧୧: ଜମ୍ମୁ-କଶ୍ମୀର ଲକ୍‌ଡ଼ାଉନ୍‌ ନେଇ ସୁପ୍ରିମ୍‌କୋର୍ଟରେ ଶୁଣାଣି ଜାରି ରହିଛି। ଏସମ୍ପର୍କରେ ସୋଲିସିଟର ଜେନେରାଲ ତୁଷାର ମେହଟ୍ଟା କହିଛନ୍ତି ଯେ, ୨୦୧୯ରେ ଜମ୍ମୁ-କଶ୍ମୀରରେ ୩୬୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ହୋଇଛି। ପରିସ୍ଥିତି ଉପରେ ନିୟନ୍ତ୍ରଣ ପାଇଁ କେତେକ କଟକଣା ଜାରି କରିବାର...

ରାସ୍ତାରେ ପଡିଲା ବିଡା ବିଡା ଟଙ୍କା, ଗୋଟାଇବାକୁ ଲୋକଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା

କୋଲକାତା,୨୧।୧୧: ବିରାଟ ଅଟ୍ଟାଳିକା ଉପରୁ ବିଡା ବିଡା ଟଙ୍କା ପଡୁଛି। ରାସ୍ତାରେ ଟଙ୍କା ଗୋଟାଇବାକୁ ଲୋକଙ୍କ ମଧ୍ୟରେ ଏକପ୍ରକାର ପ୍ରତିଦ୍ୱନ୍ଦିତା ଚାଲିଛି। ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗର କୋଲକାତା ସହରରେ। ଏକ ଘରୋଇ ସଂସ୍ଥାର ଏକ...

କେଜରିଓ୍ବାଲଙ୍କ ଅଭିଯୋଗର ଉତ୍ତର ରଖିଲେ ପାଶଓ୍ବାନ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀର ପାନୀୟ ଜଳ ବିଶୁଦ୍ଧ ନୁହେଁ। ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ନିକଟରେ ଏକ ରିପୋର୍ଟ ପ୍ରଦାନ କହିଥିଲେ। ଯେଉଁଥିରେ ବିଶ୍ୱରେ ପ୍ରଦୂଷିତ ସହରର ପାଣି ମଧ୍ୟରେ ରାଜଧାନୀ ଦିଲ୍ଲୀ ଥିଲା ଏକ ନମ୍ବର। ହେଲେ...

ଭୁଲ୍‌ କରୁଛି କଂଗ୍ରେସ: ନିରୁପମ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଶିବସେନା ସହ ଏନ୍‌ସିପି ଓ କଂଗ୍ରେସ ମେଣ୍ଟ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ସାରିଥିବା ବେଳେ ଏବେ ଏହାକୁ ନେଇ କଂଗ୍ରେସ ନେତା ସଞ୍ଜୟ ନିରୁପମ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି...

ବଜାରରେ ମିଳୁଥିବା ଜିରା ଅସଲି ନା ନକଲି ଜାଣନ୍ତୁ ଏପରି…

ଏବେ ବଜାରରେ ନକଲି ଜିରା ମିଳୁଛି। ଏହା ଫୁଲଝାଡୁ, ପଥରଗୁଣ୍ଡ ଏବଂ ଗୁଡ଼ରୁ ପ୍ରସ୍ତୁତ ହେଉଛି। ଅସଲି ଜିରା ଦାମ କିଲୋପ୍ରତି ୪ଶହ ଟଙ୍କା ଥିବାବେଳେ ଏହି ନକଲି ଜିରା ଦାମ କିଲୋପ୍ରତି ୨୦ ଟଙ୍କା ରହିଛି। କେତେକ ଏହାକୁ...

ଥାନାରେ ରୋବୋ ପୋଲିସ: ଏତଲା ରଖିବ, ସମାଧାନ ବି କରିବ

ବିଶାଖାପାଟଣା: ଥାନାରେ ପୋଲିସ୍‌ କର୍ମଚାରୀଙ୍କୁ କାମରେ ସହଯୋଗ କରିବ ରୋବୋ। ଏତଲା ରଖିବାଠାରୁ ଆରମ୍ଭ କରି ମାମଲା ସମାଧାନ ହେବାରେ ଏହା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରିବ। ସାଇବର ଅପରାଧୀଙ୍କୁ ଧରିବା ପାଇଁ ଆନ୍ଧ୍ରପ୍ରଦେଶ ପୋଲିସ ପକ୍ଷରୁ ପ୍ରଥମ ଥର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri