ଜାତୀୟ

ଅନନ୍ତନାଗରେ ଏନ୍‌କାଉଣ୍ଟର୍‌: ୩ ଲଶ୍କର ଆତଙ୍କବାଦୀ ନିହତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ଆତଙ୍କବାଦୀମାନେ ଲଶ୍କର-ଇ-ତୋଇବା ସଂଗଠନ ସଦସ୍ୟ ଥିବା ପୋଲିସ କହିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ହିଜିବୁଲ କମାଣ୍ଡର ନାସିର୍‌...

ଖାଦ୍ୟ ସାଥୀ ଯୋଜନାରେ ପଶ୍ଚିମବଙ୍ଗର ୮ କୋଟି ୫୦ ଲକ୍ଷ ଲୋକଙ୍କୁ ମିଳିଛି ଖାଦ୍ୟ ସୁରକ୍ଷା: ମମତା

କୋଲକାତା,୧୬।୧୦: ପଶ୍ଚିମବଙ୍ଗରେ ଖାଦ୍ୟ ସାଥୀ ଯୋଜନା ଅନ୍ତର୍ଗତ ରାଜ୍ୟର ୮କୋଟି ୫୦ ଲକ୍ଷ ଲୋକଙ୍କ ଖାଦ୍ୟ ସୁରକ୍ଷା ମିଳିଛି। ବିଶ୍ୱ ଖାଦ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଏହି ସୂଚନା ଦେଇଛନ୍ତି। ଜଙ୍ଗଲ ମହଲ ଏବଂ ପାହାଡ଼ିଆ...

ଏହି ତୁଳନାରେ ପାକିସ୍ତାନଠାରୁ ପଛରେ ଭାରତ

ନୂଆଦିଲ୍ଲୀ,୧୬।୧୦: ଆଜି ବିଶ୍ୱ ଖାଦ୍ୟ ଦିବସ। ଏହି ଦିବସ ପୂର୍ବରୁ ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ ଏହି ରିପୋର୍ଟ ପ୍ରକାଶ ପାଇଛି। ୧୧୭ଟି ଦେଶକୁ ନେଇ ପ୍ରସ୍ତୁତ ହୋଇଥିବା ଏହି ରିପୋର୍ଟରେ ଭାରତର ସ୍ଥାନ ୧୦୨ ରହିଛି। ସବୁଠୁ ଆଶ୍ଚର୍ଯ୍ୟ କଥା...

୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ: ଦାଖଲ ହୋଇଛି ୧୨ ଲକ୍ଷ ୫୦ ହଜାର ପୃଷ୍ଠାର ଫଟୋକପି

ନୂଆଦିଲ୍ଲୀ,୧୬।୧୦: ରାମଜନ୍ମ ଭୂମି ବାବରୀ ମସଜିଦ୍‌ ବିବାଦ ବହୁ ବର୍ଷ ଧରି ନିର୍ମୋହି ଆଖଡ଼ା ଏବଂ ମୁସଲମାନ୍‌ ପକ୍ଷଙ୍କ ମଧ୍ୟରେ ଜାରି ରହିଛି। ୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ ନେଇ ଅଦାଲତରେ ହିନ୍ଦୁ ପକ୍ଷ ୭ ଲକ୍ଷ ୫୦...

ବିଶ୍ୱ ଖାଦ୍ୟ ଦିବସ:ପୃଥିବୀରେ ୮୦ କୋଟି ଭୋକିଲା

ଜେନେଭା: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା ‘ଷ୍ଟେଟ୍‌ ଅଫ୍‌ ଦି ଓ୍ବାଲର୍‌ଡ୍‌ ଚିଲଡ୍ରେନ୍‌’...

ପାକିସ୍ତାନୀ ଆତଙ୍କବାଦୀଙ୍କ ମୁକାବିଲା: ସେନା ପକ୍ଷରୁ ଜାରି ରହିଛି ଅପରେଶନ୍‌ ତୃମ୍‌ଖାଲ୍‌

ଶ୍ରୀନଗର,୧୬।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଯୋଜନାବଦ୍ଧ ଭାବେ ୨୪ରୁ ଅଧିକ ତାଲିମ୍‌ପ୍ରାପ୍ତ ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରର ଗାନ୍ଦରବଲସ୍ଥିତ ତୃମ୍‌ଖାଲ୍‌ ଜଙ୍ଗଲରେ ଅନୁପ୍ରବେଶ କରିଛନ୍ତି। ଏଥିପାଇଁ ଭାରତୀୟ ସେନା ପକ୍ଷରୁ ଅପରେଶନ୍‌ ତୃମ୍‌ଖାଲ୍‌ ସେପ୍ଟେମ୍ବର ୨୭...

ନଭଲଖାଙ୍କୁ ୪ ସପ୍ତାହ ଗିରଫରୁ ମୁକ୍ତି

ନୂଆଦିଲ୍ଲୀ,୧୬ା୧୦(ପି.ଟି.): ଭୀମା କୋରେଗାଁଓ ହିଂସା ମାମଲାରେ ନାଗରିକ ଅଧିକାର କର୍ମୀ ଗୌତମ ନଭଲଖାଙ୍କୁ ଗିରଫଦାରିରୁ ୪ ସପ୍ତାହ ଅନ୍ତରୀଣ ସୁରକ୍ଷା ମିଳିଛି। ଜଷ୍ଟିସ୍‌ ଅରୁଣ ମିଶ୍ର ଓ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟ ଖଣ୍ଡପୀଠ ଏହି ମାମଲାରେ ଆଗୁଆ...

ଦୁର୍ଘଟଣାରେ ୭ ତୀର୍ଥଯାତ୍ରୀ ମୃତ

ଅମରାବତୀ, ୧୬ା୧୦ : ଆନ୍ଧ୍ରପ୍ରଦେଶରେ ଏକ ସଡ଼କ ଦୁର୍ଘଟଣା ଯୋଗୁ କର୍ନାଟକର ୭ ତୀର୍ଥଯାତ୍ରୀ ପ୍ରାଣ ହରାଇଥିବାବେଳେ ୫ ଗୁରୁତର ଥିବା ଜଣାପଡ଼ିଛି। ପୂର୍ବ ଗୋଦାବରୀ ଜିଲାର ପାର୍ବତ୍ୟାଞ୍ଚଳରେ ମଙ୍ଗଳବାର ଏଭଳି ଦୁର୍ଘଟଣା ଘଟିଥିଲା। ମୃତାହତମାନେ ଚିତ୍ରଦୁର୍ଗ ଜିଲା ଚେଲେକେରୀର...

‘ସ୍ବଦେଶୀ ଅସ୍ତ୍ରରେ ପରବର୍ତ୍ତୀ ଯୁଦ୍ଧ ଜିତିବୁ’

ନୂଆଦିଲ୍ଲୀ,୧୬ା୧୦(ପି.ଟି.): ସଶସ୍ତ୍ର ବାହିନୀରେ ସ୍ବଦେଶୀ ଜ୍ଞାନକୌଶଳକୁ ଅଧିକ ମାତ୍ରାରେ ସାମିଲ କରିବା ଉପରେ ସେନାମୁଖ୍ୟ ଜେନେରାଲ ବିପିନ ରାଓ୍ବତ ଗୁରୁତ୍ୱାରୋପ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅସ୍ତ୍ର ବ୍ୟବସ୍ଥାରେ ଭାରତ ପରବର୍ତ୍ତୀ ଯୁଦ୍ଧ ଲଢ଼ି ଜିତିବ ବୋଲି ସେ ଦୃଢ଼ୋକ୍ତି...

୪୨୦ ହାଇକୋର୍ଟ ବିଚାରପତି ପଦ ଖାଲି

ନୂଆଦିଲ୍ଲୀ, ୧୬ା୧୦ : ଭାରତରେ ଥିବା ବିଭିନ୍ନ ହାଇକୋର୍ଟରେ ବିଚାରପତି ସଂଖ୍ୟା ବହୁ କମ ରହିଛି। ଫଳରେ ବିଚାର ପ୍ରକ୍ରିୟା ବିଳମ୍ବ ହେଉଛି। ଆଇନ ମନ୍ତ୍ରଣାଳୟ ପକ୍ଷରୁ ଅକ୍ଟୋବର ୧ରେ ଦର୍ଶାଯାଇଥିବା ତଥ୍ୟ ଅନୁଯାୟୀ ଦେଶର ୨୫ ହାଇକୋର୍ଟରେ ଆବଶ୍ୟକ...

ପ୍ରଫୁଲ୍ଲ ପଟେଲଙ୍କୁ ଇଡି ସମନ

ମୁମ୍ବାଇ,୧୬ା୧୦(ପି.ଟି.): ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ର ସହଯୋଗୀ ତଥା ଗ୍ୟାଙ୍ଗଷ୍ଟର ଇକ୍‌ବାଲ ମିର୍ଚି ସହ ସମ୍ପତ୍ତି କାରବାର ଅଭିଯୋଗରେ ବରିଷ୍ଠ ଏନ୍‌ସିପି ନେତା ପ୍ରଫୁଲ୍ଲ ପଟେଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସମନ ଜାରି କରିଛି। ମିର୍ଚିର ବେଆଇନ ସମ୍ପତ୍ତି ସହ...

ଅଯୋଧ୍ୟା ମାମଲାରେ ହିନ୍ଦୁ ପକ୍ଷଙ୍କ ଯୁକ୍ତି: ଐତିହାସିକ ଭୁଲ୍‌ର ସଂଶୋଧନ ଆବଶ୍ୟକ

ନୂଆଦିଲ୍ଲୀ,୧୬ା୧୦(ପି.ଟି.): ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାରେ ମଙ୍ଗଳବାର ହିନ୍ଦୁ ପକ୍ଷ ସୁପ୍ରିମକୋର୍ଟରେ ସେମାନଙ୍କ ଯୁକ୍ତି ରଖିଥିଲେ। ଅଯୋଧ୍ୟାରେ ଭଗବାନ ରାମଙ୍କ ଜନ୍ମସ୍ଥାନରେ ସମ୍ରାଟ ବାବର ମସ୍‌ଜିଦ ନିର୍ମାଣ କରି ଯେଉଁ ଐତିହାସିକ ଭୁଲ୍‌ କରିଛନ୍ତି, ତାହାର ସଂଶୋଧନ ହେବା ଆବଶ୍ୟକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri